-+91-9937148622 |

prerana_bgr@rediffmail.com |

  Thursday 20th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||      ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||      ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||     

HOME   ଜିଲ୍ଲା

ମର୍ଯ୍ୟାଦା ସହ ଶବ ସତ୍କାର  କଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ

22-Feb-2026



ବଲାଙ୍ଗୀର♦️ ଆଜି ଅଗ୍ରଣୀ ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ତରଫରୁ ଏକ ଅଜଣା ଶବ କୁ ସମ୍ମାନ ସହ ସତ୍କାର କରାଯାଇଛି।

ସୁନ୍ଦରଗଡ଼ ଜିଲ୍ଲାର ବଣେଇ ଅଂଚଳର ସରସ୍ବତୀ ନାଏକ ବଲାଙ୍ଗୀର ସହରରେ କାମ କରି ରହୁଥୁଲେ। ସ୍ୱାମୀଙ୍କ ମୃତ୍ୟୁ ପରେ ଦିଅର ସହ ପେଟି ବୋହି ପେଟ ପୋଷଣ କରୁଥୁଲେ। କିନ୍ତୁ ସରସ୍ବତୀଙ୍କ ଦେହ ଅସୁସ୍ଥ ହେବାରୁ ତାଙ୍କ ଦିଅର ତାଙ୍କୁ ଭୀମ ଭୋଇ ମେଡିକାଳ ରେ ଭର୍ତି କରିଥିଲେ। ହେଲେ ଚିକିତ୍ସିତ ଅବସ୍ଥାରେ ତାଙ୍କ ମୃତ୍ୟୁ ହୋଇଥିଲା l ଅନ୍ୟ ଜାତିରେ ବିବାହ ପାଇଁ ସୁନ୍ଦରଗଡ଼ରୁ ମଧ୍ୟ କେହି ଆସିନଥିଲେ। ତାସହ ତାଙ୍କ ଦିଅର ମହେଶ ମଧ୍ୟ ଏକା ଶବ ସତ୍କାର କରିବା ପାଇଁ ଅସମର୍ଥ ହେବାରୁ ହସ୍ପିଟାଲର କତୃପକ୍ଷ ଏବଂ ପୋଲିସ ପ୍ରଶାସନ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ର କର୍ମକର୍ତାଙ୍କୁ ଜଣାଇଥିଲେ।

ଅନୁଷ୍ଠାନର କର୍ମକର୍ତା ମାନେ ସ୍ଥାନୀୟ ବିଭୁତିପଦା ସ୍ମଶାନରେ ସମ୍ମାନ ସହ ଶବ ସତ୍କାର କରିଥିଲେ ଲଃ ଆଜିର ଏହି ମହତ କାର୍ଯ୍ୟରେ ଅନୁଷ୍ଠାନର ପ୍ରତିଷ୍ଠାତା  ସୋମନାଥ  ମିଶ୍ର, କନ୍ଦର୍ପ ରଣା, ଅରୁଣ ନାଏକ, ଖଗେଶ୍ୱର ପ୍ରଧାନ,ବିଶ୍ୱଜିତ ପଟେଲ, ଘନ ପଶୟତ, ମୁକେଶ ପଧାନ, ପଞ୍ଚା ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ରହି ଶବ ସତ୍କାର କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   20-Aug-2026
  ଜିଲ୍ଲା  
ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   20-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   20-Aug-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   20-Aug-2026
  ଜିଲ୍ଲା  
ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   19-Aug-2026
  ଜିଲ୍ଲା  
ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   19-Aug-2026
  ଜିଲ୍ଲା  
ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   19-Aug-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026
  ଜିଲ୍ଲା  
*ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   19-Aug-2026
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026

You Might Also Like