-+91-9937148622 |

prerana_bgr@rediffmail.com |

  Thursday 20th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||      ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||      ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||     

HOME   ଜିଲ୍ଲା

ଡୁଙ୍ଗୁରିପାଲି ବ୍ଲକସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

23-Feb-2026



ବିଭିନ୍ନ ପ୍ରକାରର ୧୧୬ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ

 ସୁବର୍ଣ୍ଣପୁର(ଅରବିନ୍ଦ ମିଶ୍ର):  ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଡୁଙ୍ଗୁରିପାଲି ପଞ୍ଚାୟତ ସମିତି ଅନ୍ତର୍ଗତ କର୍ଲାଯୋରୀ ଗ୍ରାମ  କାର୍ଯ୍ୟାଳୟ ସ୍ଥିତ ସମ୍ମୁଖ ପ୍ରାଙ୍ଗଣ ଠାରେ ଅନୁଷ୍ଠିତ ହୋଇ ଯାଇଛି l ଏହି ଯୁଗ୍ମ ଅଭିଯୋଗ ଶୁଣାଣିରେ ଡ.ନୃପରାଜ ସାହୁ ଓ  ଆରକ୍ଷୀ ଅଧିକ୍ଷକ, ଶ୍ରୀ ନାରାୟଣ ନାୟକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ସର୍ବମୋଟ ୧୧୬ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରୁ ୯୮ (ଆଠାନବେ) ଗୋଟି ଦରଖାସ୍ତ  ବ୍ୟକ୍ତିଗତ ରହିଥିବା ବେଳେ ୧୮ ଗୋଟି ସାମୁହିକ ଦରଖାସ୍ତ  ହସ୍ତଗତ ହୋଇଥିଲା। ୨ ଦରଖାସ୍ତ ଅଭିଯୋଗ ଶୁଣାଣୀ ଶିବିରରେ ଫାଇସଲା କରାଯାଇ ଳଥିଲା।  ସମସ୍ତ ସାମୁହିକ ଓ ବ୍ୟକ୍ତିଗତ ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ  ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଡୁଙ୍ଗୁରିପାଲି ସଂଜୀବ କୁମାର ସାହୁ ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇ ଥିଲା। ଏହି ଯୁଗ୍ମ ଅଭିଯୋଗ  ଶୁଣାଣି ଶିବିରରେ ଅତିରିକ୍ତ  ଜିଲ୍ଲାପାଳ, ରାଜସ୍ବ, ସୁବର୍ଣ୍ଣପୁ ରାଜେନ୍ଦ୍ର ମାଝୀ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ,  ସୁବର୍ଣ୍ଣପୁର, ଅଶ୍ୱିନୀ କୁମାର ମେହେର, ଡେପୁଟି କଲେକ୍ଟର, ଅଭିଯୋଗ ଶୁଣାଣୀ ସୁଶ୍ରୀ ପ୍ରିୟଦର୍ଶିନୀ ସାହୁଙ୍କ  ସମେତ  ତହସିଲଦାର, ବିମଳ କିଶୋର ପତ୍ର, ଊପାଧକ୍ଷ, ଡୁଙ୍ଗୁରିପାଲି ପଞ୍ଚାୟତ ସମିତି, ମକରଧ୍ବଜ ସାହୁ ସରପଞ୍ଚ,କର୍ଲାଯୋରି ଗ୍ରାମ ପଞ୍ଚାୟତ, ଶ୍ରୀମତି ସୁଜାତା ସେଠୀ ତଥା ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ,କର୍ମଚାରୀବୃନ୍ଦଙ୍କ ସମେତ ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ସୁବର୍ଣ୍ଣପୁର ଅର୍ଜୁନ ମାଝୀଙ୍କ ସହିତ ବିଭିନ୍ନ ସମ୍ବାଦ ପତ୍ରର ସାମ୍ବାଦିକ ଓ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧି ମାନେ ଯୋଗଦାନ କରିଥିଲେ। ଏହି ଅବସରରେ  ଜିଲ୍ଲାପାଳ ସୁବର୍ଣ୍ଣପୁରଗ, ଦୁଇ ଜଣ ଭିନ୍ନକ୍ଷମ ବୃଦ୍ଧା ଭାରତୀ ରାଉତ ନିବାସୀ ମହୁଳପାଲି ଓ ରଏବାରି ସାହୁ ନିବାସୀ ଯାଜମାଲ ଙ୍କୁ ହ୍ୱୀଲ ଚେୟାର ପ୍ରଦାନ କରିଥିଲେ ଏବଂ କର୍ଲକୋରି ଗ୍ରାମ ପଞ୍ଚାୟତର ନୂତନ ପାଠାଗାର ର ଶୁଭ ଉଦ୍ଘାଟନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   19-Aug-2026
  ଜିଲ୍ଲା  
ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   19-Aug-2026
  ଜିଲ୍ଲା  
ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   19-Aug-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026
  ଜିଲ୍ଲା  
*ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   19-Aug-2026
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026

You Might Also Like