-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||     

HOME   ଜିଲ୍ଲା

*ବିକଶିତ ଭାରତ ଜାତୀୟ ଯୁବ ସଂସଦ କାର୍ଯ୍ୟକ୍ରମ ପାଇଁ ସାମ୍ବାଦିକ ସମ୍ମିଳନୀ*-

24-Feb-2026



ସୁବର୍ଣ୍ଣପୁର  (ମନୋରଞ୍ଜନ ତ୍ରିପାଠୀ )
 ଆଗାମୀ ତା୨୭.୦୨.୨୦୨୬ ରିଖ  ଦିନ ପୂର୍ବାହ୍ନ ୧୦.୦୦ ଘଟିକା ରୁ ମଡେଲ ଡିଗ୍ରି ମହାବିଦ୍ୟାଳୟ  ଠାରେ ଜିଲ୍ଲାପାଳ ଙ୍କ ନିର୍ଦ୍ଦେଶ କ୍ରମେ ବିକଶିତ ଭାରତ ଜାତୀୟ  ଯୁବ ସଂସଦ (Vikashit Bharat National Youth Parliament)  କାର୍ଯ୍ୟକ୍ରମ ଆୟୋଜନ ଓ ଅନୁଷ୍ଠିତ କରିବା ନିମନ୍ତେ ଏକ ସାମ୍ବାଦିକ ସମ୍ମିଳନୀ ଜିଲ୍ଲାପାଳ, ସୁବର୍ଣ୍ଣପୁରଙ୍କ କାର୍ଯ୍ୟାଳୟ ସ୍ଥିତ ମିନି ସମ୍ମିଳନୀ କକ୍ଷ ଠାରେ ଅଧ୍ୟକ୍ଷ, ମଡେଲ ଡିଗ୍ରୀ ମହାବିଦ୍ୟାଳୟ ସୋନପୁର, ଶ୍ରୀ ଦେବାଶିଷ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏହି ସାମ୍ବାଦିକ ସମ୍ମିଳନୀ ରେ ସେ ସୂଚନା ଦେଇ କହିଥିଲେ ଯେ ସୁବର୍ଣ୍ଣପୁର ଜିଲ୍ଲାର ୧୮ ରୁ ୨୫ ବର୍ଷ ବୟସ୍କ ପ୍ରାୟ ୨୦୦ ଯୁବ ପ୍ରତିଯୋଗୀ ଓ ଛାତ୍ର ଛାତ୍ରୀ ଭାଗ ନେବାର ବ୍ୟବସ୍ଥା ରହିଛି। ଏହି ବିକଶିତ ଭାରତ ଜାତୀୟ ଯୁବ ସଂସଦ ରେ "ଜରୁରୀକାଳୀନ ପରିସ୍ଥିତିର ୫୦ ବର୍ଷ: ଭାରତୀୟ ଗଣତନ୍ତ୍ର ପାଇଁ ଶିକ୍ଷା" ଆଲୋଚନାର ବିଷୟବସ୍ତୁ ରହିଥିବା ବେଳେ ପ୍ରତିଯୋଗୀମାନେ ଏହି ବିଷୟ ବସ୍ତୁ ଉପରେ ନିଜସ୍ୱ ମତ ରଖିବେ ବୋଲି ସ୍ଥିର ହୋଇଛି। ଏହି ବିକଶିତ ଭାରତ ଜାତୀୟ ଯୁବ ସାଂସଦ କୁ ସଫଳ ଭାବେ ଆୟୋଜନ କରିବା  ନିମନ୍ତେ କାର୍ଯ୍ୟସୂଚୀ ଓ ଆଲୋଚ୍ୟ ବିଷୟ ବସ୍ତୁ କୁ ସୁବର୍ଣ୍ଣପୁର ଜିଲ୍ଲା ସମସ୍ତ ମହାବିଦ୍ୟାଳୟ ମାନଙ୍କୁ ଚିଠି ମାଧ୍ୟମରେ ଜଣାଇବା ସଂଗେସଂଗେ ସୋନପୁର ସହିତ ସମସ୍ତ ପଞ୍ଚାୟତ ସମିତି ମୁଖ୍ୟାଳୟ ମାନଙ୍କର ଛକ ଜାଗା ମାନଙ୍କରେ ପୋଷ୍ଟର ଲଗାଇ ବହୁଳ ପ୍ରଚାର ଓ ପ୍ରସାର କରାଯିବ ବୋଲି ସୂଚନା ଦେଇଥିଲେ। ଏହି ବିକଶିତ ଭାରତ ଜାତୀୟ ଯୁବ ସାଂସଦରେ ଶ୍ରେଷ୍ଠ ୫ ଜଣ କୃତି ଛାତ୍ରଛାତ୍ରୀ ଓ ଯୁବକ ମାନଙ୍କୁ ରାଜ୍ୟସ୍ତରକୁ ମନୋନୀତ କରାଯିବ। ଏହି ସମ୍ମିଳନୀରେ ମଡେଲ ଡିଗ୍ରୀ ମହାବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ମହାନ୍ତି ଏହି ସମ୍ମିଳନୀରେ ଅଧ୍ୟକ୍ଷତା କରି ସୁବର୍ଣ୍ଣପୁର ଜିଲ୍ଲାର ଯୁବକମାନଙ୍କୁ  ଏହି ଜାତୀୟ ଯୁବ ସାଂସଦ ବହୁ ସଂଖ୍ୟାରେ ଯୋଗଦାନ କରି ଭାରତ ବିକାଶରେ ସାମିଲ ହେବାକୁ ଆହ୍ବାନ ଦେଇଥିଲେ। ଏହି ବିକଶିତ ଭାରତ ଜାତୀୟ ଯୁବ ସଂସଦ ର କାର୍ଯ୍ୟକ୍ରମ କୁ ସମସ୍ତ ସମ୍ବାଦ ପତ୍ର ଓ ବୈଦ୍ୟୁତିକ ଗଣମାଧ୍ୟମରେ  ପ୍ରଚାର କରିବା ପାଇଁ ଉପସ୍ଥିତ ସମସ୍ତ ସାମ୍ବାଦିକ ଙ୍କୁ  ମଡେଲ କଲେଜ୍ ଅଧ୍ୟକ୍ଷ ଅନୁରୋଧ କରିଥିଲେ।  ଏହି କାର୍ଯ୍ୟକ୍ରମର ନୋଡାଲ ଅଧିକାରୀ ଡକ୍ଟର ସନ୍ତୋଷ ଭୋଇ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ଅର୍ଜ୍ଜୁନ ମାଝୀ ଏବଂ ମୋ ଭାରତ ଅଧିକାରୀ ଶ୍ରୀ କୃପାସିନ୍ଧୁ ସା ଙ୍କ ସମେତ ଅନେକ ସାମ୍ବାଦିକ  ସମ୍ମିଳନୀରେ ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026
  ଜିଲ୍ଲା  
*ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   19-Aug-2026
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026

You Might Also Like

                                   
  ଜିଲ୍ଲା  

ବରୀ ରେ ବନ୍ୟା