ଡୁଙ୍ଗୁରିପାଲି(ଆରବିନ୍ଦ ମିଶ୍ର): ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହାର  ପ୍ରଧାନ ଶିକ୍ଷକ ଡ.ରବିଚନ୍ଦ୍ର ପଶାୟତଙ୍କ ସଭାପତିତ୍ବରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ ହୋଇଯାଇଛି। ବରିଷ୍ଠ  ଶିକ୍ଷକ ଦୀନବନ୍ଧୁ ପ୍ରଧାନ ସଭାକୁ ସଂଯୋଜନା କରିବା ସହ ଦିବସର ଉଦ୍ଦେଶ୍ୟ ଜ୍ଞାପନ  କରିଥିଲେ। ଏହି ଅବସରରେ ପ୍ରଜାତନ୍ତ୍ର ଖବର କାଗଜର ସମ୍ବାଦଦାତା ରାଜୀବ ଷଡ଼ଙ୍ଗୀ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି "ଭାଷା ହିଁ ଜୀବନର ମୂଳ" ବୋଲି ମତପ୍ରକାଶ କରିଥିଲେ। ପ୍ରଗତିବାଦୀ ଖବରକାଗଜର ପୁଇଁତଳା ପ୍ରତିନିଧି ସାମ୍ବାଦିକ ଆକୁଳ ବେହେରା ମୁଖ୍ୟବକ୍ତା ଭାବରେ ଯୋଗଦାନ କରି ଭାଷା ବିନା ଜାତିର ସମୃଦ୍ଧି ଅସମ୍ଭବ ବୋଲି ମତପ୍ରକାଶ କରିଥିଲେ। ଶିକ୍ଷକ ନନ୍ଦିଘୋଷ ବାରିକ  ଓ ସ୍ନିଗ୍ଧା ପ୍ରଧାନ ମଞ୍ଚାସୀନ ହୋଇ ଛାତ୍ରଛାତ୍ରୀମାନଙ୍କୁ ଉଦବୋଧନ ଦେଇ ଥିଲେ । ଛାତ୍ରୀ ଶ୍ରିମୟୀ ସେଠ୍, ଜାଗୃତି  ଓ ଦିପ୍ତିଶିଖା ବାଗ ସ୍ବାଗତ ସଙ୍ଗୀତ ପରିବେଷଣ କରିଥିଲେ। ଏହି ଅବସର ରେ ଗତବର୍ଷ ବାର୍ଷିକ ପରୀକ୍ଷାରେ ଅଧିକ ନମ୍ବର ରଖି କୃତକାର୍ଯ୍ୟ ହୋଇଥିବା ଛାତ୍ରୀ ଅର୍ଚ୍ଚିତା ପ୍ରଧାନଙ୍କୁ ଅତିଥିମାନେ  ସମ୍ମାନିତ କରିଥିବା ବେଳେ ଛାତ୍ରୀ ଜନନିକା ନାୟକଙ୍କୁ ମାତୃଭାଷା ଓଡ଼ିଆରେ ଅଧିକ ନମ୍ବର ରଖିଥିବା ଯୋଗୁ ପୁରସ୍କୃତ କରିଥିଲେ। "/>

-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||     

HOME   ଜିଲ୍ଲା

ମାୟାବର୍ହା ହାଇସ୍କୁଲରେ ମାତୃଭାଷା ଦିବସ: ମାତୃଭାଷା ସମୃଦ୍ଧି ହେଲେ ସମାଜ ବିକଶିତ ହୋଇଥାଏ

21-Feb-2026



ଡୁଙ୍ଗୁରିପାଲି(ଆରବିନ୍ଦ ମିଶ୍ର): ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହାର  ପ୍ରଧାନ ଶିକ୍ଷକ ଡ.ରବିଚନ୍ଦ୍ର ପଶାୟତଙ୍କ ସଭାପତିତ୍ବରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ ହୋଇଯାଇଛି। ବରିଷ୍ଠ  ଶିକ୍ଷକ ଦୀନବନ୍ଧୁ ପ୍ରଧାନ ସଭାକୁ ସଂଯୋଜନା କରିବା ସହ ଦିବସର ଉଦ୍ଦେଶ୍ୟ ଜ୍ଞାପନ  କରିଥିଲେ। ଏହି ଅବସରରେ ପ୍ରଜାତନ୍ତ୍ର ଖବର କାଗଜର ସମ୍ବାଦଦାତା ରାଜୀବ ଷଡ଼ଙ୍ଗୀ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି "ଭାଷା ହିଁ ଜୀବନର ମୂଳ" ବୋଲି ମତପ୍ରକାଶ କରିଥିଲେ। ପ୍ରଗତିବାଦୀ ଖବରକାଗଜର ପୁଇଁତଳା ପ୍ରତିନିଧି ସାମ୍ବାଦିକ ଆକୁଳ ବେହେରା ମୁଖ୍ୟବକ୍ତା ଭାବରେ ଯୋଗଦାନ କରି ଭାଷା ବିନା ଜାତିର ସମୃଦ୍ଧି ଅସମ୍ଭବ ବୋଲି ମତପ୍ରକାଶ କରିଥିଲେ। ଶିକ୍ଷକ ନନ୍ଦିଘୋଷ ବାରିକ  ଓ ସ୍ନିଗ୍ଧା ପ୍ରଧାନ ମଞ୍ଚାସୀନ ହୋଇ ଛାତ୍ରଛାତ୍ରୀମାନଙ୍କୁ ଉଦବୋଧନ ଦେଇ ଥିଲେ । ଛାତ୍ରୀ ଶ୍ରିମୟୀ ସେଠ୍, ଜାଗୃତି  ଓ ଦିପ୍ତିଶିଖା ବାଗ ସ୍ବାଗତ ସଙ୍ଗୀତ ପରିବେଷଣ କରିଥିଲେ। ଏହି ଅବସର ରେ ଗତବର୍ଷ ବାର୍ଷିକ ପରୀକ୍ଷାରେ ଅଧିକ ନମ୍ବର ରଖି କୃତକାର୍ଯ୍ୟ ହୋଇଥିବା ଛାତ୍ରୀ ଅର୍ଚ୍ଚିତା ପ୍ରଧାନଙ୍କୁ ଅତିଥିମାନେ  ସମ୍ମାନିତ କରିଥିବା ବେଳେ ଛାତ୍ରୀ ଜନନିକା ନାୟକଙ୍କୁ ମାତୃଭାଷା ଓଡ଼ିଆରେ ଅଧିକ ନମ୍ବର ରଖିଥିବା ଯୋଗୁ ପୁରସ୍କୃତ କରିଥିଲେ।

ଶେଷରେ ଶିକ୍ଷକ ଚିନ୍ମୟ କୁମାର ଦାସ ଧନ୍ୟବାଦ୍ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମକୁ ମୀନକେତନ ଦାସ ସୁରଜ୍ ଖମାରୀ,  ସୋଭାଗିନି ସାହୁ,ସୂର୍ଯ୍ୟକନ୍ତୀ କାଣ୍ଡ ପ୍ରଭୁତି  ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   20-Aug-2026
  ଜିଲ୍ଲା  
ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   20-Aug-2026
  ରାଜ୍ୟ  
ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ   20-Aug-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   30-Jul-2026
  ଜିଲ୍ଲା  
ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   20-Aug-2026

You Might Also Like