-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||     

HOME   ଜିଲ୍ଲା

ରାଣୀପୁର ଝରିଆଲ ମହାଶିବରାତ୍ରି ମେଳା ଓ ୬୪ ଯୋଗିନୀ ମହୋତ୍ସବ ଉଦଯାପିତ

21-Feb-2026



ଯୋଗିନୀ ପୀଠରେ କଳାକାର ମାନଙ୍କ ମହାକୁମ୍ଭ

ସିନ୍ଧେକେଲା(ଆନୀଲ କୁମାର ତ୍ରିପାଠୀ):  ଐତିହ୍ୟ ସମ୍ପନ୍ନ ରାଣୀପୁର ଝରିଆଲ ସୋମେଶ୍ୱର ମହାଦେବଙ୍କ ପୀଠ ରେ ୭ ଦିନ ଧରି ଚାଳିଥିବା ଶିବରାତ୍ରି ମେଳା ମନ୍ଦିର ଟ୍ରଷ୍ଟ କମିଟିର ଆବାହକ ଅନିଲ କୁମାର ତ୍ରିପାଠୀ ଙ୍କ ସଂଯୋଜନା ଏବଂ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କ ଅଧ୍ୟକ୍ଷତାରେ ମହାସମାରୋହରେ ପାଳିତ ହୋଇଯାଇଛି। ପୀଠରେ ଭକ୍ତ, ଶ୍ରଦ୍ଧାଳୁ ଓ ମାନସିକଧାରୀଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇ ଥିଲା। ବାବା ସୋମେଶ୍ୱର ମହାଦେବ ମନ୍ଦିର ପୂଜକ ଜଗମୋହନ ତ୍ରିପାଠୀ ପୂଜା କାର୍ଯ୍ୟ ସମ୍ପାଦନ କରିଥିବା ବେଳେ ତାଙ୍କୁ ୭ ଜଣ ବ୍ରାହ୍ମଣ ସହଯୋଗ କରିଥିଲେ। କର୍ତ୍ତା ଭାବେ ମୁକେଶ ଭୋଇ ଓ ତାଙ୍କ ଧର୍ମ ପତ୍ନୀ କାର୍ଯ୍ୟ ତୁଲାଇଥିଲେ।  
ଟ୍ରଷ୍ଟ କମିଟିର ସଭାପତି ମାଣିକ ଚନ୍ଦ ଜୈନ,ସମ୍ପାଦକ କ୍ଷୀରସିନ୍ଧୁ ଭୋଇ, କୋଷାଧ୍ୟକ୍ଷ ପର୍ମାନନ୍ଦ ଭୋଇ, ଇନ୍ଦ୍ରମଣି ଭୋଇ, ଗୋପୀନାଥ ସାହୁ,ଜ୍ୟୋତି ସାହୁ, ପ୍ରହଲ୍ଲାଦ ସାହୁ, ଲଲିତ ସାହୁ, ଗଣେଶ ସାହୁ, ନବକିଶୋର ଭରାସଗ୍ରିଆ, ନନ୍ଦ ମେହେର, ଗୌରାଙ୍ଗ ମହାନନ୍ଦ, ହିମାଳୟ ପୁଟେଲ ଙ୍କ ସହ ସମସ୍ତ ସଦସ୍ୟ ସହଯୋଗ କରିଥିଲେ।
ସେହିପରି ଭାବେ ପ୍ରହରୀ ମଣ୍ଡପରେ ଚାଳିଥିବା ନାମ ଯଜ୍ଞ ରେ ପୂଜକ ଭାବେ ପୀତାମ୍ବର ପଣ୍ଡା , ଜପକ ସନତ କୁମାର ପଣ୍ଡା ଓ କର୍ତ୍ତା ଭାବେ ବିପ୍ର ଜାନୀ ସପତ୍ନିକ ପୂଜା କାର୍ଯ୍ୟ ସମ୍ପାଦନ କରିଥିଲେ। ଗଣେଶ ସାହୁ ସହଯୋଗ କରିଥିଲେ।ପୀଠ କୁ ପ୍ରତିଦିନ ଆସୁଥିବା ଅସଂଖ୍ୟ ଜନସାଧାରଣଙ୍କୁ ନଜରରେ ରଖି ପାଞ୍ଚ ଦିନ ବ୍ୟାପୀ ଚାଲିଥିବା ୬୪ ଯୋଗିନୀ ମହୋତ୍ସବ ମୁକ୍ତାକାଶ ରଙ୍ଗମଞ୍ଚରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ କରା ଯାଇଥିଲା । ଉଦଯାପନୀ ଉତ୍ସବ ରେ ମୁଖ୍ୟ ଅତିଥି ଭାବେ ଟିଟିଲାଗଡ଼ ଉପଜିଲ୍ଲାପାଳ ପଦ୍ମନାଭ ସାମନ୍ତରାୟ ସମ୍ମାନୀତ ଅତିଥି ଭାବେ ବିଜେପି ନେତା ନରସିଂହ ସିଂ, ସିନ୍ଧେକେଲା ବଣିକ ସଂଘ ସଭାପତି ସୁବାସ ଜୈନ, କୋଷାଧ୍ୟକ୍ଷ କିରୋଡି ଜୈନ, ଝରିଆଲ ହାଇସ୍କୁଲ ର ପ୍ରଧାନ ଶିକ୍ଷକ କିଶୋର ସାହୁ, ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପର ସଭାପତି ମଞ୍ଜେସ

ମେହେର ପ୍ରମୁଖ ମଞ୍ଚାସୀନ ହୋଇଥିଲେ। 
ମୁକ୍ତାକାଶ ରଙ୍ଗମଞ୍ଚ ର ଶେଷ ରଜନୀରେ ରାଉରକେଲାରୁ ଆସିଥିବା ବର୍ଷାପଣ୍ଡା ଓ ସାଥିମାନଙ୍କ ଓଡ଼ିଶୀ ନୃତ୍ୟ ମଲ୍ହାର , ବୌଦ୍ଧ ରୁ ଆସିଥିବା ଖଟଖଟିଆ ସମ୍ବଲପୁରୀ ନୃତ୍ୟ ଏବଂ ନେସନାଲ ଏକାଡେମୀ ପୁରସ୍କାର ପ୍ରାପ୍ତ କଳାକାର ସୁଦର୍ଶନ ଦୀପ ପ୍ରମୁଖ ଙ୍କ ନୃତ୍ୟ ଗୀତ ବିଳମ୍ବିତ ରାତି ପର୍ଯ୍ୟନ୍ତ ଦର୍ଶକଙ୍କୁ ବିମୋହିତ କରିଥିଲା। କଳାକାର ମାନଙ୍କୁ ମାନପତ୍ର ସହ ସମ୍ବର୍ଦ୍ଧିତ କରାଯାଇଥିଲା । ଶେଷରେ ମହାଶିବରାତ୍ରି ମେଳା କମିଟିର ସଦସ୍ୟ ଲଲିତ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   20-Aug-2026
  ଜିଲ୍ଲା  
ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   20-Aug-2026

You Might Also Like