-+91-9937148622 |

prerana_bgr@rediffmail.com |

  Thursday 20th August 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||      ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||      ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||     

HOME   ଜିଲ୍ଲା

*ଅଲ୍ ଇଣ୍ଡିଆ ରାମଧୂନ କପ୍ ଫୁଟବଲ୍ ୨୦୨୬*- *ଟ୍ରାଇ ବ୍ରେକର୍ ରେ ୪-୩ ଗୋଲ ରେ ମଙ୍ଗଳା କ୍ଲବ କଟକ ଦଳ ଚାମ୍ପିଅନ*-

22-Feb-2026



ସୁବର୍ଣ୍ଣପୁର( ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣପୁର  ଗାନ୍ଧି ଷ୍ଟାଡିୟମ୍ ଠାରେ ଆୟୋଜିତ ୧୭ ତମ ସର୍ବ ଭାରତୀୟ ରାମଧୂନ୍ କପ୍ ଫୁଟବଲ ଟୁର୍ଣ୍ଣlମେଣ୍ଟ ର ଦ୍ୱିତୀୟ ସେମି ଫାଇନାଲ ମ୍ୟାଚ ରେ ଆଜି  କଟକ ମଙ୍ଗଳା କ୍ଲବ କଟକ  ଓ ଭୁବନେଶ୍ୱର ଜାଗା ୟୁନାଇଟେଡ ଦଳ ମଧ୍ୟରେ ଅନୁଷ୍ଟିତ ହୋଇ ଥିଲା  l ଏବଂ ଖେଳ ଶେଷ ସୁଦ୍ଧା ଉଭୟ ଦଳ ର ୧-୧- ଗୋଲ ସ୍କୋର ହୋଇ ମ୍ୟାଚ୍ ବରାବର ହୋଇଥିଲା l ଆଜି ଉଦଯାପନୀ ଉତ୍ସବ ରେ ମୁଖ୍ୟ ଅତିଥି ଭାବେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ, , ସମାଜସେବୀ ଶ୍ରୀବତ୍ସ ମଲ୍ଲିକ, ପ୍ରାକ୍ସ୍ତନ ଅଧ୍ୟକ୍ଷ କଇରୁ ସ୍ବାଇଁ, ସମାଜସେବୀ ଶ୍ରୀକାନ୍ତ ମିଶ୍ର, ଜିଲ୍ଲା କ୍ରୀଡା ସଂଘ ଉପ ସଭାପତି ଚିତ୍ତ ରଞ୍ଜନ ତରା ସିଆ, ରାମ ଧୂନ୍ କ୍ଲବ ଉପଦେଷ୍ଟା ନନ୍ଦ କିଶୋର ତ୍ରିପାଠୀ, କ୍ରୀଡ଼ା ସଂଘ କାର୍ଯ୍ଯ କାରିଣୀ ସଦସ୍ୟ ବି ସତ୍ୟ ନାରାୟଣ ରାଓ ଯୋଗ ଦେଈ  ଆୟୋଜକ କମିଟି ଦର୍ଶକ ଙ୍କୁ ଉତ୍ସାହିତ କରି ଖେଳାଳୀ ଙ୍କୁ ପୁରସ୍କୃତ କରିଥିଲେ l ମଙ୍ଗଳା କ୍ଲବ କଟକ ଦଳ ର ଫ୍ରାଞ୍ଚାଇଜ୍ ଫିଟନେସ ଅମ୍ପାୟର ପ୍ରୋପାଇଟର ଦିନେଶ ଦୟାଲ ଓ ଭୁବନେଶ୍ୱର ଜଗା ୟୁନାଇଟେଡ ଦଳ ର  ଫ୍ରାଞ୍ଚାଇଜ୍ ପଶ୍ଚିମ ନିଉଜ ଚେନେଲ  ଅଧ୍ୟକ୍ଷ ତଥା ସମଲେଶ୍ଵରୀ ନର୍ସିଂ ହୋମ୍ ର ଏମଡି ସୁଭାଶିଷ ରଥ ଙ୍କୁ ସ୍ଵତନ୍ତ୍ର ଅତିଥି ଭାବେ ଯୋଗ ଦେଇଥିବା ବେଳେ ଜିଲ୍ଲାପାଳ ଙ୍କ ଦ୍ଵାରା ଉଭୟ ଙ୍କୁ ସମ୍ବର୍ଦ୍ଧିତ କରାଯାଇଛି l  ଆୟୋଜକ କମିଟି ପକ୍ଷରୁ ଜିଲ୍ଲାପାଳ ଓ ସମସ୍ତ ଅତିଥି ଙ୍କୁ ସମ୍ବର୍ଧିତ କରା ଯାଇଥିବା ବେଳେ ୟୁଟୁବର ଅଫିସିଆଲ୍ ଶକ୍ତି ରଞ୍ଜନ, ରୋଷନ ସାହୁ, ବୁଦ୍ଧ ଦେବ ଶତପଥି , ଶକେଶ କର ,  ଗଣ ତନ୍ତ୍ର କୁମାର ଓ ଉଦ୍ଘୋଷକ ପ୍ରଭୁ ଦାସ କୁମ୍ଭାର ଙ୍କୁ ଅତିଥି ଙ୍କ ଦ୍ବାରା ସମ୍ବର୍ଧିତ କରାଯାଇଥିବା ବେଳେ ରେଫରୀ ସଞ୍ଜୀବ କୁମାର ସାହୁ, ଦେବାଶିଷ ବାଗ , ଜିତୁ ପାତ୍ର, ସଂଜନ୍ କୁଦେଇ, ସୁଶାନ୍ତ ବାଘ, ଅଜୟ ପଧାନ ଭୂକୁଲୁ ବକ୍ସି, ରୋଷନ ମେହେର, ଅଜୟ ପଧାନ, ଗୌରଙ୍ଗ ପାଣ୍ଡେ, ବିଦ୍ୟା ଧର ମିଶ୍ର ଙ୍କୁ ମଧ୍ଯ ଅତିଥି ଙ୍କ ଦ୍ଵାରା ସମ୍ବର୍ଦ୍ଧିତ କରାଯାଇଛି  l

ଶେଷ ଦିନ ଯାଏ ଖେଳ ର ସିଧା ପ୍ରସାରଣ କରିଥିବା ୟୁଟ୍ୟୁବରେ ରାକେଶ ନାଗ ଙ୍କୁ ଓ ସମସ୍ତ ଦଳ ର ଫ୍ରାଞ୍ଚାଇଜ୍ ମନଙ୍କୁ ମଧ୍ୟ ଜିଲ୍ଲାପାଳ ଙ୍କ ଦ୍ଵାରା ସମ୍ବର୍ଧିତ କରାଯାଇଥିଲା l ମ୍ୟାନ ଅଫ ଦି ମ୍ୟାଚ ଭାବେ ବିବେଚିତ ହୋଇଥିବା କଟକ ଦଳ ର ରାକେଶ ସାହୁ ଙ୍କୁ  , ବେଷ୍ଟ ଗୋଲ କିପର ଭାବେ ରବି ଦଳ କୁଡିଆ , କଟକ, ଏମର୍ଜିଂ ଖେଳାଳି ଜୀତୁ ମୁଦୁଲି କଟକ,  ମ୍ୟାନ ଅଫ ଦି ସିରିଜ ଭାବେ ଜୟନ୍ତ ମହତା, ଭୁବନେଶ୍ବର ଙ୍କୁ ଜିଲ୍ଲାପାଳ ଙ୍କ ଦ୍ଵାରା ସମ୍ବର୍ଧିତ କରାଯାଇଥିଲା l  ଆଜିର ଫାଇନାଲ ଖେଳ ର ଉପ ବିଜେତା ଦଳ ଜଗା ୟୁନାଇଟେଡ ଭୁବନେଶ୍ବର କୁ ଟ୍ରଫି ସହ ୩୦ ହଜାର ଟଙ୍କା ନଗଦ ରାଶି ପ୍ରଦାନ କରା ଯାଇଥିବା ବେଳେ ଚମ୍ପିୟାନ ଟିମ୍ ମଙ୍ଗଳା କ୍ଲବ କଟକ କୁ  ବିଜେତା ଟ୍ରଫି ସହ ନଗଦ ୫୦ ହଜାର ଟଙ୍କା ମୂଖ୍ୟ ଅତିଥି ଜିଲ୍ଲାପାଳ ଙ୍କ ଦ୍ଵାରା ପ୍ରଦାନ କରା ଯାଇଥିଲା l ଦର୍ଶକ ଲଟେରୀ ର ପ୍ରଥମ ବିଜେତା  ଆୟୁଷ୍ମାନ ପଣ୍ଡା,ସୋନପୁର ,  ଦ୍ୱିତୀୟ ବିଜେତା  ବଚିନ ନାଏକ ସୋନପୁର , ଓ ତୃତୀୟ ବିଜେତା  ଭାବେ ମୁଲି ପଧାନ ଖଲିଆପାଲି ଙ୍କୁ ଅତିଥି ଙ୍କ ଦ୍ଵାରା ପୁରସ୍କୃତ କରା ଯାଇଛି l  ଆଜିର ଖେଳକୁ  ମୁଖ୍ୟ ରେଫରି ଭାବେ ସଞ୍ଜୀବ ସାହୁ ,  ମ୍ୟାଚ କମିଶନର ଭାବେ ଭୁକୁଲୁ ବକ୍ସି ଖେଳ ପରିଚାଳନା ରେ ସହଯୋଗ  କରିଥିଲେ l  ଶେଷ ଦିନ ରେ  ୧୫;ହଜାର ରୁ ଉର୍ଦ୍ଧ୍ବ ଦର୍ଶକ ଖେଳ କୁ ଉପଭୋଗ କରିଥିବା ବେଳେ  ମନୋରଞ୍ଜନ ତ୍ରିପାଠୀ ଓ ଦିଗାମ୍ବର ଶତପଥି ଅତିଥି ପରିଚୟ ଓ ସଭା ପରିଚାଳନା କରିଥିଲେ  l ପ୍ରଭୁଦାସ କୁମ୍ଭାର ଖେଳ ର ପ୍ରତ୍ୟକ୍ଷ ଧାରା ବିବରଣୀ ପ୍ରଦାନ କରିଥିଲେ l କ୍ରୀଡ଼ା ସଂଘ ସଂପାଦକ ପୀୟୂଷ ପଣ୍ଡା, ରାମଧୁନ କ୍ଳବ୍ ସଦସ୍ୟ ବିକାଶ ପଣ୍ଡା ଙ୍କ ପ୍ରତ୍ୟକ୍ଷ ତତ୍ଵା ବଧାନ ରେ ଅନୁଷ୍ଟିତ ଏହି କାର୍ଯ୍ଯ କ୍ରମ ରେ ଶେଷ ଦେବ ମେହେର, ଲଡୁ କିଶୋର ମଲ୍ଲିକ, ସନ୍ତୋଷ ପାଢ଼ୀ, ସୁଭାଷ ବିଶ୍ଵାଳ, ବସିର୍ ମହମ୍ମଦ, ଅନିଲ ସାହୁ, ହୃଷୀକେଶ ପଣ୍ଡା, ରାଜ କୁମାର୍ ନାଏକ, ରାଜୀବ ସାହୁ, ବୁବୁନ ନାଏକ,  ଶ୍ରୀତମ୍ ସାହୁ, ବିକାଶ ପାଢ଼ୀ , ପ୍ରିତମ ସରାଫ, ଶ୍ରୀତମ ସରାଫ, ଅମିତ୍ ସାହୁ, ମୁନୁ ମହମ୍ମଦ, ବିଶ୍ୱ, ଚାହଦ, ରିକୁନ ନାଏକ, ସିପୁନ ନାଏକ, ସୁରଜ୍ ସାହୁ, ଚନ୍ଦନ ସାହୁ, ବିଦ୍ୟା ଧର ମିଶ୍ର ,  ସଦା ଶାନ୍ତି ସାହୁ, ଗୁରୁ ଦଳାଇ,  ଚନ୍ଦନ ବେହେରା, ଆୟୁଷ ପଣ୍ଡା, ଅଂଶୁମାନ ପଣ୍ଡା ଙ୍କ ସମେତ ସମସ୍ତ ସଦସ୍ୟ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   20-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   20-Aug-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   20-Aug-2026
  ଜିଲ୍ଲା  
ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   19-Aug-2026
  ଜିଲ୍ଲା  
ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   19-Aug-2026
  ଜିଲ୍ଲା  
ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   19-Aug-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026
  ଜିଲ୍ଲା  
*ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   19-Aug-2026
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026

You Might Also Like