-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||     

HOME   ଜିଲ୍ଲା

ଇଙ୍କଫେଷ୍ଟର ବୌଦ୍ଧିକ ମଞ୍ଚର ସପ୍ତମ ସନ୍ଧ୍ୟା *ମହାନଦୀ ଜଳ ପ୍ରଦୂଷଣ ଓ ଆମ ଜୀବନ ଜୀବିକା ଉପରେ କଥାଚକ୍ର*

21-Feb-2026



ସୁବର୍ଣ୍ଣପୁର  (ମନୋରଞ୍ଜନ ତ୍ରିପାଠୀ )
 ଇଙ୍କଫେଷ୍ଟର ବୌଦ୍ଧିକ ମଞ୍ଚରେ “ମହାନଦୀ ଜଳ ପ୍ରଦୂଷଣ ଓ ଆମ ଜୀବନ ଜୀବିକା” ଶୀର୍ଷକରେ ଏକ ଗୁରୁତ୍ୱପୂର୍ଣ୍ଣ କଥାଚକ୍ର ଅନୁଷ୍ଠିତ ହୋଇଯାଇଛି। ଏହି ସମ୍ବେଦନଶୀଳ ପ୍ରସଙ୍ଗରେ ଆୟୋଜିତ କଥାଚକ୍ରରେ ଓଡ଼ିଶାର ଜୀବନରେଖା ମହାନଦୀର ବର୍ତ୍ତମାନ ସ୍ଥିତି,ଜଳ ପ୍ରଦୂଷଣର ମୂଳ କାରଣ ଓ ସମାଧାନର ପଥ ଉପରେ ବିଶଦ ଆଲୋଚନା ହୋଇଥିଲା। କଥାଚକ୍ରରେ ଜଳ ସୁରକ୍ଷାକର୍ମୀ ରଞ୍ଜନ ପଣ୍ଡା ଓ ସାମାଜିକ କର୍ମୀ ଘାସିରାମ ପଣ୍ଡା ଅତିଥି ଆଲୋଚକ ଭାବେ ଯୋଗଦେଇଥିଲେ । ମହାନଦୀରେ ଦିନକୁ ଦିନ ବୃଦ୍ଧି ପାଉଥିବା ଶିଳ୍ପ ମଳ,ସହରର ନିଷ୍କାଷିତ ଅପମିଶ୍ରିତ ପାଣି ଓ ପ୍ଲାଷ୍ଟିକ ଅବଶିଷ୍ଟ ଯୋଗୁଁ ସୃଷ୍ଟ ହେଉଥିବା ପରିବେଶୀୟ ସଙ୍କଟ ବିଷୟରେ ଉଭୟ ଆଲୋଚକ ଉଦବେଗ ପ୍ରକାଶ କରିଥିଲେ। ରଞ୍ଜନ ପଣ୍ଡା କହିଥିଲେ ଯେ,ମହାନଦୀ କେବଳ ଏକ ନଦୀ ନୁହେଁ,ଏହା ଓଡ଼ିଶାର କୃଷି,ପାନୀୟ ଜଳ ଓ ଜୀବନ ଜୀବିକାର ପ୍ରମୁଖ ଆଧାର। ଯଦି ଏହାର ପ୍ରଦୂଷଣକୁ ନିୟନ୍ତ୍ରଣ କରାଯିବନି,ତେବେ ଆଗାମୀ ଦିନରେ ଜଳ ସଂକଟ ଗଭୀର ଆକାର ନେବ ଏବଂ ଜନଜୀବନକୁ ଅନେକ ମାତ୍ରାରେ ପ୍ରଭାବିତ କରିବ । ସେ ଶିଳ୍ପ ଅଞ୍ଚଳରେ କଡା ନିୟମ ପ୍ରୟୋଗ,ନିଷ୍କାଷିତ ଜଳର ସଠିକ ଶୋଧନ ବ୍ୟବସ୍ଥା ଓ ଜନସଚେତନତା ବୃଦ୍ଧି ଉପରେ ଜୋର ଦେଇଥିଲେ। ଘାସିରାମ ପଣ୍ଡା ମତ ପ୍ରକାଶ କରିଥିଲେ ଯେ,ନଦୀକୁ ବଞ୍ଚାଇବା ପାଇଁ ସରକାର,ସମାଜ ଓ ଶିଳ୍ପ ସଂସ୍ଥାମାନଙ୍କର ସମନ୍ୱିତ ପ୍ରୟାସ ଆବଶ୍ୟକ। ଗ୍ରାମସ୍ତରରେ ଜଳ ସୁରକ୍ଷା କମିଟି ଗଠନ,ନଦୀ ପାର୍ଶ୍ୱରେ ବୃକ୍ଷରୋପଣ ଓ ପ୍ଲାଷ୍ଟିକ ବ୍ୟବହାରରେ କଡା ନିୟନ୍ତ୍ରଣ ମାଧ୍ୟମରେ ପ୍ରଦୂଷଣ କମାଇ ହେବ।
ମୂଳତଃ ମହାନଦୀର ପ୍ରାକୃତିକ ସ୍ରୋତର ସବୁଦିନିଆ ପ୍ରବାହକୁ ବଞ୍ଚାଇ ରଖିବା ଏବଂ ସ୍ୱଚ୍ଛତାକୁ ଗୁରୁତ୍ୱ ଦେବାକୁ ଉପଭୋକ୍ତା ମାନଙ୍କୁ ଯତ୍ନଶୀଳ ରହିବାକୁ ହେବ ବୋଲି ସେ ସ୍ପଷ୍ଟ ମତ ରଖିଥିଲେ ।  ଆଲୋଚନାର ଶେଷରେ ଅତିଥିମାନେ ମହାନଦୀକୁ ପ୍ରଦୂଷଣମୁକ୍ତ କରିବା ପାଇଁ ସମସ୍ତଙ୍କୁ ସଚେତନ ହୋଇ ଏକତ୍ରିତ ପଦକ୍ଷେପ ନେବାକୁ ଆହ୍ୱାନ ଦେଇଥିଲେ । ଇଙ୍କଫେଷ୍ଟର ବରିଷ୍ଠ ସଦସ୍ୟ ରାଜୀବ ନାୟକ ଏହି କଥାଚକ୍ରକୁ ସଂଯୋଜନା କରିଥିବାବେଳେ ଇଙ୍କଫେଷ୍ଟର ସଦସ୍ୟ ଅଶ୍ୱିନୀ କୁମାର ଧନ୍ୟବାଦ ଅର୍ପଣ କରିଥିଲେ । ସୁବର୍ଣ୍ଣପୁରର ଏକ ଅଗ୍ରଣୀ ଶିକ୍ଷାନୁଷ୍ଠାନ ମହାନଦୀ ଧାରା ପକ୍ଷରୁ ଆଜିର କଥାଚକ୍ର ପ୍ରାଯୋଜିତ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   20-Aug-2026
  ଜିଲ୍ଲା  
ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   20-Aug-2026
  ରାଜ୍ୟ  
ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ   20-Aug-2026

You Might Also Like