-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||     

HOME   ଜିଲ୍ଲା

କୃଷକ ଉପଦକ କମ୍ପାନୀଙ୍କ ବ୍ୟବସାୟ ବୃଦ୍ଧି ପାଇଁ ନାବାର୍ଡ ସହାୟତାରେ ପିକ୍ ଅପ୍ ଭେନ୍ ପ୍ରଦାନ

20-Feb-2026



ବଲାଙ୍ଗୀର(ଦେବାଶିଷ ବହିଦାର): ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ବଞ୍ଚାରେନ କୃଷକ ଉତ୍ପାଦକ କମ୍ପାନୀ,ରେଙ୍ଗାଲି, ଆଗଲପୁର ଓ ପାଟଣେଶ୍ୱରୀ କୃଷକ ଉତ୍ପାଦକ କମ୍ପାନୀ, ଦମକିପାଲି, ପାଟଣାଗଡ ନାବାର୍ଡ ସହାୟତାରେ ବ୍ୟବସାୟ ବୃଦ୍ଧି କରିବା ପାଇଁ ଆବଶ୍ୟକ ପରିବହନ କରିବା ପାଇଁ  ଚାରିଚକିଆ ଯାନ ଏହି କମ୍ପାନୀ ମାନଙ୍କୁ ପ୍ରଦାନ କରିଥିଲେ।ନାବାର୍ଡ ସହାୟତାରେ ବଲାଙ୍ଗିର ଜିଲ୍ଲାରେ କାମ କରୁଥିବା ଅଗ୍ରଣୀ ସ୍ବେଚ୍ଛାସେବୀ ସଂଗଠନ ଦେବଦତ୍ତ କ୍ଳବ ମାଧ୍ୟମରେ ଏହି ଅଞ୍ଚଳରେ ଚାଷୀ ମାନଙ୍କୁନେଇ ୨୦୧୯ରେ ଆରମ୍ଭ କରାଯାଇ ଥିଲା। ବର୍ତ୍ତମାନ ଉଭୟ କମ୍ପାନୀରେ ୧୦୦୦ରୁ ଉର୍ଦ୍ଧ  ଅଂଶୀଦାର ଅଛନ୍ତି। ଏମାନେ ବିଭିନ୍ନ ପ୍ରକାର ପନିପରିବା, ଡାଳିଯାତୀୟ, ଚାଷ କରି କମ୍ପାନୀ ମାଧ୍ୟମରେ କିଣାବିକା କରୁଛନ୍ତି। ଏହି ଅବସରରେ ବଲାଙ୍ଗୀର ଠାରେ  ବିନୋଦ କୁମାର ଆର୍ୟ ମୁଖ୍ୟ ମହା ପ୍ରବନ୍ଧକ ନାବାଡ୍ ଓଡିଶା ମୁଖ୍ୟ ଅତିଥି, ସମ୍ମାନିତ ଅତିଥିଭାବେ ସମିର ସାମନ୍ତରା ଓ

ଆୟୁସ ସିଓପୁରୀ  ଜିଏମ ନାବାଡ୍ ଭୁବନେଶ୍ବର ,କମଲାକାନ୍ତ ପଟ୍ଟନାୟକ ଡିଜିଏମ୍ ଭୁବନେଶ୍ବର, ଡ.ବିବେକ କୁମାର ନାୟକ ଡିଡିଏମ ନାବାଡ୍ ବଲାଙ୍ଗୀର, ଦେବଦତ୍ତ କ୍ଳବ ର ସଂପାଦକ କାହ୍ନୁ ଚରଣ ମାଝୀ,  ବନଚାରେନ ଏଫ୍ ପି ଓ ର ଏମଡି ବିବେକାନନ୍ଦ ପଧାନ, ବିଓଡି କରମ ସାହୁ, ସିଇଓ ରିଙ୍କୁ ସାହୁ,  ପାଟଣେଶ୍ୱରୀ ଏଫ୍ ପି ଓ ର ଏମଡି ନୀଳମଣି ନାୟକ, ବିଓଡି ନିତ୍ୟାନନ୍ଦ ସାହୁ  ଓ ଅନ୍ୟାନ୍ୟ ଚାଷୀଙ୍କ ଉପସ୍ଥିତରେ ଉଭୟ ଏଫ୍ ପି ଓ ର ବ୍ୟବସାୟ ଵୃଦ୍ଧି ପାଇଁ ଦୁଇ ଗୋଟି ବଲୋରୋ ପିକଅପ ଭେନ ପ୍ରଦାନ କରିଛନ୍ତି  ଓ ଏହି କାର୍ଯ୍ୟକ୍ରମକୁ ଆଗକୁ ନେବା ପାଈ ଶୁଭାରମ୍ଭ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   20-Aug-2026

You Might Also Like