-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||     

HOME   ଜିଲ୍ଲା

ଟିଟିଲାଗଡ଼ : ଡାକ୍ତର ଓ କର୍ମଚାରୀଙ୍କୁ ଦୁର୍ବ୍ୟବହାର ନେଇ କାର୍ଯ୍ୟବନ୍ଦ ଆନ୍ଦୋଳନ ଧମକ

04-Feb-2021



 ଟିଟିଲାଗଡ,(ପ୍ରେରଣା ଖବର) : ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟରେ ଆଜି ଜଣେ ବ୍ୟକ୍ତି କାର୍ଯ୍ୟରତ ଡ଼. ଓମକାର ହୋତା ଓ ଅନ୍ୟ କିଛି କର୍ମଚାରୀଙ୍କୁ ଗାଳିଗୁଲଜ ସହ ଆକ୍ରମଣ ଉଦ୍ୟମ ନେଇ ତୀଵ୍ର ଅସନ୍ତୋଷ ପ୍ରକାଶ ପାଇଛି । ପ୍ରକାଶ ଯେ, ଡାକ୍ତରଖାନାରେ ବିଭିନ୍ନ ବିଭାଗର ପଦ ପଦବୀ ଖାଲି ରହିବା ଯୋଗୁଁ ପ୍ରବଳ ଭିଡ଼ ଲାଗି ରହିବା ସମସ୍ୟା ଦୀର୍ଘ ଦିନ ଧରି ଲାଗିରହିଛି । ଯଦ୍ବାରା ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇଥାଏ । ସେହିପରି ଅନେକ ଅସାମାଜିକ ଯୁବକ ମଦ୍ୟପାନ କରି ଏହି ଡାକ୍ତରଖାନା ଆସି ଡାକ୍ତର ଓ କର୍ମଚାରୀ ଙ୍କୁ ଦୁର୍ବ୍ୟବହାର କରୁଥିବା ଦେଖା ଯାଇଛି l ସିକୁରୀଟି ଗାର୍ଡ ସହ ସ୍ଵତନ୍ତ୍ର ଭାବେ ପୋଲିସ କର୍ମଚାରୀ ନରହିବା ଓ ଟିଟିଲାଗଡ ଫାଣ୍ଡି ଦୂରରେ ଥିବା ଓ ସର୍ବଦା ବନ୍ଦ ରହିବା ଦ୍ୱାରା ଏପରି ଅଘଟଣ ଘଟୁ ଥିବା ଜନମତ ପ୍ରକାଶ ପାଇଛି l ଟିଟିଲାଗଡ ଡାକ୍ତରଖାନାରେ କାର୍ଯ୍ୟରତ ଡାକ୍ତର ଓ କିଛି କର୍ମଚାରୀ ଓ ସିକୁରୀଟି ଙ୍କୁ ଗାଳି ଗୁଲଜ କରିବା ନେଇ କାର୍ଯ୍ୟବନ୍ଦ ପାଳନ କରିଥିବା ବେଳେ ମେଡିକାଲ ସୁପରିଟେଣ୍ଡେଣ୍ଟ ଡ଼ଃ ପ୍ରଦୀପ ନାୟକ ରୋଗୀଙ୍କ ଅସୁବିଧା ନ ହେଉ ଏଣୁ ଧାରଣା ନ ଦେଇ ପୋଲିସରେ ଅଭିଯୋଗ କରିବା ପରାମର୍ଶ ଦେଇଥିଲେ । ପୂର୍ବରୁ ଜଣେ ଅଟୋଚାଳକ ମଦ୍ୟପାନ ଅବସ୍ଥାରେ ଟିଟିଲାଗଡ ଡାକ୍ତରଖାନାକୁ ଆସି କାର୍ଯ୍ୟରତ ଡାକ୍ତର ଓମକାର ହୋତାଙ୍କୁ ଦୁର୍ବ୍ୟବହାର କରିବା ଓ ନିଜେ ଥାନାରେ ତାଙ୍କ ନାଁ ରେ ମିଥ୍ୟା ମାମଲା ଦେଇ ୪୦,୦୦୦ ଟଙ୍କା ନେଇ କେଶ ଫେରାଇବୁ କହିବା ପରି ଘଟଣା ନେଇ ଡାକ୍ତରଖାନା କର୍ମଚାରୀ ମହଲରେ ଅସନ୍ତୋଷ ପ୍ରକାଶ ପାଇଥିଲା । ବର୍ତ୍ତମାନ କାର୍ଯ୍ୟବନ୍ଦ ଆନ୍ଦୋଳନରୁ ଓହରିବା ପୂର୍ବରୁ ଦୁର୍ବ୍ୟବହାର କରିଥିବା ଅଟୋଚାଳକ ଓ ତାଙ୍କ ସହଯୋଗୀ ତଥା ବର୍ତ୍ତମାନ ଦୁର୍ବ୍ୟବହାର କରିଥିବା ବ୍ୟକ୍ତିଙ୍କୁ ତୁରନ୍ତ ଗିରଫ କରିବା ନେଇ ଟିଟିଲାଗଡ ଥାନାରେ ଏତଲା ଦିଆଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026

You Might Also Like