-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||     

HOME   ଜିଲ୍ଲା

ଅଲ୍ ଇଣ୍ଡିଆ ରାମଧୂନ କପ୍ ଫୁଟବଲ୍*- ଦ୍ବିତୀୟ ସେମି ଫାଇନାଲ ରେ ଭୁବନେଶ୍ଵର ଦଳ ଟ୍ରାଇ ବ୍ରେକର୍ ରେ ୫-୪ ଗୋଲ ବିଜୟୀ ହୋଇ ଫାଇନାଲ କୁ ପ୍ରବେଶ

21-Feb-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ) ସୁବର୍ଣ୍ଣପୁର  ଗାନ୍ଧି ଷ୍ଟାଡିୟମ୍ ଠାରେ ଆୟୋଜିତ ୧୭ ତମ ସର୍ବ ଭାରତୀୟ ରାମଧୂନ୍ କପ୍ ଫୁଟବଲ ଟୁର୍ଣ୍ଣlମେଣ୍ଟ ର ଦ୍ୱିତୀୟ ସେମି ଫାଇନାଲ ମ୍ୟାଚ ରେ ଆଜି  ରାମ୍ ଧୂନ୍ କ୍ଲବ ସୁବର୍ଣ୍ଣପୁର ଓ ଭୁବନେଶ୍ୱର ଜାଗା ୟୁନାଇଟେଡ ଦଳ ମଧ୍ୟରେ ଅନୁଷ୍ଟିତ ହୋଇ ଥିଲା  l ଆଜି ମୁଖ୍ୟ ଅତିଥି ଭାବେ ରାଜ୍ୟ ବୟନିକା ସଭାପତି  ଶ୍ରୀ ପ୍ରକାଶ କୁମାର ମେହେର ସମ୍ମାନିତ ଅତିଥି ଭାବେ ସୋନପୁର ର ପୂର୍ବତନ ବିଧାୟକ ବିନୋଦ ପାତ୍ର, ଯୁବ ସଂଗଠକ ଅରବିନ୍ଦ ବାରିକ, ବିଧାୟକ ପ୍ରାର୍ଥୀ ଜିତେନ୍ଦ୍ର ପଟ୍ଟନାୟକ , ପ୍ରିୟବ୍ରତ ସାହୁ, ଜିଲ୍ଲା କ୍ରୀଡା ଅଧିକାରୀ ଚିତ୍ତ ରଞ୍ଜନ ମିଶ୍ର , ପୋଲିସ କନେଷ୍ଟ ବଲ ଆସୋସିଏସନ୍ ସଭାପତି କୁମୁଦ ରଞ୍ଜନ ମେହେର, ଜିଲ୍ଲା କଂଗ୍ରେସ ସଂପାଦକ ସୁଧିର ପଣ୍ଡା,  ଶିକ୍ଷାବିଦ କ୍ଷୀର ସାଗର ବିଭାର, ବିଜୁ ଜନତା ଦଳ ର ରାଜ୍ୟ ସଂପାଦକ ଅମିୟ ରଞ୍ଜନ ଦାଶ ଯୋଗ ଦେଇ ଉତ୍ସାହିତ ଯୋଗ ଦାନ କରି ଖେଳାଳୀ ଆୟୋଜକ ଦର୍ଶକ ଙ୍କୁ ଉତ୍ସାହିତ କରିଥିଲେ l ରାମ ଧୂନ୍ କ୍ଲବ ଦଳ ର ଫ୍ରାଞ୍ଚାଇଜ୍ ନାଇସେଟ କମ୍ପ୍ୟୁଟର ର ନିର୍ଦେଶକ ରମଣ ପଧାନ, ଭୁବନେଶ୍ୱର ଜଗା ୟୁନାଇଟେଡ ଦଳ ର  ଫ୍ରାଞ୍ଚାଇଜ୍ ପଶ୍ଚିମ ନିଉଜ ଚେନେଲ  ଅଧ୍ୟକ୍ଷ ତଥା ସମଲେଶ୍ଵରୀ ନର୍ସିଂ ହୋମ୍ ର ଏମଡି ସୁଭାଶିଷ ରଥ ସ୍ଵତନ୍ତ୍ର ଅତିଥି ଭାବେ ଯୋଗ ଦେଇ  ଥିଲେ l ଆୟୋଜକ କମିଟି ପକ୍ଷରୁ ସମସ୍ତ ଅତିଥି ଙ୍କୁ ସମ୍ବର୍ଧିତ କରା ଯାଇଥିବା ବେଳେ ଭେଟରାନ୍ ଖେଳାଳି କଲ୍ୟାଣ ପାଢ଼ୀ, ଅଖୁଜ ବକ୍ସି, ଲକ୍ଷ୍ମୀ ବାଗ, ଅରୁଣ ମେହେର , ପ୍ରକାଶ ବେବର୍ତ୍ତା , ଓ ପଦ୍ମନାଭ ଧରୁଆ ଙ୍କୁ ଅତିଥି ମାନଙ୍କ ଦ୍ୱାରା ସମ୍ୱର୍ଦ୍ଧିତ କରାଯାଇଛି l ମ୍ୟାନ ଅଫ ଦି ମ୍ୟାଚ ଭାବେ ବିବେଚିତ ହୋଇଥିବା ଭୁବନେଶ୍ୱର ଦଳ ର ଗୋଲ କିପର୍ ଆଲୋକ କୁମାର୍ ଙ୍କୁ  ଓ ଦର୍ଶକ ଲଟେରୀ ର ପ୍ରଥମ ବିଜେତା  ଲିଲୁ ବଘାର ବାଉଁସୁଣୀ, , ଦ୍ୱିତୀୟ ବିଜେତା ଆଯାନ ମହମ୍ମଦ ସୋନପୁର , ଓ ତୃତୀୟ ବିଜେତା  ଙ୍କୁ  ଅତିଥି ଙ୍କ ଦ୍ଵାରା ପୁରସ୍କୃତ କରା ଯାଇଛି ଜେନିତ କମ୍ୟୁଟର ସୋନପୁର ଆଜିର ମ୍ୟାନ ଅଫ ଦି ମ୍ୟାଚ ର ପ୍ରାୟୋଜକ ଥିଲେ l ଆଜି ରାମ ଧୂନ୍ କ୍ଲବ ଦଳ କୁ ଟ୍ରାଇ ବ୍ରେକର ୫-୪ ଗୋଲ ରେ ହରାଇ  ଭୁବନେଶ୍ୱର ଜଗା ୟୁନାଇଟେଡ଼ ଦଳ  ଫାଇନାଲ କୁ ପ୍ରବେଶ କରିଛି  |

ଆଜିର ଖେଳକୁ ମୁଖ୍ୟ ରେଫରି ଭାବେ ସଞ୍ଜୀବ ସାହୁ,  ସହଯୋଗୀ ରେଫରୀ ଭାବେ ଅଜୟ ପଧାନ, ରୋଷନ ମେହେର, ଓ ଗୌରଜ୍ ପାଣ୍ଡେ ଓ ମ୍ୟାଚ କମିଶନର ଭାବେ ଭୁକୁଲୁ ବକ୍ସି ଖେଳ ପରିଚାଳନା ରେ ସହଯୋଗ  କରିଥିଲେ l  
ଅତିଥି ଓ ଭେଟରାନ କ୍ରୀଡାବିତ୍ ମାନଙ୍କ ସହିତ  ହଜାର ଦର୍ଶକ ଖେଳ କୁ ଉପଭୋଗ କରିଥିବା ବେଳେ  ମନୋରଞ୍ଜନ ତ୍ରିପାଠୀ ଓ ଦିଗାମ୍ବର ଶତପଥି ସଭା ପରିଚାଳନା କରିଥିଲେ  ଓ ପ୍ରଭୁଦାସ କୁମ୍ଭାର ଖେଳ ର ପ୍ରତ୍ୟକ୍ଷ ଧାରା ବିବରଣୀ ପ୍ରଦାନ କରିଥିଲେ l କ୍ରୀଡ଼ା ସଂଘ ସଂପାଦକ ପୀୟୂଷ ପଣ୍ଡା, ରାମଧୁନ କ୍ଳବ୍ ସଦସ୍ୟ ବିକାଶ ପଣ୍ଡା ଙ୍କ ପ୍ରତ୍ୟକ୍ଷ ତତ୍ଵା ବଧାନ ରେ ଅନୁଷ୍ଟିତ ଏହି କାର୍ଯ୍ଯ କ୍ରମ ରେ ଶେଷ ଦେବ ମେହେର, ସନ୍ତୋଷ ପାଢ଼ୀ, ସୁଭାଷ ବିଶ୍ଵାଳ, ବସିର୍ ମହମ୍ମଦ, ଅନିଲ ସାହୁ, ହୃଷୀକେଶ ପଣ୍ଡା, ରାଜ କୁମାର୍ ନାଏକ, ରାଜୀବ ସାହୁ, ବୁବୁନ ନାଏକ,  ଶ୍ରୀତମ୍ ସାହୁ, ବିକାଶ ପାଢ଼ୀ , , ଶ୍ରୀତମ ସରାଫ, ଅମିତ୍ ସାହୁ, ମୁନୁ ମହମ୍ମଦ, ବିଶ୍ୱ, ଚାହଦ, ରିକୁନ ନାଏକ, ସିପୁନ ନାଏକ, ସୁରଜ୍ ସାହୁ, ଚନ୍ଦନ ସାହୁ, ବିଦ୍ୟା ଧର ମିଶ୍ର ,  ସଦା ଶାନ୍ତି ସାହୁ, ଗୁରୁ ଦଳାଇ,  ଚନ୍ଦନ ବେହେରା, ଆୟୁଷ ପଣ୍ଡା, ଅଂଶୁମାନ ପଣ୍ଡା ଙ୍କ ସମେତ ସମସ୍ତ ସଦସ୍ୟ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   20-Aug-2026
  ଜିଲ୍ଲା  
ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   20-Aug-2026
  ରାଜ୍ୟ  
ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ   20-Aug-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   30-Jul-2026
  ଜିଲ୍ଲା  
ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   20-Aug-2026

You Might Also Like