-+91-9937148622 |

prerana_bgr@rediffmail.com |

  Thursday 20th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||      ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||      ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||     

HOME   ଜିଲ୍ଲା

ନୂଆ ଶିକ୍ଷାର ଆଲୋକ : ଶିଶୁ ବିକାଶ ବିଦ୍ୟା ମନ୍ଦିର ପ୍ରତିଷ୍ଠା ଉତ୍ସବେ ଝୁମିଲା ସିନାପାଲି

22-Feb-2026



ସିନାପାଲି (ଚିନ୍ତାମଣି ନେତାମ):
ରବିବାର, ୨୨ ଫେବୃଆରୀ ୨୦୨୬—ସିନାପାଲିବାସୀଙ୍କ ପାଇଁ ଏକ ସ୍ମରଣୀୟ ଓ ଐତିହାସିକ ଦିନ। ଗାୟତ୍ରୀ ଚଉକ ନିକଟରେ ଭାରତୀୟ ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନର ମାର୍ଗଦର୍ଶନରେ ପରିଚାଳିତ ଶିଶୁ ବିକାଶ ବିଦ୍ୟା ମନ୍ଦିରର ନୂତନ ବିଦ୍ୟାଳୟ ଭବନ ଓ ବିଦ୍ୟାମନ୍ଦିର ପ୍ରତିଷ୍ଠା ଉତ୍ସବ ଭକ୍ତି, ଆଡମ୍ବର ଓ ଆନନ୍ଦମୟ ପରିବେଶରେ ଅନୁଷ୍ଠିତ ହୋଇଯାଇଛି।ସାରା ଅଞ୍ଚଳ ଏ ଅବସରରେ ଗର୍ବ ଓ ଖୁସିରେ ଭରିଯାଇଥିଲା।୧୯୭୭ ମସିହାରୁ ଶିକ୍ଷା ସେବାରେ ନିରତ ଫାଉଣ୍ଡର ଏବଂ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଶ୍ରୀଯୁକ୍ତ ରାଜେଶ କୁମାର ଅଗ୍ରୱାଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଶ୍ରୀଯୁକ୍ତ ଲମ୍ବୋଦର ନିଆଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଫିତା କାଟି ବିଦ୍ୟାଳୟର ଶୁଭାରମ୍ଭ କରିଥିଲେ।
ସମ୍ମାନିତ ଅତିଥି ଭାବେ ସିନାପାଲି ଅଙ୍ଗାନବାଡ଼ି କର୍ମୀ ଶ୍ରୀମତୀ ଜାନ୍ନଭି ମେହେର, ସରସ୍ୱତୀ ଶିଶୁମନ୍ଦିର ସିନାପାଲିର ସିନିୟର ଗୁରୁଜୀ ଶ୍ରୀମତୀ ରଂଜିତା ଠାକୁର, କାପସି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ବିଜୟ କୁମାର ସାହୁ, ଡ଼ଙ୍ଗରିପାଲି ଓ ବିନିକା ଶିଶୁବିକାଶ ବିଦ୍ୟାମନ୍ଦିରର ସମ୍ପାଦକ ଶ୍ରୀଯୁକ୍ତ ଶୁଧାଂଶୁ ମହାକୁଡ଼ ଓ ଶ୍ରୀଯୁକ୍ତ ସୂର୍ଯ୍ୟନାରାୟଣ ପାଢ଼ୀ, ବିନିକା ସିଦ୍ଧାର୍ଥ ଜୁନିଅର କଲେଜର ଇତିହାସ ଅଧ୍ୟାପକ ଶ୍ରୀଯୁକ୍ତ ଅଭିଳାଷ ମିଶ୍ର, ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର  ଏବଂ ସିନାପାଲି ଗାୟତ୍ରୀମନ୍ଦିରର ପୂର୍ବତନ ଫାଉଣ୍ଡର ସଭାପତି ଶ୍ରୀଯୁକ୍ତ ନୂନ କରଣ ଅଗ୍ରୱାଲ ମଞ୍ଚାସୀନ ଥିଲେ।
ବିଦ୍ୟାଳୟ ପକ୍ଷରୁ ସୂଚନା ମିଳିଛି ଯେ ବର୍ତ୍ତମାନ ପ୍ରାରମ୍ଭରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ପାଠଦାନ ଚାଲିବ। ଏହି ଶୁଭ ଅବସରରେ ନୂଆପଡା ଜିଲ୍ଲାର ସିନାପାଲି ବ୍ଲକ ଖଳନା ନିବାସୀ ଫଳିନ୍ଦ୍ର ମହାନନ୍ଦ ଓ ତାଙ୍କ ଧର୍ମପତ୍ନୀ ଯଶୋବନ୍ତି ମହାନନ୍ଦଙ୍କ କନ୍ୟା ବନ୍ଦନା ମହାନନ୍ଦ ପ୍ରଥମ ଭର୍ତ୍ତି ହୋଇ ବିଦ୍ୟାଳୟର ଶୁଭାରମ୍ଭ କରିଥିଲେ। ଏ ଦୃଶ୍ୟ ଦେଖି ଅନେକଙ୍କ ଆଖିରେ ଖୁସିର ଲୁହ ଝରିପଡ଼ିଥିଲା।
ସକାଳୁ ଶଙ୍ଖଧ୍ୱନି, ବେଦମନ୍ତ୍ର ଓ ପୂଜାପାଠରେ ସାରା ପରିବେଶ ପବିତ୍ର ହୋଇଯାଇଥିଲା। ଫୁଲରେ ସଜା ମଞ୍ଚ, ରଙ୍ଗୋଳିରେ ଶୋଭିତ ପ୍ରାଙ୍ଗଣ ଓ ଦୀପ ପ୍ରଜ୍ଜ୍ୱଳନ ସହ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ଛୁଆମାନଙ୍କ ସଂସ୍କୃତିକ ପ୍ରସ୍ତୁତି ସମସ୍ତଙ୍କ ମନକୁ ମୋହିନେଇଥିଲା।
ବକ୍ତାମାନେ କହିଥିଲେ—
“ଏହି ବିଦ୍ୟାଳୟ କେବଳ ପଢ଼ାଶୁଣାର କେନ୍ଦ୍ର ନୁହେଁ, ଏହା ଭଲ ମଣିଷ ଗଢ଼ିବାର ପବିତ୍ର ତୀର୍ଥ।”
ଆଧୁନିକ ଶିକ୍ଷା ସହ ସଂସ୍କାର, ନୈତିକ ମୂଲ୍ୟବୋଧ ଓ ଦେଶପ୍ରେମର ଶିକ୍ଷା ଦେଇ ଛାତ୍ରଛାତ୍ରୀଙ୍କ ସାର୍ବାଙ୍ଗୀଣ ବିକାଶ ଉପରେ ଗୁରୁତ୍ୱ ଦିଆଯିବ ବୋଲି ସେମାନେ ଆଶ୍ୱାସନ ଦେଇଥିଲେ।
ଏହି ପ୍ରତିଷ୍ଠା ଉତ୍ସବ ସିନାପାଲି ଅଞ୍ଚଳ ପାଇଁ କେବଳ ଗୋଟିଏ କାର୍ଯ୍ୟକ୍ରମ ନୁହେଁ, ବରଂ ନୂଆ ଶିକ୍ଷା ଯୁଗର ଆରମ୍ଭ। ଅଞ୍ଚଳବାସୀଙ୍କ ମନରେ ନୂଆ ସ୍ୱପ୍ନ ଓ ନୂଆ ଆଶା ଜାଗ୍ରତ ହୋଇଛି। ଏହି ବିଦ୍ୟାଳୟ ଆଗାମୀ ଦିନରେ ଜ୍ଞାନର ଦୀପ ଜଳାଇ ସମାଜକୁ ଆଲୋକିତ କରିବ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   20-Aug-2026
  ଜିଲ୍ଲା  
ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   20-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   20-Aug-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   20-Aug-2026
  ଜିଲ୍ଲା  
ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   19-Aug-2026
  ଜିଲ୍ଲା  
ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   19-Aug-2026
  ଜିଲ୍ଲା  
ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   19-Aug-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026
  ଜିଲ୍ଲା  
*ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   19-Aug-2026
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026

You Might Also Like