-+91-9937148622 |

prerana_bgr@rediffmail.com |

  Thursday 20th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||      ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||      ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||     

HOME   ଜିଲ୍ଲା

ସିନାପାଲି ଗାନ୍ଧୀନଗରେ ସିଦ୍ଧି ବିନାୟକ ମନ୍ଦିରର ରତନମୁଦ୍ ମହୋତ୍ସବେ ଭକ୍ତିର ଉଲ୍ଲାସ l

23-Feb-2026



ସିନାପାଲି ( ଚିନ୍ତାମଣି ନେତାମ) ନୂଆପଡା ଜିଲ୍ଲା ସିନାପାଲି ଗାନ୍ଧୀନଗରେ ଅବସ୍ଥିତ ଶ୍ରୀ ଶ୍ରୀ ସିଦ୍ଧି ବିନାୟକ ମନ୍ଦିର ରେ ରତନମୁଦ୍ ମହୋତ୍ସବ ବଡ଼ ଧୂମଧାମେ ଆଉ ଭକ୍ତିମୟ ପରିବେଶରେ ପାଳିତ ହେଇଥିଲା। ସକାଳୁ ମଙ୍ଗଳ ଆରତି ସହ ବିଶେଷ ପୂଜା-ଅର୍ଚ୍ଚନା ଆଉ ହୋମ-ଯଜ୍ଞ କାର୍ଯ୍ୟକ୍ରମରେ ଦିନଟାର ଶୁଭ ଆରମ୍ଭ ହେଇଥିଲା। ଦିନ ଭରି ମନ୍ଦିର ପରିସରେ ଶ୍ରଦ୍ଧାଳୁ ମାନଙ୍କର ଭିଡ଼ ଲାଗିରହିଥିଲା, ଆଉ “ଜୟ ଗଣେଶ” ଧ୍ୱନିରେ ପରିବେଶ ଗୁଞ୍ଜିଉଠିଥିଲା।
ଏହି ପବିତ୍ର ଅବସରେ କର୍ତ୍ତା ଭାବେ ରାଜେନ୍ଦ୍ର ମେହେର ଆଉ ଧର୍ମପତ୍ନୀ ରୀନା ମେହେର, ରାଜିନ୍ଦ୍ର ମେହେର ଆଉ ଧର୍ମପତ୍ନୀ ଉର୍ମିଳା ମେହେର ମୁଖ୍ୟ ଭାବେ ଦାୟିତ୍ୱ ନେଇଥିଲେ। ପୂଜକ ପ୍ରମୋଦ ଯୋଶୀ ଆଉ ଭୀଷ୍ମଦେବ ଦାସ ବିଧିବତ୍ ମନ୍ତ୍ରୋଚ୍ଚାରଣ କରି ପୂଜା କାମ ସଫଳ ଭାବେ ସମ୍ପନ୍ନ କରିଥିଲେ। ତାଙ୍କର ମନ୍ତ୍ରଧ୍ୱନିରେ ସମ୍ପୂର୍ଣ୍ଣ ପରିବେଶ ଆଧ୍ୟାତ୍ମିକ ଭାବନାରେ ଭିଜିଯାଇଥିଲା।ମୁଖ୍ୟ ଅତିଥି ଭାବେ ଅଧୀରାଜ ମୋହନ ପାଣିଗ୍ରାହୀ, ଖଡ଼ିଆଳ ବିଧାୟକ ଯୋଗଦେଇ ଭକ୍ତମାନଙ୍କୁ ଶୁଭେଚ୍ଛା ଜଣାଇଥିଲେ ଆଉ ମନ୍ଦିରର ଉନ୍ନତି ପାଇଁ ସମସ୍ତଙ୍କୁ ଏକତାରେ କାମ କରିବାକୁ ଆହ୍ୱାନ କରିଥିଲେ। ଲମ୍ବୋଦର ନିଆଲ ମଧ୍ୟ ଉପସ୍ଥିତ ରହି ଉତ୍ସବକୁ ଆଉ ଶୋଭାମୟ କରିଥିଲେ।ଉତ୍ସବର ସଫଳ ଆୟୋଜନ ପାଇଁ ଗଣେଷ ମେହେର, ରାଜୀବ ଲୋଚନ ମେହେର, ଶଙ୍କର ମେହେର, ସୀତାରାମ ମେହେର, ଗୌତମ ମେହେର, ରବି ମେହେର, ଶିବ ମେହେର, ତ୍ରିନାଥ ମେହେର, ଜିତେନ୍ଦ୍ର ମେହେର, ଜୟରାମ ମେହେର ଆଉ ଡମ୍ବରୁଧର ମେହେର ସହ ସମସ୍ତ ଗାଁବାସୀଙ୍କର ଅବଦାନ ସ୍ମରଣୀୟ ରହିଥିଲା।
ସମ୍ପୂର୍ଣ୍ଣ ଅଞ୍ଚଳ ଭକ୍ତିରସରେ ମଗ୍ନ ହୋଇଥିବା ବେଳେ ରତନମୁଦ୍ ମହୋତ୍ସବ ଶାନ୍ତିପୂର୍ଣ୍ଣ ଭାବେ ସମାପ୍ତ ହେଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   20-Aug-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   20-Aug-2026
  ଜିଲ୍ଲା  
ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   19-Aug-2026
  ଜିଲ୍ଲା  
ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   19-Aug-2026
  ଜିଲ୍ଲା  
ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   19-Aug-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026
  ଜିଲ୍ଲା  
*ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   19-Aug-2026
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026

You Might Also Like