-+91-9937148622 |

prerana_bgr@rediffmail.com |

  Thursday 20th August 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||     

HOME   ଜିଲ୍ଲା

ବିଦ୍ୟାଳୟର ବାର୍ଷିକ କ୍ରୀଡା ପ୍ରତିଯୋଗିତା

21-Feb-2026



ବରୀ(ରଂଜିତ ମହାନ୍ତି):  ବରୀ ବ୍ଲକ ଅରଙ୍ଗାବାଦ ପଞ୍ଚାୟତ ରଜାପୁର ସ୍ଥିତ କୃଷ୍ଣଚନ୍ଦ୍ର ଉନ୍ନିତ ମଧ୍ୟ୍ୟ ଇଂରାଜୀ ବିଦ୍ୟାଳୟର ବାର୍ଷିକ କ୍ରୀଡା  ପୁରସ୍କାର ବିତରଣ ଉତ୍ସବ ଓ ବିଦ୍ୟାଳୟର ଜନ୍ମ ବାର୍ଷିକ ଉତ୍ସବ ଆଜି ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଥିଲା l ପୂର୍ବତନ ପ୍ରଧାନଶିକ୍ଷକ ନାରାୟଣ ଚନ୍ଦ୍ର ବେହେରାଙ୍କ ସଭାପତିତ୍ୱରେ ମୁଖ୍ୟଅତିଥି ମଣ୍ଡଳ ସହଶିକ୍ଷା ଅଧିକାରିଣୀ ସଂଯୁକ୍ତା ମିଶ୍ର, ମୁଖ୍ୟଵକ୍ତା ପୂର୍ବତନ ସହ ଶିକ୍ଷାଅଧିକାରୀ ସୁରେନ୍ଦ୍ର କୁମାର ସାହୁ, ସମ୍ମାନିତ ଅତିଥି ଆଞ୍ଚଳିକ ସାଧନକେନ୍ଦ୍ର ସଂଯୋଜକ ଦେବବ୍ରତ ରାଉତ, ସମାଜସେବୀ ପ୍ରଦୀପ କୁମାର ଦାସ, ୱାର୍ଡ ସଭ୍ୟ ସଂଯୁକ୍ତା ପାଗଳ, ପୂର୍ବତନ ଛାତ୍ର ନିରୋଦ ମଲ୍ଲିକ, ଅବସରପ୍ରାପ୍ତ ସେନା କର୍ମଚାରୀ ଗୟାଧର ଦାସ, ସମାଜସେବୀ ସଞ୍ଜୟ ବେହେରା, ସହକାରୀ ଶିକ୍ଷକ କାଳୀ ପ୍ରସାଦ ଦାସ, ପ୍ରଧାନଶିକ୍ଷକ ତ୍ରିଲୋତମା ଟୁଡୁ ପ୍ରମୁଖ ଯୋଗଦେଇ କ୍ରୀଡା ପ୍ରତିଯୋଗିତା ସମ୍ପର୍କ ରେ ନିଜ ନିଜର ବକ୍ତବ୍ୟ ଦେଇଥିଲେ l ଏହି ଅବସର ରେ ବିଭିନ୍ନ କ୍ରୀଡା ରେ ଛାତ୍ରଛାତ୍ରୀ ଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ l ଉକ୍ତ ଉତ୍ସବ କୁ ବିଦ୍ୟାଳୟ ସହକାରୀ ଶିକ୍ଷକ ମନୋଜ ରାଉତ ଓ ଶିକ୍ଷକ, ଶିକ୍ଷୟିତ୍ରୀ ବୃନ୍ଦ ବିଦ୍ୟାଳୟ ପରିଚାଳନା କମିଟି ର ସଦସ୍ୟ  ସଦସ୍ୟା ଓ ଅଙ୍ଗନବାଡି କର୍ମୀ ସହଯୋଗ କରିଥିବା ବେଳେ ମନୋଜ‌ ରାଉତ ଧନ୍ୟବାଦ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   20-Aug-2026
  ଜିଲ୍ଲା  
ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   20-Aug-2026
  ରାଜ୍ୟ  
ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ   20-Aug-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   30-Jul-2026
  ଜିଲ୍ଲା  
ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   20-Aug-2026

You Might Also Like