-+91-9937148622 |

prerana_bgr@rediffmail.com |

  Thursday 20th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||      ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||      ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||     

HOME   ଜିଲ୍ଲା

ଡୁମାଲ ସମାଜ ସାଂଗଠନିକ ବୈଠକରେ ଯୋଗଦେଲେ ନରସିଂହ

22-Feb-2026



ବଲାଙ୍ଗିର(ଦେବାଶିଷ ବହିଦାର)- ଜାତିସ୍ତରରେ ସଂଗଠିତ ହୋଇ ନିଜର ସଂପ୍ରଦାୟ ବିକାଶ ସହ ଜାତି ଭିତରେ ଥିବା କୁସଂସ୍କାର କୁ ଦୂର କରିବା, ଶିକ୍ଷା କ୍ଷେତ୍ରରେ ସଚେତନତା ଆଣି ନିଜର ଜାତି ସମାଜର ପୁଅ ଝିଅମାନଙ୍କୁ ଉଚ୍ଚ ଶିକ୍ଷିତ କରାଇବା କ୍ଷେତ୍ରରେ ଡୁମାଲ ସମାଜ ଆଖି ଦୃଶିଆ କାମ କରିଛନ୍ତି । କିନ୍ତୁ ଏତିକି କଲେ ହେବ ନାହିଁ ନିଜ ଭିତରେ ଏକତା ସହ ସମାଜ ପ୍ରତି ଥିବା ନିଜର ଉତ୍ତରଦାୟିତ୍ୱ ବିଶେଷ କରି ରାଜନୈତିକ ସ୍ତରରେ ଏକତାବଦ୍ଧ ହୋଇ ଅଂଚଳର ସାମଗ୍ରିକ ବିକାଶରେ ଯୋଗଦାନ କଲେ ହିଁ ଜାତି ସମାଜର ସମାଜ ପ୍ରତି

ଦାୟିତ୍ୱବୋଧତା ପ୍ରମାଣିତ ହୋଇଥାଏ । ତେଣୁ ମୁଁ ଆହ୍ୱାନ କରୁଛି ନିଜ ଜାତି ସହ ସମାଜ ପ୍ରତି ମଧ୍ୟ ଉତ୍ତରଦାୟିତ୍ୱ ପ୍ରମାଣ କରନ୍ତୁ ବୋଲି ଆଜି ବଲାଙ୍ଗିର ବ୍ଲକ ସ୍ଥିତ ରାଣୀପାଲି ଆମ୍ବ ବଗିଚାରେ ଅନୁଷ୍ଠିତ ୬୦ଘର ଡୁମାଲ ସମାଜ ର ସାଂଗଠନିକ ବୈଠକରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର ଯୋଗ ଦେଇ ଉପସ୍ଥିତ ଲୋକଙ୍କୁ ନିଜ ବକ୍ତବ୍ୟରେ କହିଛନ୍ତି । ଏ ଅବସରରେ ନୂତନ ଭାବେ ନିର୍ବାଚିତ ହୋଇଥିବା ୬୦ଘର ଡୁମାଲ ସମାଜର ସଭାପତି ଶରତ ମହାକୁର, ଯାହାଙ୍କୁ କି ଜାତି ସମାଜ ହିସାବରେ ଜାତିର ପନୁଆ ବୋଲି କୁହାଯାଏ ତାଙ୍କୁ ମୁଖ୍ୟ ଅତିଥି ଶ୍ରୀ ମିଶ୍ର ଉତ୍ତରୀୟ ପ୍ରଦାନ ସହ ସମ୍ବର୍ଦ୍ଧିତ କରିଥିଲେ । ଏ ଅବସରରେ ଶ୍ରୀ ମିଶ୍ର ଆହୁରି ମଧ୍ୟ କହିଥିଲେ ଯେ ଡୁମାଲ ସମାଜ ଏକ ସାମାଜିକ ରାଜନୈତିକ ଓ ଅର୍ଥନୈତିକ ସ୍ତରରେ ଏକ ଆଗୁଆ ଜାତି ସମାଜ । ଏମାନେ କେବଳ ନିଜ ଭିତରେ ନ ରହି ସମାଜରେ ଚାଲିଥିବା ଦୁର୍ନିତି, ବେକାରୀ ସମସ୍ୟା, ମହିଳା ନିର୍ଯ୍ୟାତନା, ଚାଷୀମାନଙ୍କ ଧାନକିଣା ସମସ୍ୟା ଏ ସବୁର ସମାଧାନ ପାଇଁ ମଧ୍ୟ ସ୍ୱର ଉତ୍ତୋରଣ କରନ୍ତି । ଏ ଅବସରରେ ପୂର୍ବତନ ସଭାପତି ଲମ୍ବୋଦର ମହାକୁର ନିଜର ବିଦାୟୀ ଭାଷଣ ଦେଇ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଥିଲେ । ଆଜିର ଏହି କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲାର ବିଭିନ୍ନ କେନ୍ଦ୍ରରୁ ସଭାପତି, ସଂପାଦକ ଏବଂ

କୋଷାଧ୍ୟକ୍ଷମାନେ ଉପସ୍ଥିତ ଥିଲେ । ଏହି ସାଂଗଠନିକ ସଭାରେ ସୁବଲ ଖମାରୀ, ନାରାୟଣ କମ୍ପ, ପିଙ୍କୁ ମହାକୁର, ବୁଡୁ କରନ, ମଧୁସୁଦନ କ୍ଷେତୀ, ଜନାର୍ଦ୍ଦନ ମେର୍ଲି, ବୁଦ୍ଧଦେବ ମହାକୁର, ଅଭିମନ୍ୟୁ ପ୍ରଧାନ, ସୁଦାମ ଖମାରୀ, ମହେନ୍ଦ୍ର ମହାକୁର, ଡାକ୍ତର କ୍ଷେତି, କବିନ୍ଦ୍ର ପଧାନ, ମୀନକେତନ ଡାଙ୍ଗ, ଦୁଃଖିଶ୍ୟାମ ମହାକୁର, ମିତ୍ର ବଘାର, ଶୁଶିଲ ମହାକୁର, ହେମନ୍ତ ମହାକୁର, ସଦାନନ୍ଦ ଗୁରାଣ୍ଡି ପ୍ରମୁଖ ଉପସ୍ଥିତ ରହି ନିଜର ମତାମତ ରଖିଥିବା ବେଳେ ସଭା ପରିଚାଳନା ସଂଜୟ ମହାକୁର କରିଥିଲେ ଏବଂ ଶଙ୍କର୍ଷଣ ଭୋଇ ଧନ୍ୟବାଦ ଦେବା ସହ ସଭା ଶେଷ ଘୋଷଣା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   20-Aug-2026
  ଜିଲ୍ଲା  
ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   20-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   20-Aug-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   20-Aug-2026
  ଜିଲ୍ଲା  
ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   19-Aug-2026
  ଜିଲ୍ଲା  
ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   19-Aug-2026
  ଜିଲ୍ଲା  
ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   19-Aug-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026
  ଜିଲ୍ଲା  
*ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   19-Aug-2026
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026

You Might Also Like