-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||     

HOME   ରାଜ୍ୟ

ଏମଭି-୭୯ ପିଏଚସିରେ ନୂତନ ୧୦୮ ଆମ୍ବୁଲାନ୍ସ ସେବା ଶୁଭାରମ୍ଭ

21-Feb-2026



କାଲିମେଳା(ସନ୍ତୋଷ କୁମାର ପଣ୍ଡା): ମାଲକାନଗିରି ଜିଲ୍ଲାର ଏମଭି-୭୯ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର (ପିଏଚସି)ରେ ଆଜି ଅତ୍ୟାଧୁନିକ ସୁବିଧାସମ୍ପନ୍ନ ନୂତନ ୧୦୮ ଆମ୍ବୁଲାନ୍ସ ସେବାର ଶୁଭାରମ୍ଭ ହୋଇଛି। ଏହି ନୂତନ ଆମ୍ବୁଲାନ୍ସ ପହଞ୍ଚିବା ସହିତ ଦୂରଗାମୀ ଅଞ୍ଚଳର ଆପତ୍କାଳୀନ ସ୍ୱାସ୍ଥ୍ୟସେବାରେ ନୂଆ ଗତି ଆସିବ ବୋଲି ଆଶା କରାଯାଉଛି।ପୂର୍ବରୁ ଏହି କେନ୍ଦ୍ରରେ ଚାଲୁଥିବା ଆମ୍ବୁଲାନ୍ସଟି ଦୀର୍ଘଦିନ ଧରି ପୁରୁଣା ଓ ବିକଳ ଅବସ୍ଥାରେ ଥିବାରୁ ଆପତ୍କାଳୀନ ରୋଗୀଙ୍କୁ ସମୟମତେ ହସ୍ପିଟାଲରେ ପହଞ୍ଚାଇବାରେ ବାଧା ସୃଷ୍ଟି ହେଉଥିଲା। କେତେବେଳେ ଯାନଟିକୁ ଠେଲି ଚାଲୁ କରିବାକୁ ପଡୁଥିବା ଘଟଣା ମଧ୍ୟ ଦେଖାଯାଇଥିଲା। ଏବେ ନୂତନ ଆମ୍ବୁଲାନ୍ସର ଆଗମନ ସହିତ ଅଞ୍ଚଳବାସୀଙ୍କ ମଧ୍ୟରେ ଆନନ୍ଦର ଲହରୀ ଖେଳିଯାଇଛି। ପୂଜାର୍ଚ୍ଚନା ପରେ ଏହାକୁ ରୋଗୀ ସେବା ଉଦ୍ଦେଶ୍ୟରେ ଲୋକାର୍ପିତ କରାଯାଇଛି।ଏହି ନୂତନ ୧୦୮ ଆମ୍ବୁଲାନ୍ସରେ ଇମରଜେନ୍ସି ମେଡିକାଲ ଟେକ୍ନିସିଆନ (ଇଏମଟି) ଭାବେ ଇନ୍ଦ୍ରଜିତ ସରକାର ଓ ଅମରେଶ ମଣ୍ଡଳ, ପାଇଲଟ୍ ଭାବେ କାନାଇ ବାଙ୍ଗାଲ ଓ ରାହୁଲ ବଚାଦ, ଏବଂ ହେଲ୍ପର ଭାବେ ଅଶ୍ୱିନୀ ବାଙ୍ଗାଲ ଓ ତୁସାର ସରଦାର କାର୍ଯ୍ୟରତ ରହିବେ। ସମସ୍ତେ ଦୀର୍ଘବର୍ଷର ଅଭିଜ୍ଞତା ସହିତ ଆମ୍ବୁଲାନ୍ସ ସେବାରେ ଜଡିତ ରହିଛନ୍ତି ଏବଂ ଅଞ୍ଚଳରେ ନିରନ୍ତର ଆପତ୍କାଳୀନ ସେବା ପ୍ରଦାନ କରିବାରେ ପ୍ରତିବଦ୍ଧ।ଏମଭି-୭୯ ପିଏଚସିର ଚିକିତ୍ସକ ଡାକ୍ତର ପ୍ରସନଜିତ ରାୟ କହିଛନ୍ତି, "ନୂତନ ଆମ୍ବୁଲାନ୍ସର ଯୋଗଦାନ ସହିତ ଆପତ୍କାଳୀନ ସ୍ୱାସ୍ଥ୍ୟସେବା ଅଧିକ ଦୃଢ ଓ କାର୍ଯ୍ୟକ୍ଷମ ହେବ। ଦୂରଦୂରାନ୍ତ ଅଞ୍ଚଳର ରୋଗୀଙ୍କୁ ସମୟମତେ ହସ୍ପିଟାଲରେ ପହଞ୍ଚାଇବାରେ ଏହା ଏକ ବରଦାନ ସାବ୍ୟସ୍ତ ହେବ।" ଏହି ନୂତନ ସେବାର ଆରମ୍ଭ ସହିତ ଏମଭି-୭୯ ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳର ସ୍ୱାସ୍ଥ୍ୟ ବ୍ୟବସ୍ଥାରେ ନୂଆ ଉନ୍ନତିର ଆଶା ଜାଗ୍ରତ ହୋଇଛି। ଏହା ସରକାରୀ ସ୍ୱାସ୍ଥ୍ୟ ଯୋଜନାର ଏକ ଉଦାହରଣ ଭାବେ ପରିଗଣିତ ହେବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   20-Aug-2026
  ଜିଲ୍ଲା  
ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   20-Aug-2026

You Might Also Like