-+91-9937148622 |

prerana_bgr@rediffmail.com |

  Thursday 20th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||      ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||      ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||     

HOME   ଜିଲ୍ଲା

ବିଶ୍ବ ମାତୃଭାଷା ଦିବସ ପାଳିତ

21-Feb-2026



ତରଭା(ପ୍ରେରଣା ଖବର): ସ୍ଥାନୀୟ ନୀଲକଣ୍ଠେଶ୍ବର ମନ୍ଦିର ପ୍ରାଙ୍ଗଣରେ କୋଶଳ ସାହିତ୍ୟ ଏକାଡେମୀ ଏବଂ ତହଁକ୍ କୁଟୁମ୍ ତରଫରୁ ରାଜେଶ ଦଣ୍ଡସେନାଙ୍କ ସଭାପତିତ୍ବରେ ବିଶ୍ୱ ମାତୃଭାଷା ଦିବସ ପାଳିତ ହୋଇଯାଇଛି।ଏହି ଅବସରରେ କବି ବନବାସ ମେହେର ମୁଖ୍ୟ ଅତିଥି, ସାମ୍ବାଦିକ ଅନ୍ତର୍ଯ୍ୟାମୀ ସାହୁ ମୁଖ୍ୟ ବକ୍ତା ତଥା ସାହିତ୍ୟିକ ସଞ୍ଜୀବ ସେଠୀ ସମ୍ମାନିତ ଅତିଥିଭାବେ ଯୋଗ ଦେଇଥିଲେ। କୋଶଳାଞ୍ଚଳର କଳା-ସାହିତ୍ୟ-ସଂସ୍କୃତିର ପୁନରୁଦ୍ଧାର ସକାଶେ କୋସଲୀ ଭାଷାକୁ ମାତୃଭାଷାରୂପେ ବ୍ୟାପକ ପ୍ରଚାର ପ୍ରସାର ଉପରେ ଗୁରୁତ୍ୱାରୋପ କରିଥିଲେ। ସେହିପରି ଏହି ଅଞ୍ଚଳରେ ଦୁଇ କୋଟିରୁ ଉର୍ଦ୍ଧ୍ୱ ଲୋକଙ୍କର ମାତୃଭାଷା କୋସଲୀ ଭାଷାକୁ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ସ୍ଥାନିତ କରିବା ନିମନ୍ତେ ଅତିଥିଗଣ ମତବ୍ୟକ୍ତ କରିଥିଲେ।ଜନାର୍ଦ୍ଦନ ଥନାପତି, ଚିରଞ୍ଜିବୀ ନାଏକ, ଲୋକନାଥ ଦଲବେହେରା, ହିରଣ୍ମୟ ପଟ୍ଟନାୟକ,ସଂଜୀବ କୁମାର ସାହୁ, ସୁଧୀର ପଣ୍ଡା, ନିବେଦିତା ଦଣ୍ଡସେନା, ରୋଶନ ସାହୁ ପ୍ରମୁଖ ଉପସ୍ଥିତ ରହି ନିଜର ନିଜର ବକ୍ତବ୍ୟ ରଖିଥିଲେ। ଶେଷରେ ଏକାଡେମୀ ସଭାପତି ଦେବେନ୍ଦ୍ର କୁମାର ନାଏକ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   20-Aug-2026
  ଜିଲ୍ଲା  
ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   20-Aug-2026
  ରାଜ୍ୟ  
ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ   20-Aug-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   30-Jul-2026
  ଜିଲ୍ଲା  
ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   20-Aug-2026
  ଜିଲ୍ଲା  
*ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   20-Aug-2026

You Might Also Like