-+91-9937148622 |

prerana_bgr@rediffmail.com |

  Thursday 5th March 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   (05-Mar-2026)       ||      ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   (05-Mar-2026)       ||      ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||      ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (05-Mar-2026)       ||      ହରିହର ଭେଟ ସମ୍ପନ୍ନ   (05-Mar-2026)       ||      ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||      ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||      ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ ମୃତ୍ୟୁ   (04-Mar-2026)       ||      ହୃଦୟକୁ ହୃଦୟର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ    (04-Mar-2026)       ||      ଏକ ଭିନ୍ନ ଶିକ୍ଷକ   (04-Mar-2026)       ||      ବରପାଲି ରେ ରାଜ୍ୟ ସ୍ତରୀୟ ସାହିତ୍ୟ ସମ୍ମିଳନୀ ଆଦ୍ୟ ଫଗୁଣ   (04-Mar-2026)       ||     

HOME   ଜିଲ୍ଲା

ମାଁ ମାହେଶ୍ୱରୀ ମନ୍ଦିର ପ୍ରତିଷ୍ଠା ନେଇ କଳସ ଶୋଭାଯାତ୍ରା(ଫୁଲମୁଠି ଉତ୍ସବ ମୁଖର)

22-Feb-2026



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ବ୍ଲକ ଫୁଲମୁଠି ଗ୍ରାମର ଇଷ୍ଟଦେବୀ ମାଁ ମାହେଶ୍ୱରୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ନେଇ ସାରା ଗ୍ରାମରେ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଥିବା ବେଳେ ଆଜି ମହାଆଡମ୍ବର ପୂର୍ଣ୍ଣ ଭାବେ କଳସ ଶୋଭାଯାତ୍ରା ଅନୁଷ୍ଟିତ ହୋଇଥିଲା।ଶଙ୍ଖ ଧ୍ୱନି ସହ  ଘଣ୍ଟବାଦ୍ୟ ଓ ସଙ୍କୀର୍ତ୍ତନର ତାଳେ ତାଳେ ସହସ୍ରାଧିକ ମହିଳା ଓ ପୁରୁଷ କଳସ ଶୋଭାଯାତ୍ରାରେ ବାହାରି ମୁକ୍ତିତିର୍ଥ ପାପକ୍ଷୟ ଘାଟକୁ ପହଞ୍ଚିଥିଲେ ।ସେଠାରେ ପୂଜକଙ୍କ ଦ୍ୱାରା ଯଥାରିତ ପୂଜାର୍ଚ୍ଚନା ପରେ ଜଳ ଭର୍ତ୍ତି ପୂର୍ଣ୍ଣ କଳସ ଧରି ଗ୍ରାମକୁ ପ୍ରତ୍ୟାବର୍ତ୍ତନ କରିଥିଲେ।ପରେ ଯଜ୍ଞ ମଣ୍ଡପ ଠାରେ କଳସ ସ୍ଥାପନ କରାଯାଇଥିଲା ।ଏହି ପ୍ରତିଷ୍ଠା ଉତ୍ସବର ମୁଖ୍ୟ କର୍ତ୍ତା ଭାବେ ବନବିହାରୀ ମହାକୁର ଓ ତାଙ୍କ ଧର୍ମପତ୍ନୀ ମାଳତୀ ମହାକୁର,ନାମ ଯଜ୍ଞ କର୍ତ୍ତା ଭାବେ ରାଖାଲ ବରିହା ଓ ତାଙ୍କ ଧର୍ମପତ୍ନୀ ସସ୍ମିତା ବରିହା,ମୁଖ୍ୟ ପୂଜକ ଭାବେ ବାସୁଦେବ ହୋତା,ସହଯୋଗୀ ପୂଜକ ଯୁଧିଷ୍ଟିର ଦାଶ,ମନ୍ଦିର ପୂଜକ ବିଷ୍ଣୁ ପଣ୍ଡା ଦାୟିତ୍ଵ ନିର୍ବାହ କରୁଥିବା ବେଳେ ପ୍ରତିଷ୍ଠା କମିଟି ର ସମସ୍ତ କର୍ମକର୍ତ୍ତା ଓ ଗ୍ରାମବାସୀ ସହଯୋଗ କରୁଥିବା ଜଣାପଡିଛି।ସୂଚନା ଅନୁସାରେ ସପ୍ତାହ ବ୍ୟାପି ଅନୁଷ୍ଟିତ ଏହି ଉତ୍ସବର ବିଭିନ୍ନ ଦିବସରେ ମଣ୍ଡପ ପ୍ରବେଶ,ସୋଧନ ସପ୍ତକ କିରଣ,ନାମ ଯଜ୍ଞ ଆରମ୍ଭ,ମନ୍ଦିର ନ୍ୟାସ,ଚଣ୍ଡୀ ହୋମ,ମନ୍ଦିର ଅଙ୍ଗପୁଜା,ଦେବୀଙ୍କ ପୀଠ ପ୍ରବେଶ ହେବ। ସେହିପରି ଶ୍ରଦ୍ଧାଳୁ ଭକ୍ତଙ୍କ ମନୋରଞ୍ଜନ ସକାଶେ ପାରାୟଣ,ପ୍ରବଚନ,ଭଜନ ସନ୍ଧ୍ୟ ଆଦି ହେବ ବୋଲି କମିଟି ପକ୍ଷରୁ କୁହାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   05-Mar-2026
  ଜିଲ୍ଲା  
ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   05-Mar-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   05-Mar-2026
  ଜିଲ୍ଲା  
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   05-Mar-2026
  ଜିଲ୍ଲା  
ହରିହର ଭେଟ ସମ୍ପନ୍ନ   05-Mar-2026
  ଜିଲ୍ଲା  
ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   05-Mar-2026
  ଜିଲ୍ଲା  
ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   05-Mar-2026
  ଜିଲ୍ଲା  
ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ   05-Mar-2026
  ଜିଲ୍ଲା  
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   05-Mar-2026
  ଜିଲ୍ଲା  
ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   05-Mar-2026
  ଜିଲ୍ଲା  
ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   05-Mar-2026
  ଜିଲ୍ଲା  
ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   05-Mar-2026

You Might Also Like