-+91-9937148622 |

prerana_bgr@rediffmail.com |

  Thursday 20th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||      ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||      ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||     

HOME   ଜିଲ୍ଲା

୨୦ତମ ଭବ୍ୟ ତୋଷାଳି ସ୍ବଦେଶୀ ମେଳା ରେ ହସ୍ତତନ୍ତ ଫ୍ୟାଶନ୍ ଶୋର ଆୟୋଜନ

22-Feb-2026



ଭୁବନେଶ୍ୱର(ପ୍ରେରଣା ଖବର): ୨୦ତମ ଭବ୍ୟ ତୋଷାଳୀ ସ୍ୱଦେଶୀ ମେଳା ଅବସରରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ଏକ ଆକର୍ଷଣୀୟ ହସ୍ତତନ୍ତ ଫ୍ୟାଶନ୍ ଶୋ ଅନୁଷ୍ଠିତ ହୋଇଥିଲା। ଏହି ଶୋ ଓଡ଼ିଶାର ସମୃଦ୍ଧ ବୟନ ପାରମ୍ପରିକତାକୁ ଆଧୁନିକ ମଞ୍ଚରେ ଉପସ୍ଥାପନ କରି ମେଳାର ମୁଖ୍ୟ ଆକର୍ଷଣରେ ପରିଣତ ହୋଇଥିଲା।
 

ଏହି ଅବସରରେ ଜାତୀୟ ସ୍ତରରେ ପୁରସ୍କୃତ ପ୍ରସିଦ୍ଧ ବୁଣାକାରମାନଙ୍କୁ ସମ୍ମାନ ଜଣାଯାଇଥିଲା। ସେମାନେ ହେଲେ ଭକ୍ତରାଜ ମେହେର), ଶ୍ରୀ ଆର୍‍. କେ. ମେହେର,  ଭିକାରୀ ମେହେର), ହରିଶଙ୍କର ମେହେର, ଉତ୍ତମ ମେହେର, ଅରିନ୍ଦ୍ର ମେହେର)। ସେମାନଙ୍କ ଅସାଧାରଣ କୌଶଳ ଓ ସୃଜନଶୀଳତା ଓଡ଼ିଶାର ହସ୍ତତନ୍ତକୁ ଜାତୀୟସ୍ତରରେ ଗୌରବାନ୍ବିତ କରିଛି।
ରନୱେରେ କୋଟପାଡ଼, ଇକତା ସମ୍ବଲପୁରୀ, ବୋମକାଇ, ପସାପଲ୍ଲି, ନୁଆପଟଣା, ବରମପୁର  ପଟ୍ଟ ଓ ଅନ୍ୟାନ୍ୟ ପାରମ୍ପରିକ ବୟନ ଶୈଳୀର ଆକର୍ଷଣୀୟ ପ୍ରଦର୍ଶନ ହୋଇଥିଲା। ପାରମ୍ପରିକ ସାଡ଼ି ସହିତ ଆଧୁନିକ ଫ୍ୟୁଜନ୍ ଶୈଳୀର ପୋଷାକ, ଗାର୍ମେଣ୍ଟ୍‌ସ ଓ ନୂତନ ଡିଜାଇନ୍‌ର ହସ୍ତତନ୍ତ ପରିଧାନ ଦର୍ଶକମାନଙ୍କୁ ଆକୃଷ୍ଟ କରିଥିଲା। ପ୍ରତ୍ୟେକ ପରିଧାନରେ ପରମ୍ପରା, ପରିଚୟ ଓ କୌଶଳର ସୁନ୍ଦର

ସମନ୍ୱୟ ଦେଖିବାକୁ ମିଳିଥିଲା।
ଏହି ହସ୍ତତନ୍ତ୍ର ଫ୍ୟାଶନ୍ ଶୋରେ ରିମ୍ଲି, ଏନ୍‌ଆଇଏଫ୍‌, ସିଞ୍ଜିନୀ, ଲୟାତ୍ମିକା, ପ୍ରିୟା ମହାପାତ୍ର, ଆର୍ଟିସିଆନ୍‌, ବିନୟ ମୁଣ୍ଡା ଓ ୱିଭର୍‌ଙ୍କ ସୃଜନଶୀଳ ଡିଜାଇନ୍‌ ପ୍ରଦର୍ଶିତ ହୋଇଥିଲା। ସେମାନଙ୍କ ପ୍ରୟାସ ମାଧ୍ୟମରେ ଓଡ଼ିଶାର ପାରମ୍ପରିକ ବସ୍ତ୍ରକୁ ଆଧୁନିକ ଫ୍ୟାଶନ୍ ମଞ୍ଚରେ ସଫଳତାର ସହିତ ଉପସ୍ଥାପନ କରାଯାଇଥିଲା।
ଦର୍ଶକମାନଙ୍କ ଉତ୍ସାହପୂର୍ଣ୍ଣ ହାତତାଳି ମଧ୍ୟରେ ଆୟୋଜିତ ଏହି ହସ୍ତତନ୍ତ ଫ୍ୟାଶନ୍ ଶୋ ୨୦ତମ ଭବ୍ୟ ତୋଷାଳୀ ସ୍ୱଦେଶୀ ମେଳାକୁ ଅଧିକ ଗୌରବାନ୍ବିତ କରିଥିଲା ଏବଂ ହସ୍ତତନ୍ତ ବୁଣାକାରମାନଙ୍କ ସଶକ୍ତିକରଣ ସହ ସ୍ୱଦେଶୀ ଶିଳ୍ପର ପ୍ରଚାର ପ୍ରତି ସରକାରଙ୍କ ଦୃଢ଼ ପ୍ରତିବଦ୍ଧତାକୁ ପୁନରୁଚ୍ଚାରଣ କରିଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   20-Aug-2026
  ଜିଲ୍ଲା  
ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   20-Aug-2026
  ଜିଲ୍ଲା  
ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   20-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   20-Aug-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   20-Aug-2026
  ଜିଲ୍ଲା  
ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   19-Aug-2026
  ଜିଲ୍ଲା  
ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   19-Aug-2026
  ଜିଲ୍ଲା  
ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   19-Aug-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026
  ଜିଲ୍ଲା  
*ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   19-Aug-2026
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026

You Might Also Like