-+91-9937148622 |

prerana_bgr@rediffmail.com |

  Thursday 20th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||      ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||      ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||     

HOME   ଜିଲ୍ଲା

_ଅଦିନିଆ ରଥଯାତ୍ରା ପାଳନକୁ ବିରୋଧ କରି ସିନାପାଲି ରେ ସାମ୍ବାଦିକ ସମ୍ମିଳନୀ

22-Feb-2026



ସିନାପାଲି: ଶ୍ରୀ ଜଗନ୍ନାଥ ସଂସ୍କୃତି ଏବଂ ପରମ୍ପରା କୁ ସୁରକ୍ଷା ଦେବା ଲକ୍ଷ୍ୟ ରେ ଶ୍ରୀ ଜଗନ୍ନାଥ ଚେତନା ଗବେଷଣା ପ୍ରତିଷ୍ଠାନ ର ନୂଆପଡା ଜିଲ୍ଲା ଶାଖା ପକ୍ଷ ରୁ ଆଜି ସିନାପାଲି ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। 
ଏହି ସମ୍ମିଳନୀ ରେ ଇସ୍କନ (ISKCON) ଅନୁଷ୍ଠାନ ପକ୍ଷ ରୁ ବିଶ୍ୱର ଅନେକ ଦେଶରେ ଅଦିନିଆ ରଥଯାତ୍ରା ପାଳନକୁ ତୀବ୍ର ନିନ୍ଦା କରାଯିବା ସହ ଏହା ଶାସ୍ତ୍ରୀୟ ନିୟମକୁ ସମ୍ପୂର୍ଣ ଉଲଂଘନ କରୁଥିବାରୁ କୋଟି କୋଟି ଜଗନ୍ନାଥ ପ୍ରେମୀ ଙ୍କ ଧର୍ମୀୟ ଭାବନାକୁ ଆଘାତ ଦେଉଥିବା ପ୍ରକାଶ କରାଯାଇଥିଲା। ଶାସ୍ତ୍ର ଅନୁସାରେ, ଶ୍ରୀ ଜଗନ୍ନାଥ ଙ୍କ ରଥଯାତ୍ରା କେବଳ ଆଶାଢ଼ ଶୁକ୍ଳ ଦ୍ଵିତୀୟା ତିଥିରୁ ଆରମ୍ଭ ହୋଇ ନଅ ଦିନର ଅବଧିରେ ସମ୍ପୂର୍ଣ ହେବାର ଵିଧି ରହିଛି।
କିନ୍ତୁ ISKCON ଅନୁଷ୍ଠାନ ପକ୍ଷ ରୁ ବିଭିନ୍ନ ଦେଶରେ ବର୍ଷ ତମାମ ବିଭିନ୍ନ ସମୟରେ ରଥଯାତ୍ରା ପାଳନ କରାଯାଉଥିବାରୁ ଏହି ପ୍ରଥାକୁ ସମ୍ପୂର୍ଣ ଭାବରେ ବନ୍ଦ କରି ନିର୍ଦ୍ଧାରିତ ତିଥିରେ ପାଳନ କରିବା ପାଇଁ ସମ୍ପୃକ୍ତ ଅନୁଷ୍ଠାନ କୁ ଅନୁରୋଧ କରାଯାଇଥିଲା। 
ଏହି ସମ୍ମିଳନୀ ରେ ଶ୍ରୀ ଜଗନ୍ନାଥ ଚେତନା ଗବେଷଣା ପ୍ରତିଷ୍ଠାନ ପୁରୀ ର ସଭାପତି ଶ୍ରୀ ରାଧେଶ୍ୟାମ ପଣ୍ଡା, ନୂଆପଡା ଜିଲ୍ଲା ଶାଖା ସଭାପତି ଶ୍ରୀ ବୈଶମ୍ପାୟାନ ମେହେର ସମ୍ପାଦକ ଶ୍ରୀ ତୁଳସୀ ରାମ ମେହେର, କୋଷାଧକ୍ଷ ଶ୍ରୀ ରୁପେଶ ଚନ୍ଦ୍ର ମେହେର ସହ ସିନାପାଲି ଜଗନ୍ନାଥ ମନ୍ଦିର ର ପରିଚାଳନା ସମିତି ର ବରିଷ୍ଠ କାର୍ଯ୍ୟକର୍ତା ଶ୍ରୀ ଡମ୍ବରୁଧର ମେହେର, ଶ୍ରୀ ପୂର୍ଣ୍ଣଚନ୍ଦ୍ର ମେହେର, ଶ୍ରୀ ଗଳାମଣି ସା ସହ ଅନ୍ୟାନ୍ୟ କର୍ମକର୍ତ୍ତା ଉପସ୍ଥିତ ଥିଲେ।

(ନୂଆପଡା ଜିଲ୍ଲାରୁ ପରମେଶ୍ୱର ମେହେର ରିପୋର୍ଟ )


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   20-Aug-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   20-Aug-2026
  ଜିଲ୍ଲା  
ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   19-Aug-2026
  ଜିଲ୍ଲା  
ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   19-Aug-2026
  ଜିଲ୍ଲା  
ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   19-Aug-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026
  ଜିଲ୍ଲା  
*ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   19-Aug-2026
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026

You Might Also Like