-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||     

HOME   ଜିଲ୍ଲା

କୈଟପଦର କ୍ଲଷ୍ଟରସ୍ତରୀୟ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି ଓ ପ୍ରଦର୍ଶନୀ ମେଳା ଭବ୍ୟ ଭାବେ ଅନୁଷ୍ଠିତ

20-Feb-2026



ସିନାପାଲି (ଚିନ୍ତାମଣି ନେତାମ): ନୂଆପଡା ଜିଲ୍ଲାର କୈଟପଦର ପଞ୍ଚାୟତ ଅଧୀନରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟରସ୍ତରୀୟ ଶିକ୍ଷଣ ସାମଗ୍ରୀ (TLM) ପ୍ରସ୍ତୁତି ଓ ପ୍ରଦର୍ଶନୀ ମେଳା ଭବ୍ୟ ଓ ସଫଳ ଭାବେ ଅନୁଷ୍ଠିତ ହୋଇଯାଇଛି।ସିଆରସିସି ଶ୍ରୀଯୁକ୍ତ ପ୍ରଦୀପ କୁମାର ନାଏକଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଗୋଷ୍ଠୀ ଶିକ୍ଷା ଅଧିକାରୀ (ABEO) ଶ୍ରୀଯୁକ୍ତ ପ୍ରଦୀପ କୁମାର ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ମୁଖ୍ୟ ବକ୍ତା ଭାବେ ସରକାରୀ ଆଶ୍ରମ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଗଙ୍ଗାରାମ ବାଗ ଉପସ୍ଥିତ ରହି ଶିକ୍ଷଣ ସାମଗ୍ରୀର ଆବଶ୍ୟକତା ଓ ଉପଯୋଗିତା ବିଷୟରେ ମତ ପ୍ରକାଶ କରିଥିଲେ।
ସମ୍ମାନିତ ଅତିଥି ଭାବେ ବ୍ରାହ୍ମଣୀଗୁଡା ସିଆରସିସି ଶ୍ରୀଯୁକ୍ତ ଦୁର୍ଯ୍ୟୋଧନ ମାଝୀ, ଛୋଟ ଦର୍ଲିପଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଶେଖର ବାଗ, ସର୍ଦାପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଦେବେନ୍ଦ୍ର ସୁନାନୀ ଏବଂ ପୂର୍ବତନ ସିଆରସିସି ଶ୍ରୀଯୁକ୍ତ ଜୟ କୃଷ୍ଣ ଯୋଶୀ ମଞ୍ଚାସୀନ ଥିଲେ। କାର୍ଯ୍ୟକ୍ରମଟିକୁ ଶ୍ରୀଯୁକ୍ତ ଉମେଶ ଚନ୍ଦ୍ର ମାଝୀ ସୁଚାରୁ ଭାବେ ପରିଚାଳନା କରିଥିଲେ।
ପ୍ରତିଯୋଗିତାରେ କୈଟପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଥମ ସ୍ଥାନ, ଛୋଟ ଦର୍ଲିପଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଦ୍ୱିତୀୟ ସ୍ଥାନ ଏବଂ ସରଧାପୁର ପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୃତୀୟ ସ୍ଥାନ ଅଧିକାର କରିଥିଲେ। କ୍ଲଷ୍ଟରର ସମସ୍ତ ବିଦ୍ୟାଳୟର ଶିକ୍ଷକ-ଶିକ୍ଷୟିତ୍ରୀମାନେ ଅଂଶଗ୍ରହଣ କରି ବିଭିନ୍ନ ନବୀନ ଓ ଆକର୍ଷଣୀୟ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତ କରି ପ୍ରଦର୍ଶନ କରିଥିଲେ।
ମେଳାରେ ପ୍ରଦର୍ଶିତ ଶିକ୍ଷଣ ସାମଗ୍ରୀମାନେ ଛାତ୍ରଛାତ୍ରୀଙ୍କ ପାଠାଦ୍ୟୟନକୁ ସରଳ, ରୁଚିକର ଓ ବୁଝିବା ସହଜ କରିବାରେ ନିଶ୍ଚୟ ସହାୟକ ହେବ ବୋଲି ଅତିଥିମାନେ ଆଶା ବ୍ୟକ୍ତ କରିଥିଲେ। ଅଂଶଗ୍ରହଣକାରୀ ସମସ୍ତଙ୍କୁ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା।
ଶେଷରେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଶ୍ରୀ କ୍ଷିତିପତି ନାଗ ଧନ୍ୟବାଦ ଜ୍ଞାପନ କରି କାର୍ଯ୍ୟକ୍ରମର ସମାପନ ଘୋଷଣା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   21-Aug-2026
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026

You Might Also Like