-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||     

HOME   ଜିଲ୍ଲା

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର 

21-Feb-2026



ନାକଟିଦେଉଳ(କନ୍ଦର୍ପ ବେହେରା) ଓଡିଶା ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗର ନିର୍ଦ୍ଦେଶ କ୍ରମେ ନାକଟିଦେଉଳ ସ୍ନାତକ କଲେଜ ଠାରେ ଛାତ୍ରୀ ମାନଙ୍କ ନିମନ୍ତେ ଆତ୍ମ ସୁରକ୍ଷା ତାଲିମ ଶିବିର ଉଦଘାଟିତ ହୋଇଛି । ଅନୁଷ୍ଠାନର ଅଧ୍ୟକ୍ଷ ସୁଧୀର କୁମାର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦଘାଟନୀ ସଭାରେ ମୁଖ୍ୟ ଅତିଥି ଭାବେ ପୁର୍ବତନ ବୀର ଯବାନ ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ଗୋବର୍ଦ୍ଧନ ସାହୁ ଆତ୍ମସୁରକ୍ଷା ତାଲିମର ଆବଶ୍ୟକତା ସମ୍ପର୍କରେ ଆଲୋକପାତ କରିବା ସହିତ ନିଜ ଅନୁଭୁତି ଓ ଅଭିଜ୍ଞତା ବର୍ଣ୍ଣନା କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଏନ୍‌ଏସ୍ଏସ୍ ପ୍ରୋଗ୍ରାମ ଅଫିସର ଭଜ ମୋହନ ପ୍ରଧାନ, ଅଧ୍ୟାପିକା ଗିରିଶ ବାଳା ନାୟକ, ପ୍ରଶିକ୍ଷିକା ଭାବରେ ଯୋଗ ଦେଇଥିବା ତେଜସ୍ମିତା ସାହୁ ଓ ସୁଦାମ ଚରଣ ସାହୁ ଛାତ୍ରୀ ମାନଙ୍କର ସୁରକ୍ଷା ସମସ୍ୟା ବିଷୟରେ ଆଲୋଚନା କରିଥିଲେ । ଏସ୍ ଡି ଟି ପି ଦାୟୀତ୍ୱ ରେ ଥିବା ଅଧ୍ୟାପିକା ଡ଼ଃ ପୁଷ୍ପାଞ୍ଜଳି ରବନା ଙ୍କ ପରିଚାଳନା ରେ ଆରମ୍ଭ ହୋଇଥିବା ଏହି ଶିବିର ରେ ୯୯ ଜଣ ଛାତ୍ରୀ ଭାଗ ନେଇଛନ୍ତି | ଏହା ୭ ଦିନ ଧରି ଚାଲିବ l


News Comment




Photo in News

Advertisment
Lastest News
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   20-Aug-2026
  ଜିଲ୍ଲା  
ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   20-Aug-2026
  ରାଜ୍ୟ  
ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ   20-Aug-2026

You Might Also Like