-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||     

HOME   ଜିଲ୍ଲା

*ବେଆଇନ ଭାବେ ନଦୀରୁ ବାଲି ଚୋରା ଚାଲାଣ , ବାଲି ମାଫିଆ ମାଲେମାଲ , ବିଭାଗ ଚୁପ ।*

21-Feb-2026



(ପ୍ରିୟଦର୍ଶିନୀ ପାତ୍ର)
ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡ଼ା ବ୍ଲକ ରେ ଦୁଇଟି ପ୍ରମୁଖ ନଦୀ ରହିଛି । ଗୋଟିଏ ହେଲା ଇଦ୍ରାବତୀ ନଦୀ ଆଉ ଗୋଟିଏ ହେଲା ଭାସ୍କେଲ ନଦୀ । ରାଜ୍ୟ ରାଜସ୍ୱ ବିଭାଗ ପକ୍ଷରୁ ଏହି ଦୁଇଟି ନଦୀର ବାଲି ଉଠାଣ ପାଇଁ ବାଲି ଟେଣ୍ଡେର ଦେଇଛନ୍ତି । ଆଉ କିଛି ଘାଟରେ ଟେଣ୍ଡେର ହୋଇନାହିଁ । ସରକାରଙ୍କ ନିର୍ଦ୍ଧେଶ ରହିଛି କି ବାଲି ଟେଣ୍ଡେର ହୋଇଥିବା ସ୍ଥାନରେ କେବଳ ଶ୍ରମିକ ଲଗାଇ ବାଲି ଉଠାଣ କରାଯିବ ବୋଲି , କିନ୍ତୁ ବାଲି ଟେଣ୍ଡେର ନେଇଥିବା ଲିଜ ଧାରୀ ମାନେ ଶ୍ରମିକ ବଦଳରେ ଜେସିବି ମେସିନ ଦ୍ୱାରା ବାଲି ବିଭିନ୍ନ ଗାଡ଼ିରେ ଲୋଡ଼ କରାଯାଉଛି । ସେହିଭଳି ବାଲି ଟେଣ୍ଡର ହୋଇନଥିବା ଘାଟରୁ ବାଲି ଚୋରାରେ ଚାଲାଣ କରାଯାଉଛି ।ଏଭଳି ଘଟଣା ସନ୍ତୋଷପୁର ଗାଁ ଭାସ୍କେଲ ନଦୀ ଘାଟ ନିକଟରେ ଚୋରା ବାଲି ଚାଲାଣ କରି ମାଲେ ମାଲ ହେଉଛନ୍ତି ସ୍ତାନୀୟ କିଛି ମୁଷ୍ଟିମେୟ ଟ୍ରାକ୍ଟର ଥିବା ଲୋକେ। ଦିନକୁ ସକାଳେ ୬ଟା ରେ ପ୍ରାୟ ୯ଟା ରୁ ଅଧିକ ଟ୍ରାକ୍ଟର ରେ ବାଲି ବୋଝେଇ କରି ବେନିୟମ ରେ ଦିନରେ ବେଫିକର ଭାବେ ବାଲି ସୌରତ ରୁ ଚୋରି କରିବା ସାଧାରଣ ରେ ନଜର କୁଆସିବା ଯୋଗୁଁ ବୁଦ୍ଧିଜୀବୀ ମାନେ ଅଭିଯୋଗ କରିଛନ୍ତି।  ସ୍ଥାନୀୟ ମାଇନିଂ ବିଭାଗ ଓ ରାଜସ୍ୱ ବିଭାଗ ପାଖରେ ଏହି ଖବର ଥିଲେ ମଧ୍ୟ ବାଲି ଚୋରା ଚାଲାଣକାରୀଙ୍କ ବିରୁଦ୍ଧରେ କୌଣସି କାର୍ଯ୍ୟାନୁଷ୍ଠାନ ହେଉନଥିବା ସାଧାରଣ ଅଭିଯୋଗ ହୋଇଛି । ଯଦିବା ଅଭିଯୋଗ କରାଗଲେ ନାମକୁ ମାତ୍ର କିଛି ଜରିନାମା ଆଦାୟ କରି ପ୍ରଶାସନ ଚୁପ ହୋଇ ଯାଉଥିବା ଅଭିଯୋଗ ହୋଇଛି । ସେହିପରି ବାଲି ଲିଜ ନେଇଥିବା ଲିଜଧାରୀ ମାନେ ଯେଉଁ ସ୍ଥାନରେ ବାଲି ଉଠାଇବା ପାଇଁ ନିର୍ଦ୍ଦେଶ ରହିଥିଲେ ତାହା ପାଳନ ନକରି ମନଇଚ୍ଛା ବାଲି ଉଠାଉଥିବା ଅଞ୍ଚଳରେ ଅଭିଯୋଗ ହୋଇଛି । ଗୋଟିଏ ରୋୟଲଟି କାଟି ଅନେକ ଗାଡ଼ିରେ ବାଲି ଚାଲାଣ ହେଉଛି । ଏହାକୁ ନେଇ ବାରମ୍ବାର ଅଭିଯୋଗ ହେଉଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ହେଉନଥିବା ଅଭିଯୋଗ ହୋଇଛି । ବର୍ତ୍ତମାନ ଖରା ଦିନ , ନଦୀରେ ପାଣି କମ ରହିଥିବାର ସୁଯୋଗ ନେଇ କିଛି ବାଲି ମାଫିଆ ମାନେ ବିଭିନ୍ନ ସ୍ଥାନରେ ବାଲି ସବୁ ଗଛିତ ରଖିଥିବା ବେଳେ ଏହା ସମ୍ପୂର୍ଣ୍ଣ ବେନିୟମ କାର୍ଯ୍ୟ , ଏଥିପ୍ରତି କାହାର ଦୃଷ୍ଟି ପଡୁ ନାହିଁ । ଏଣୁ ଜିଲ୍ଲା ପ୍ରଶାସନ ଏଥିପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦେଇ ଖିଲାପକାରୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ କୋଷାଗୁମୁଡ଼ା ବ୍ଲକବାସୀ ଦାବି କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   20-Aug-2026
  ଜିଲ୍ଲା  
ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   20-Aug-2026
  ରାଜ୍ୟ  
ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ   20-Aug-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   30-Jul-2026
  ଜିଲ୍ଲା  
ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   20-Aug-2026

You Might Also Like