-+91-9937148622 |

prerana_bgr@rediffmail.com |

  Friday 6th March 2026 |

| | | |

R.N.I. Regd No. ODIODI/2010/46693

Breaking News

ମୀନକେତନ ଦାଶ ଚାକିରିରୁ ଅବସର ନେଲେ: ମାୟାବର୍ହା ଓ ପୈତୃକ ଗ୍ରାମ ଖଲିଆପାଲି ଉତ୍ସବ ମୁଖର   (06-Mar-2026)       ||      ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (06-Mar-2026)       ||      ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ    (05-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   (05-Mar-2026)       ||      *ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   (05-Mar-2026)       ||      ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   (05-Mar-2026)       ||      ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||      ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (05-Mar-2026)       ||      ହରିହର ଭେଟ ସମ୍ପନ୍ନ   (05-Mar-2026)       ||      ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||      ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||     

HOME   ଜିଲ୍ଲା

ଲେପ୍ରା ସୋସାଇଟି ର ୩୭ତମ ପ୍ରତିଷ୍ଠା ଦିବସ ପାଳିତ

23-Feb-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣପୁର ଲେପ୍ରା ସୋସାଇଟି ର ସମ୍ମିଳନୀ କକ୍ଷରେ ଏହାର ୩୭ତମ ପ୍ରତିଷ୍ଠା ଦିବସ ମହା ସମାରୋହରେ ପାଳନ ହୋଇଯାଇଛି।ଲେପ୍ରା ସୋସାଇଟି ର ଓଡିଶା ରାଜ୍ୟ ଆମ୍ବାସେଡର ଗୋରେଖନାଥ ସାହୁ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ଲେପ୍ରୋସି ଅଧିକାରୀ ଡଃ ତ୍ରିବିକ୍ରମ ପାଣ୍ଡିଆ ଓ ଅନ୍ୟତମ ଅତିଥି ଭାବରେ ଜିଲ୍ଲା କୁଷ୍ଠ ରୋଗ ସଂଯୋଜକ ଗୈ।ରୀଶଙ୍କର ପଣ୍ଡା , ହରୀତା ସାହୁ ବକ୍ତା ଭାବରେ ମଞ୍ଚାସୀନ ରହି ଅନୁଷ୍ଠାନ ର  ସେବା ମନୋଭାବ ସଂପର୍କରେ ମତବ୍ୟକ୍ତ କରିଥିଲେ ‌। କୁଷ୍ଠ ମୁକ୍ତ ସାଧୁ ଅରୁଣ ସୁନା ମଧ୍ୟ ତାଙ୍କର ୩୭ବର୍ଷର ଅଭିଜ୍ଞତା ଓ ଅଙ୍ଗେ ନିଭାଇଥିବା କିଛି କଥା ବର୍ଣ୍ଣନା କରିବା  କୁଷ୍ଠ ରୋଗର ପ୍ରତିଷେଧ, ନିରାକରଣ ସହ ସାମାଜିକ ସମସ୍ୟା ସଂପର୍କରେ ଆଲୋକପାତ କରିଥିଲେ। ଭିଜିଓଥେରାପିଷ୍ଟ୍ ବାଲ ଗୋପାଲ ନାଗ ସଭା ତଥା  କାର୍ଯ୍ୟକ୍ରମ କୁ ସଂଯୋଜନା କରିଥିବାବେଳେ ବର୍ଷା ରାଣୀ ସାହୁ ଓ ଗୋବିନ୍ଦ ଦୀପ ପ୍ରମୁଖ ସହଯୋଗ କରିଥିଲେ ଶେଷରେ କାହ୍ନୁଚରଣ ଡାକୁଆ ଧନ୍ୟବାଦ ପ୍ରଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମୀନକେତନ ଦାଶ ଚାକିରିରୁ ଅବସର ନେଲେ: ମାୟାବର୍ହା ଓ ପୈତୃକ ଗ୍ରାମ ଖଲିଆପାଲି ଉତ୍ସବ ମୁଖର   06-Mar-2026
  ଜିଲ୍ଲା  
ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   06-Mar-2026
  ଜିଲ୍ଲା  
ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ   05-Mar-2026
  ଜିଲ୍ଲା  
*ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   05-Mar-2026
  ଜିଲ୍ଲା  
*ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   05-Mar-2026
  ଜିଲ୍ଲା  
ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   05-Mar-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   05-Mar-2026
  ଜିଲ୍ଲା  
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   05-Mar-2026
  ଜିଲ୍ଲା  
ହରିହର ଭେଟ ସମ୍ପନ୍ନ   05-Mar-2026
  ଜିଲ୍ଲା  
ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   05-Mar-2026
  ଜିଲ୍ଲା  
ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   05-Mar-2026
  ଜିଲ୍ଲା  
ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ   05-Mar-2026

You Might Also Like