-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||     

HOME   ଜିଲ୍ଲା

ଡାବୁଗାଁ ଠାରେ ଶତାଧିକ କେନ୍ଦୁପତ୍ର ତୋଳାଳିଙ୍କ ବିକ୍ଷୋଭ

21-Feb-2026



ନବରଙ୍ଗପୁର(ପ୍ରିୟଦର୍ଶିନୀ ପାତ୍ର)
ରାଜ୍ୟ ସରକାରଙ୍କ ଅବହେଳାର ପ୍ରତିବାଦରେ ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘର ଆହ୍ବାନ କ୍ରମେ ୧୭ ଦଫା ଦାବି ନେଇ ଆଜି ଶତାଧିକ କେନ୍ଦୁପତ୍ର ତୋଳାଳି ଡାବୁଗାଁ କେନ୍ଦୁପତ୍ର ରେଞ୍ଜ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ଓ ଧାରଣା ପ୍ରଦର୍ଶନ କରିଛନ୍ତି। ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘର ଡାବୁଗାଁ ବ୍ଲକ ର ସମ୍ପାଦକ  ତଥା ନବରଙ୍ଗପୁର ଡିଭିଜନ ଉପଦେଷ୍ଟା ଲଷ୍ମୀଧର ବିଷୟୀଙ୍କ ନେତୃତ୍ବରେ କେନ୍ଦୁପତ୍ର ତୋଳାଳିମାନେ ଧାରଣା ଦେବା ସହ ଦାବି ପୂରଣ ପାଇଁ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି |କେନ୍ଦୁପତ୍ର କେଜି ପ୍ରତି ଦରବୃଦ୍ଧି, ଋତୁକାଳୀନ କର୍ମଚାରୀମାନଙ୍କର ସର୍ବନିମ୍ନ ମଜୁରି ବୃଦ୍ଧି ଅନୁପାତରେ ୨୦୨୪ ମସିହା ଜୁଲାଇ ୧୮ ତାରିଖରୁ ମାସିକ ମଜୁରି ବୃଦ୍ଧି, ବନ୍ଧେଇ ଶ୍ରମିକମାନଙ୍କ ପାଇଁ ବଣ୍ଡଲ ପ୍ରତି ଦର ବୃଦ୍ଧି, କେନ୍ଦୁପତ୍ର ଫଡ଼ି ଉଚ୍ଛେଦ ରୋକାଯିବା, ପ୍ରସ୍ତାବିତ ଡିଭିଜନରେ ପରୋକ୍ଷ ଘରୋଇକରଣ ବନ୍ଦ କରାଯିବା, କେନ୍ଦୁପତ୍ରରେ ଜିଏସ୍‌ଟି ହ୍ରାସ ପରେ ବିକ୍ରିମୂଲ୍ୟ ବୃଦ୍ଧି ପାଇଁ ସମୀକ୍ଷା କରାଯିବା, ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଗଠିତ କେଏଲ୍‌ଡିବିର ଆବଶ୍ୟକ ସଂଶୋଧନ, ପିସିସିଏଫ୍‌ଙ୍କ ଅଧ୍ୟକ୍ଷତାରେ ଗଠିତ ତୋଳାଳି, ଋତୁକାଳୀନ କର୍ମଚାରୀ ଓ ବନ୍ଧେଇ ଶ୍ରମିକମାନଙ୍କ କଲ୍ୟାଣ ଟ୍ରଷ୍ଟ ବୋର୍ଡର ବୈଠକ ଆହ୍ବାନ କରିବା,
ବୋନସ ପ୍ରଦାନ ଶତକଡ଼ା ହିସାବରେ ଗତବର୍ଷଠାରୁ ଅଧିକ ବୃଦ୍ଧି କରିବା, ମୃତକ ପରିବାରକୁ ମୃତ୍ୟୁକାଳୀନ ସହାୟତା ୨ ଲକ୍ଷରୁ ୪ ଲକ୍ଷକୁ ବୃଦ୍ଧି କରିବା, ଋତୁକାଳୀନ କର୍ମଚାରୀ ରୋଗରେ ପୀଡ଼ିତ ହେଲେ ଛୁଟି ପ୍ରଦାନ କରିବା, ବିଭିନ୍ନ ଡିଭିଜନରେ ଖାଲି ପଡ଼ିଥିବା ଋତୁକାଳୀନ କର୍ମଚାରୀଙ୍କୁ ପ୍ରମୋସନ ଭିତ୍ତିରେ ପୂରଣ କରିବା, ୱାଚରମାନଙ୍କର ଏରିଅର ପ୍ରଦାନ କରିବା, ମୁନ୍‌ସି ଓ ଫଡ଼ି ସାଥୀମାନଙ୍କ ଧାର୍ଯ୍ୟ ସମୟ ଠାରୁ କାର୍ଯ୍ୟକାଳ ହ୍ରାସ ନ କରିବା,

ଓଏଫ୍‌ଡିସିକୁ କେନ୍ଦୁପତ୍ର ସଂସ୍ଥାର କାର୍ଯ୍ୟକାରିତା ପାଇଁ ରିଭଲ୍‌ଲିଂ
ସାମାଜିକ ପାଣ୍ଠି ଯୋଗାଇ ଦେବା, ବଜେଟ୍‌ରେ କେନ୍ଦୁପତ୍ର ସଂସ୍ଥାର କାର୍ଯ୍ୟରତ ଶ୍ରମିକମାନଙ୍କର ନିରାପତ୍ତା ସହାୟତା ପାଇଁ ୨୦୦ କୋଟି ଟଙ୍କାର ବ୍ୟବସ୍ଥା କରାଯିବା ଆଦି ଦାବି ରହିଛି।ଆଜି ଏହି  ଧାରଣା ସମୟରେ ଉପସ୍ଥିତି ଥିଲେ ଡାବୁଗାଁ ରେଞ୍ଜ ଅଧିନ ୪ ଟି ସେକ୍ସନ ର ୬୩ଟ ଜଣ ମୁନସି,୨୦ ଜଣ ଚେକେର, ଏବଂ ୬୩ଜଣ ଚପ୍ରାସି ଉପସ୍ଥିତି ଥିଲେ। 

ବି:ଦ୍ର:-ରାଜ୍ୟ ସରକାରଙ୍କ ଅବହେଳାର ପ୍ରତିବାଦ କଲେ କେନ୍ଦୁପତ୍ର ତୋଳାଳୀ


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   20-Aug-2026
  ଜିଲ୍ଲା  
ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   20-Aug-2026
  ରାଜ୍ୟ  
ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ   20-Aug-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   30-Jul-2026
  ଜିଲ୍ଲା  
ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   20-Aug-2026

You Might Also Like