-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗିର ନାଗରିକ କମିଟୀ ନୂତନ କର୍ମମର୍ତ୍ତା ନିର୍ବାଚନ, ଶ୍ରୀକର ସଭାପତି ଓ ମଧୁସୁଦନ ସଂପାଦକ

24-Feb-2026




ବଲାଙ୍ଗିର(ଦେବାଶିଷ ବହିଦାର): ଗତକାଲି ସରକାରୀ ଟାଉନ ବାଳିକା ହାଇସ୍କୁଲ ସମ୍ମିଳନୀ କକ୍ଷରେ ବଲାଙ୍ଗିର ନାଗରିକ କମିଟୀର ନୂତନ କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ନାଗରିକ କମିଟୀର ୨୧୭ଜଣ ସଭ୍ୟ ଭୋଟ ଦେଇଥିଲେ। ସଭାପତି ଭାବରେ ବିଶିଷ୍ଟ ସମାଜସେବୀ ଡ. ଶ୍ରୀକର ମିଶ୍ର (୧୬୬ ଭୋଟ)ବିପୁଳ ସଂଖ୍ୟାରେ ଭୋଟ ପାଇ ଜୟଯୁକ୍ତ ହୋଇଛନ୍ତି। ତାଙ୍କ ପ୍ରତିଦ୍ୱନ୍ଦୀ ଭାବରେ ଜିଲ୍ଲା ବ୍ରାହ୍ମଣ ମହାସଭାର ସଂପାଦକ ନରେନ୍ଦ୍ର ଆଚାର୍ଯ୍ୟ ମାତ୍ର ୪୯ଟି ଭୋଟ ପାଇ ପରାଜୟ ବରଣ କରିଛନ୍ତି। ସେହିପରି ନିତ୍ୟାନନ୍ଦ ମିଶ୍ର ୧୧୪ ଭୋଟ ପାଇ ଉପସଭାପତି ଭାବରେ, ମଧୁସୁଦନ ନାୟକ ୧୫୪ ଭୋଟ ପାଇ ସାଧାରଣ ସଂପାଦକ ଭାବରେ, ସୁନିଲ ବିଶ୍ୱାଳ ୧୬୨ ଭୋଟ ପାଇ ଯୁଗ୍ମସଂପାଦକ ଭାବରେ, ତ୍ରିନାଥ ସାହୁ ୧୫୮ ଭୋଟ ପାଇ କୋଷାଧ୍ୟକ୍ଷ ଭାବରେ ନିର୍ବାଚିତ ହୋଇଛନ୍ତି।

ପୂର୍ବରୁ ସତ୍ୟବାଦୀ ନାଏକ ଯୁଗ୍ମ-କୋଷାଧ୍ୟକ୍ଷ ଭାବରେ ନିଦ୍ୱନ୍ଦରେ ନିର୍ବାଚିତ ହୋଇଥିଲେ। ପୁନଶ୍ଚ ପ୍ରଦିପ ସାହୁ(୧୬୬), ତରୁଣ କୁମାର ମିଶ୍ର(୧୬୧), ଅନିଲ କୁମାର ନନ୍ଦ(୧୫୭), ପ୍ରକାଶ ନେପାକ(୧୫୪), ସୁମିତ ରଂଜନ ପୁରୋହିତ(୧୪୮), ଅଂକୁଶ ପାଣ୍ଟିଆ(୧୪୭), ଗୋପବନ୍ଧୁ ପୁରୋହିତ(୧୪୫), ବିନୋଦ ବିହାରୀ ପାଣିଗ୍ରାହୀ(୧୪୪), ଡା. ପ୍ରମୋଦ କୁମାର ମିଶ୍ର(୧୩୭), ଶରତ ମହାକୁର(୧୩୪), ମହେନ୍ଦ୍ର ଦର୍ଜି(୧୨୮), ଚନ୍ଦ୍ରମଣୀ ଭାଟି(୧୨୨), ମୋତିଲାଲ ସାହୁ(୧୨୧), ପ୍ରଫୁଲ୍ଲ ମିଶ୍ର(୧୧୩), ପିତାମ୍ବର ବନଛୋର(୧୧୩) ଆଦି ୧୫ଜଣ କାର୍ଯ୍ୟକାରୀ କମିଟୀ ସଦସ୍ୟ ପାଇଁ ନିର୍ବାଚିତ ହୋଇଥିବା ଜଣାଯାଇଛି । ନବ ନିର୍ବାଚିତ ସଭାପତି ଡ. ମିଶ୍ର ବଲାଙ୍ଗିରର ସାମଗ୍ରିକ ଉନ୍ନତି ପାଇଁ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ଏବଂ ଦ୍ୱିତୀୟ ଥର ସଭାପତିରେ ନିର୍ବାଚିତ କରିଥିବାରୁ ସମସ୍ତ ସଭ୍ୟ ମାନଙ୍କୁ କୃତଜ୍ଞତା ଜଣାଇ ପ୍ରତ୍ୟେକ ସଭାରେ ସମସ୍ତେ ଉପସ୍ଥିତ ରହି ସୁଚିନ୍ତିତ ମତାମତ ଦେବା ପାଇଁ ଅନୁରୋଧ କରିଛନ୍ତି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026

You Might Also Like

                           
  ଜିଲ୍ଲା  

ବରୀ ରେ ବନ୍ୟା