-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||     

HOME   ଜିଲ୍ଲା

ସାହିତ୍ୟ ଅକାଦେମି ପକ୍ଷରୁ ଆନ୍ତର୍ଜାତିକ ମାତୃଭାଷା ଦିବସ ଉପଲକ୍ଷେ ଆଲୋଚନାଚକ୍ର -ମାତୃଭାଷାରେ ଶିକ୍ଷା

21-Feb-2026



କୋଲକାତା(ପ୍ରେରଣା ଖବର): ସ୍ଥାନୀୟ ମହାରାଜା ଶ୍ରୀଶଚନ୍ଦ୍ର ମହାବିଦ୍ୟାଳୟ ପରିସରରେ ସାହିତ୍ୟ ଅକାଦେମି ଏବଂ ଶ୍ରୀଶଚନ୍ଦ୍ର ମହାବିଦ୍ୟାଳୟର ମିଳିତ ଉଦ୍ୟମରେ ଆନ୍ତର୍ଜାତିକ ମାତୃଭାଷା ଦିବସ ପାଳିତ ହୋଇଯାଇଛି l ଏହି ଅବସରରେ ଆୟୋଜିତ ମାତୃଭାଷାରେ ଶିକ୍ଷା ଶୀର୍ଷକ ଆଲୋଚନାଚକ୍ରରେ ଅଧ୍ୟକ୍ଷତା କରିଥିଲେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼କ୍ଟର ଅମିତ ମଜୁମଦାର l ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିଲେ ସାହିତ୍ୟ

ଅକାଦେମି କୋଲକାତା କାର୍ଯ୍ୟାଳୟର ସହାୟକ ସମ୍ପାଦକ କ୍ଷେତ୍ରବାସୀ ନାଏକ l ପ୍ରାରମ୍ଭରେ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନେ ବେଦ ମନ୍ତ୍ର ପାଠ ସହିତ ସ୍ୱାଗତ ସଂଗୀତ ପରିବେଷଣ କରିଥିଲେ l ଭାଷା ସହିଦମାନଙ୍କ ସ୍ମୃତିରେ ପୁଷ୍ପମାଲ୍ୟ ପ୍ରଦାନ ଏବଂ ଦ୍ବୀପ ପ୍ରଜ୍ବଳନ କରାଯାଇଥିଲା l ମାତୃଭାଷାରେ ଶିକ୍ଷା ବିଷୟରେ ଆଲୋଚନା କରିଥିଲେ ସ୍ୱାମୀ ଦିବ୍ୟପ୍ରଜ୍ଞାନନ୍ଦଜୀ (ସଂସ୍କୃତ), ପ୍ରଫେସର ଶିବାଜୀ ପ୍ରତିମ ବସୁ (ବଙ୍ଗଳା), ପ୍ରଫେସର ବିଦ୍ୟାନନ୍ଦ ଝା (ମୈଥିଲି), ପ୍ରଫେସର ରାଜଶ୍ରୀ ଶୁକ୍ଲା (ହିନ୍ଦୀ), ଡ଼କ୍ଟର ବୀଣାପାଣି ଦେବତା (ଓଡ଼ିଆ), ଡ଼କ୍ଟର ସୁବୋଧ ଚନ୍ଦ୍ର ହାଁସଦା (ସାନ୍ତାଳୀ) ଏବଂ ଡ଼କ୍ଟର ଋଷି ଭୂଷଣ ଚୌବେ (ଭୋଜପୁରୀ)l ଆଲୋଚକମାନେ ମତ

ଦେଇଥିଲେ ଯେ ବିଶ୍ୱର ୭୦୦୦ ଭାଷା ମଧ୍ୟରୁ ୪୪ ପ୍ରତିଶତ ଭାଷା ସଙ୍କଟଜନକ ସ୍ଥିତିରେ ରହିଛି l କହିଵା, ଲେଖିବା ଏବଂ ପଢିବା ଦ୍ୱାରା ମାତୃଭାଷା ବଞ୍ଚିରହିବ ଏବଂ ସମୃଦ୍ଧ ହେବ l ପ୍ରାଥମିକ ସ୍ତରରେ ଶିକ୍ଷା ମାତୃଭାଷା ମାଧ୍ୟମରେ ପ୍ରଦାନ କରାଯିଵା ଜରୁରୀ l ସଚେତନ ବ୍ୟକ୍ତିବୃନ୍ଦ ଭାଷାବ୍ରତୀ ତଥା ଶିକ୍ଷବ୍ରତୀ ହେବାକୁ ଅତିଥିମାନେ ଆହ୍ୱାନ ଦେଇଥିଲେ l
ପ୍ରଫେସର କୌଶିକ ଘୋଷ କାର୍ଯ୍ୟକ୍ରମ ସଂଯୋଜନା କରିଥିବାବେଳେ ଧନ୍ୟଵାଦ ପ୍ରଦାନ କରିଥିଲେ ଡ଼କ୍ଟର କାର୍ତ୍ତିକ ଚୌଧୁରୀ l କାର୍ଯ୍ୟକ୍ରମରେ ବହୁ ଲେଖକ ଲେଖିକା, ଗବେଷକ, ଅଧ୍ୟାପକ ଅଧ୍ୟାପିକା ଓ ଛାତ୍ର ଛାତ୍ରୀ ଅଂଶଗ୍ରହଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   20-Aug-2026
  ଜିଲ୍ଲା  
ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   20-Aug-2026
  ରାଜ୍ୟ  
ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ   20-Aug-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   30-Jul-2026
  ଜିଲ୍ଲା  
ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   20-Aug-2026

You Might Also Like