-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||      ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||     

HOME   ଜିଲ୍ଲା

*ବଟକରି ବିଦ୍ୟାଳୟରେ ଶିଶୁ ବାଟିକା ନିଯୁକ୍ତିକୁ ନେଇ ବିଧବା ମହିଳାର ଅଭିଯୋଗ, ଭିଡିଓ ଭାଇରାଲ୍*

24-Feb-2026



ନବରଙ୍ଗପୁର (ପ୍ରିୟଦର୍ଶିନୀ ପାତ୍ର)
ପାପଡାହାଣ୍ଡି ବ୍ଲକ ଅଧିନ ବଟକରି ସରକାରୀ ବିଦ୍ୟାଳୟରେ ଶିଶୁ ବାଟିକା ନିଯୁକ୍ତି ପ୍ରକ୍ରିୟାକୁ ନେଇ ଗୁରୁତର ଅଭିଯୋଗ ଉଠିଛି। ଜଣେ ବିଧବା ଅଭ୍ୟର୍ଥୀଙ୍କୁ ଚୟନ ନକରି ୫୦ ହଜାର ଟଙ୍କା ଉତ୍କଚ ଦାବି କରାଯାଇଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହେବା ପରେ ଘଟଣା ନେଇ ଚର୍ଚ୍ଚା ଚାଲିଛି।ଶିଶୁବାଟିକାରେ ଅନିୟମିତତା ଏହା ଖାଲି ପାପଡାହାଣ୍ଡି ନାହିଁ ସମ୍ପୂର୍ଣ ନବରଙ୍ଗପୁର ଜିଲ୍ଲା ରେ ଏଭଳି ଚାଲିଥିବା ଜଣାପଡୁଛି।
ଭିଡିଓରେ ନିଯୁକ୍ତି ସମ୍ପର୍କିତ କଥୋପକଥନ ରେକର୍ଡ ଥିବା କୁହାଯାଉଛି। ଏହି ଅଭିଯୋଗରେ ବିଦ୍ୟାଳୟ ପରିଚାଳନା କମିଟି ଓ ପ୍ରଧାନ ଶିକ୍ଷକଙ୍କ ଭୂମିକା ଉପରେ ପ୍ରଶ୍ନ ଉଠିଛି। ସ୍ଥାନୀୟ ଅଭିଭାବକ ଓ ଗ୍ରାମବାସୀମାନେ ନିଷ୍ପକ୍ଷ ତଦନ୍ତ ଦାବି କରିଛନ୍ତି। ବିଧବା/ଦିବ୍ୟାଙ୍ଗ/ଦୁର୍ବଳ ଆର୍ଥିକ ପରିବେଶର ଅଭ୍ୟର୍ଥୀଙ୍କୁ ନିୟମ ଅନୁଯାୟୀ ପ୍ରାଥମିକତା ଦେବ ଗାଇଡ଼ ଲାଇନ ରେ ସ୍ପଷ୍ଟ ଭାବରେ ଲେଖା ହୋଇଛି।
କିନ୍ତୁ ନିୟମର ଖୋଲା ଉଲଂଘନ କରାଯାଉଛି ନବରଙ୍ଗପୁର ଜିଲ୍ଲାରେ।ଜିଲ୍ଲା ଶିକ୍ଷା ବିଭାଗ ପକ୍ଷରୁ ଏପର୍ଯ୍ୟନ୍ତ ସରକାରୀ ପ୍ରତିକ୍ରିୟା ମିଳିନାହିଁ। ତଥାପି ସ୍ଥାନୀୟ ସୂତ୍ରରୁ ଜଣାପଡ଼ିଛି ଯେ ଅଭିଯୋଗ ସମ୍ପର୍କରେ ଉଚ୍ଚ ସ୍ତରରେ ଆଲୋଚନା ଚାଲିଛି।ଘଟଣା ନେଇ ସମ୍ପୃକ୍ତ ପକ୍ଷଙ୍କ ପ୍ରତିକ୍ରିୟା ମିଳିଲେ ଆଗାମୀ ସମୟରେ ଅଧିକ ସୂଚନା ପ୍ରକାଶ ପାଇବ।

*ବି.ଦ୍ରୋ:-ଶିଶୁବାଟିକାରେ ଅନିୟମିତତା ଏହା ଖାଲି ପାପଡାହାଣ୍ଡି ନାହିଁ ସମ୍ପୂର୍ଣ ନବରଙ୍ଗପୁର ଜିଲ୍ଲା ରେ ଏଭଳି ଚାଲିଥିବା ଜଣାପଡୁଛି*


News Comment




Photo in News

Advertisment
Lastest News
  ଜିଲ୍ଲା  
ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   19-Aug-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026
  ଜିଲ୍ଲା  
*ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   19-Aug-2026
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026

You Might Also Like