-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||     

HOME   ଜିଲ୍ଲା

ହିଞ୍ଜିଳିକାଟୁ ନିର୍ବାଚନ ମଣ୍ଡଳୀ ଗସ୍ତରେ ମୁଖ୍ୟମନ୍ତ୍ରୀଙ୍କ ଓଏସ୍‌ଡି: ବିଭିନ୍ନ କାର୍ଯ୍ୟର କଲେ ସମୀକ୍ଷା

04-Feb-2021



ଭୁବନେଶ୍ବର(ସୁବାଶିଷ ନାଏକ)ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଓଏସ୍‌ଡି ପ୍ରଦୀପ୍ତ କୁମାର ମହାପାତ୍ର ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀ ଗ୍ରସ୍ତ କରି ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ପ୍ରଥମେ ହିଞ୍ଜିଳିକାଟୁ ବୃନ୍ଦାବନ ବିଦ୍ୟାପୀଠରେ ପହଞ୍ଚି ଡିଜିଟାଲ କ୍ଲାସ ରୁମ୍ ବୁଲି ଦେଖିଥିଲେ। ଏହା ପରେ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରି ଭଲ ନାଗରିକ ହେବା ପାଇଁ ପରାମର୍ଶ ଦେବା ସହ ଜୀବନର ଲକ୍ଷ୍ୟ ସଂପର୍କରେ ପଚାରିଥିଲେ।ଏହା ପରେ ବ୍ଲକ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ପଞ୍ଚାୟତ ସ୍ତରୀୟ ପ୍ରତିନିଧିମାନଙ୍କ ସହ ଆଲୋଚନା କରିଥିଲେ । ଏହା ପରେ ଶେରଗଡ ବ୍ଲକରେ ଅନୁଷ୍ଠିତ ପଞ୍ଚାୟତ ସ୍ତରୀୟ ପ୍ରତିନିଧି ଓ ବିଭିନ୍ନ ବିଭାଗର ଅଧିକାରୀଙ୍କ ସହିତ ଆଲୋଚନା କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ରାଜନୈତିକ ପରାମର୍ଶଦାତା ଗୋପବନ୍ଧୁ ଦାସଙ୍କ ସମେତ ଉଚ୍ଚପଦସ୍ଥ ଅଧିକାରୀମାନେ ଉପସ୍ଥିତ ଥିଲେ। ଗଞ୍ଜାମ ଜିଲ୍ଲାପାଳ ଏହି ବିଦ୍ୟାଳୟକୁ ବହୁ ଥର ଆସିଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଭିନିଲ୍ କ୍ରୀଷ୍ଣା ଗତ ସପ୍ତାହରେ ଆସିଥିଲେ।  ଆଜି ଓଏସ୍‌ଡି  ପହଞ୍ଚିବା ପରେ ଛାତ୍ରଛାତ୍ର ବହୁତ ଖୁସି ଥିବା କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026

You Might Also Like