-+91-9937148622 |

prerana_bgr@rediffmail.com |

  Thursday 20th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||      ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||      ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||     

HOME   ଜିଲ୍ଲା

ବଜେଟ ୨୦୨୬-୨୭: ସହରାଞ୍ଚଳ ଗତିଶୀଳତା ପାଇଁ ୪୨୧ କୋଟିର ବ୍ୟୟ ବରାଦ

23-Feb-2026



ଭୁବନେଶ୍ୱର(ପ୍ରେରଣା ଖବର): ସହରାଞ୍ଚଳ ପରିବହନ ପାଇଁ ୪୨୧ କୋଟି ଟଙ୍କାର ବ୍ୟୟବରାଦ ହେବାପରେ ଏବେ ଅଧିକ ରୁ ଅଧିକ ସଂଖ୍ୟକ ପରିବେଶ ଅନୁକୂଳ ଇ-ବସ୍ ଆଣିବାପାଇଁ ସରକାର ଅଣ୍ଟା ଭିଡିଛନ୍ତି। ରାଜ୍ୟରେ ଚାଲୁଥିବା ଇ-ବସ୍ ତାଲିକାରେ ଆଉ ୬୦୦ ଇ-ବସ୍ ଯୋଡାଯିବ ବୋଲି ସୂଚନା ମିଳିଛି।

ରାଜ୍ୟରେ ସହରାଞ୍ଚଳ ପରିବହନ ବ୍ୟବସ୍ଥାରେ ଏକ ବୈପ୍ଳବିକ ପରିବର୍ତ୍ତନ ଆଣିବା ପାଇଁ ଓଡ଼ିଶା ସରକାର ୨୦୨୬-୨୭ ବଜେଟରେ ୪୨୧ କୋଟି ଟଙ୍କାର ବ୍ୟୟବରାଦ କରିଛନ୍ତି। ଏହି ପଦକ୍ଷେପ ମାଧ୍ୟମରେ ରାଜ୍ୟରେ ଇ-ବସ୍ ସେବା ଏବଂ ପ୍ରଯୁକ୍ତି ବିଦ୍ୟା-ଭିତ୍ତିକ ସାର୍ବଜନୀନ ପରିବହନ ବ୍ୟବସ୍ଥାକୁ ବ୍ୟାପକ କରାଯିବ। ରାଜ୍ୟ ସରକାର ୬୦୦ ଇ-ବସ୍ କିଣିବାକୁ ଯୋଜନା କରୁଥିବାବେଳେ ପ୍ରଧାନମନ୍ତ୍ରୀ ଇ-ବସ୍ ସେବା ଯୋଜନାରେ ରାଜ୍ୟକୁ ଆଉ ୪୦୦ ଇ-ବସ୍ ଆସିବ ବୋଲି ଜଣାଯାଇଛି।

ଏହା ଫଳରେ ରାଜ୍ୟରେ ଆମ ବସ୍ ସେବାର କଳେବର ବୃଦ୍ଧି ପାଇବା ସହିତ ସହରାଞ୍ଚଳରେ ଏହା ଅଧିକରୁ ଅଧିକ ଲୋକଙ୍କୁ ସେବା ଯୋଗାଇବ। ଉଲ୍ଲେଖନୀୟ ଯେ କ୍ୟାପିଟାଲ ରିଜିଅନ୍ ଅର୍ବାନ୍ ଟ୍ରାନ୍ସପୋର୍ଟ(କ୍ରୁଟ୍‍) ଦ୍ୱାରା ପରିଚାଳିତ ଆମ୍ ବସ୍ ସେବା ଏବେ ଦୈନିକ ୩ଲକ୍ଷରୁ ଅଧିକ ଯାତ୍ରୀଙ୍କୁ ପରିବହନ କରୁଛି। ଆମ ବସରେ ଯାତାୟତ କରୁଥିବା ଯାତ୍ରୀଙ୍କ ମଧ୍ୟରୁ ପ୍ରାୟ ୪୦ ପ୍ରତିଶତ ଡିଜିଟାଲ୍ ମାଧ୍ୟମରେ ଦେୟ ପ୍ରଦାନ କରୁଛନ୍ତି ଯାହା ସରକାରଙ୍କ ଡିଜିଟାଲ ଇଣ୍ଡିଆକୁ ଅଧିକ ସୁଦୃଢ କରୁଛି।

ସେହିଭଳି ଯାତ୍ରୀମାନଙ୍କୁ ଘରୁ ବସ୍‌ଷ୍ଟାଣ୍ଡ ଏବଂ ବସ୍‌ଷ୍ଟାଣ୍ଡରୁ ଗନ୍ତବ୍ୟ ସ୍ଥଳ ପର୍ଯ୍ୟନ୍ତ ପରିବହନ ସେବା ଯୋଗାଇବା ପାଇଁ ଆମ ଇ-ରାଇଡ୍ ସେବାକୁ ଅଧିକ ସୁଦୃଢ଼ କରାଯାଉଛି l ‘ଓଡ଼ିଶା ଯାତ୍ରୀ ପ୍ଲାଟଫର୍ମ ମାଧ୍ୟମରେ ରୁଟ୍ ଅପ୍ଟିମାଇଜେସନ୍ ଓ ଡିଜିଟାଲ କାରବାରକୁ ପ୍ରୋତ୍ସାହନ ଦିଆଯାଉଛି ।

ବଜେଟରେ ଅର୍ଥ ବରାଦ ଓ ନୂତନ ପଦକ୍ଷେପ ସଂକ୍ରାନ୍ତରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି ଯେ ଏହି ବଜେଟ୍ ଆମ ସରକାରଙ୍କ ଲୋକ-କୈନ୍ଦ୍ରିକ ବିକାଶର ପ୍ରତିଫଳନ l ଆମ ବସ୍ ଓଡ଼ିଶାରେ ସାଧାରଣ ପରିବହନର ସଂଜ୍ଞା ବଦଳାଇ ଦେଇଛି l ଆମେ କେବଳ ସଂଯୋଗୀକରଣ ବଢ଼ାଉନାହୁଁ, ବରଂ ଭବିଷ୍ୟତ ପାଇଁ ଏକ ସ୍ୱଚ୍ଛ ଓ ସବୁଜ ସହର ର୍ନିମାଣ କରୁଛୁ ।

ଆମ ବସ୍ ସେବାରେ ଅଧିକରୁ ଅଧିକ ଇ-ବସ୍ ସାମିଲ କରି ଆମେ ସହରାଞ୍ଚଳ ପରିବହନକୁ ଅଧିକ ସୁଲଭ ଏବଂ ପରିବେଶ ଅନୁକୂଳ କରିବାକୁ ଲକ୍ଷ୍ୟ ରଖିଛୁ ବୋଲି ବିଭାଗୀୟ ଅତିରିକ୍ତ ମୁଖ୍ୟ ସଚିବ ଶ୍ରୀମତୀ ଉଷା ପାଢୀ କହିଛନ୍ତି । ବଜେଟରେ ରାଜ୍ୟ ସରକାର ସହରାଞ୍ଚଳ ପରିବହନକୁ ଯେଭଳି ଅଗ୍ରାଧିକାର ପ୍ରଦାନ କରିଛନ୍ତି ତାହା ଆଗାମୀ ଦିନରେ ସହରାଞ୍ଚଳ ପରିବହନ ବ୍ୟବସ୍ଥାକୁ କେବଳ ସୁସଂଗତ କରିବନାହିଁ, ଦେଶରେ ଅନନ୍ୟ ଉଦାହରଣ ସୃଷ୍ଟି କରିବ ବୋଲି ଶ୍ରୀମତୀ ପାଢୀ କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   19-Aug-2026
  ଜିଲ୍ଲା  
ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   19-Aug-2026
  ଜିଲ୍ଲା  
ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   19-Aug-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026
  ଜିଲ୍ଲା  
*ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   19-Aug-2026
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026

You Might Also Like