-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||     

HOME   ଜିଲ୍ଲା

*ଇଙ୍କଫେଷ୍ଟର ବୌଦ୍ଧିକ ମଞ୍ଚରେ ଷଷ୍ଠ ସନ୍ଧ୍ୟାର କଥାଚକ୍ର* *ସୁବର୍ଣ୍ଣପୁର ରାଜ ଦରବାରର ସାରସ୍ୱତ ସୃଜନ,ମୁଦ୍ରଣ ଓ ମୂଲ୍ୟବୋଧ

20-Feb-2026



 

ସୁବର୍ଣ୍ଣପୁର( ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର ରାଜଦରବାର ସୃଜନ,ମୁଦ୍ରଣ ଓ ମୂଲ୍ୟବୋଧ” ବିଷୟରେ ଇଙ୍କଫେଷ୍ଟର ଷଷ୍ଠ ସନ୍ଧ୍ୟାରେ ଏକ ଆଲୋଚନାଚକ୍ର ବୌଦ୍ଧିକ ମଞ୍ଚରେ ଅନୁଷ୍ଠିତ ହୋଇଯାଇଛି । ଏହି କଥାଚକ୍ରରେ ଶିକ୍ଷାବିଦ୍ ଡ଼ଃ କେଦାରନାଥ ମିଶ୍ର ଏବଂ ଗବେଷକ ସୁଦାମ ନାଏକ ଅତିଥି ଆଲୋଚକ ଭାବେ ଯୋଗଦେଇ ବିଷୟର ବିଭିନ୍ନ ପାର୍ଶ୍ୱ ଉପରେ ମନନଶୀଳ ଆଲୋଚନା କରିଥିଲେ। ସୁବର୍ଣ୍ଣପୁର ରାଜଦରବାରର ସୃଜନ ପରମ୍ପରା ଓ ପାଣ୍ଡୁଲିପି ପ୍ରକାଶନ ଧାରା ଉପରେ ଆଲୋକପାତ କରି ରାଜଦରବାର କେବଳ ଶାସନ କେନ୍ଦ୍ର ନୁହେଁ,ଏହା ସାହିତ୍ୟ, ସଂସ୍କୃତି ଓ କଳାର ଏକ ପ୍ରମୁଖ ପୋଷକକେନ୍ଦ୍ର ଭାବେ କାର୍ଯ୍ୟ କରୁଥିଲେ ବୋଲି ମତ ରଖିଥିଲେ । 
ଡ଼ଃ କେଦାରନାଥ ମିଶ୍ର ତାଙ୍କ ବକ୍ତବ୍ୟରେ କହିଥିଲେ ଯେ, ସୁବର୍ଣ୍ଣପୁର ରାଜଦରବାରର ସୃଜନଶୀଳ ପରିବେଶ ଅନେକ କବି,ପଣ୍ଡିତ ଓ କଳାକାରଙ୍କୁ ପ୍ରେରଣା ଦେଇଥିଲା । କବି ଗଙ୍ଗାଧର ମିଶ୍ରଙ୍କ କୋଶଳାନନ୍ଦ ଓ ବିନୋଦଚନ୍ଦ୍ର ମଜୁମଦାରଙ୍କ ଓଡିଶା ଇନ ଦ ମେକିଂ ବହିର ନିର୍ଯ୍ୟାସ ଉପରେ ଆଲୋକପାତ କରିଥିଲେ । ମୁଦ୍ରଣ ପ୍ରକ୍ରିୟା ଓ ପାଣ୍ଡୁଲିପି ସଂରକ୍ଷଣ ମାଧ୍ୟମରେ ସାହିତ୍ୟ ସଂପଦକୁ ସୁରକ୍ଷିତ ରଖାଯାଇଥିବା ବିଷୟରେ ସେ ବିସ୍ତୃତ ଆଲୋଚନା କରିଥିଲେ। ଏହାଦ୍ୱାରା ତତ୍କାଳୀନ ସୁବର୍ଣ୍ଣପୁର ଗଡ଼ଜାତ ଅଞ୍ଚଳର ସାମାଜିକ ଓ ନୈତିକ ମୂଲ୍ୟବୋଧକୁ ମଜବୁତ କରିଥିବା ସେ ଉଲ୍ଲେଖ କରିଥିଲେ।
ଗବେଷକ ସୁଦାମ ନାଏକ କହିଥିଲେ ଯେ,ରାଜନ୍ୟ ବର୍ଗଙ୍କ ଦ୍ଵାରା ସାହିତ୍ୟି,ଧାର୍ମିକ ଓ ସାଂସ୍କୃତିକ କାର୍ଯ୍ୟକଳାପ ସବୁକୁ ଆର୍ଥିକ ସହାୟତା ଦିଆଯାଉଥିବାବେଳେ ସେ ସମୟରେ ଅନେକ ପୁସ୍ତକ ପ୍ରକାଶନ କରାଯାଇ ଓଡ଼ିଆ ସାରସ୍ୱତ ସାହିତ୍ୟକୁ ସମୃଦ୍ଧ କରିଛି । ଅନେକ କାଳଜୟୀ ପୁସ୍ତକ ପ୍ରକାଶନ ସହ ଲେଖକ ଓ କବିଙ୍କୁ ପ୍ରୋତ୍ସାହନ ଦେବାରେ ରାଜା ବୀରମିତ୍ରଦୟୋ ସିଂହଦେଓ ଙ୍କ ଅବଦାନ ଅତୁଳନୀୟ ଥିଲା । ଏପରିକି ସେ ଆର୍ଥିକ ଅନୁଦାନ ଦେଇ କୋଲକାତା ବିଶ୍ୱ ବିଦ୍ୟାଳୟରେ ଓଡ଼ିଆ ଚେୟାର ଓ ରେଭେନ୍ସା ମହାବିଦ୍ୟାଳୟରେ ରାଜମାତା ପାର୍ବତୀ ଦେବୀଙ୍କ ନାମରେ ଇଂରାଜୀ ଚେୟାର ପ୍ରତିଷ୍ଠା କରିଥିଲେ । ଆଜିର କଥାଚକ୍ରରେ ଡ଼ଃ ସୌରଭ ରଞ୍ଜନ ଖମାରୀ ସଭାପତିତ୍ୱ କରିଥିବାବେଳେ ଇଙ୍କଫେଷ୍ଟ କଥାଚକ୍ରର ସଂଯୋଜକ ବେଣୁଧର ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ । ଆଜିର ଏହି ବୌଦ୍ଧିକ କଥାଚକ୍ରକୁ ସୁବର୍ଣ୍ଣପୁରର ଆର୍ଟ କ୍ରିଏସନ ପ୍ରଯୋଜନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   20-Aug-2026

You Might Also Like