-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||     

HOME   ଜିଲ୍ଲା

ରାଜ୍ୟ ସ୍ତରୀୟ ଦୁଃସାହସିକ ଜଳକ୍ରୀଡ଼ା ପ୍ରଶିକ୍ଷଣ ଶିବିର

25-Feb-2026



ନୂଆପଡ଼ା (ରାମନାଥ ପଣ୍ଡା )
ଜାତୀୟ ସେବା ଯୋଜନା,ଓଡ଼ିଶା ୟାଚିଂ କ୍ଲବ,ରାଜ୍ୟ ଯୁବକ୍ରୀଡ଼ା ମନ୍ତ୍ରଣାଳୟ ଓଡ଼ିଶା ସରକାର ଭୁବନେଶ୍ୱର ଓ ଉଚ୍ଚ ଶିକ୍ଷା ବିଭାଗ ଓଡ଼ିଶା ସରକାରଙ୍କ ସହଯୋଗରେ କଟକ ସ୍ଥିତ ମହାନଦୀ ଘାଟ ନିକଟସ୍ଥ ସୂର୍ଯ୍ୟଦୀପରେ ଦୁଃସାହସିକ ଜଳକ୍ରୀଡ଼ା ଶିବିର ଅନୁଷ୍ଠିତ ହୋଇଯାଇଛି ।କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଆନୁଷ୍ଠାନିକ ଭାବେ ଉଦଘାଟନ କରିଛନ୍ତି ।ସମ୍ମାନିତ ଅତିଥି ରୂପେ ବିଧାୟକ ପ୍ରକାଶ ଚନ୍ଦ୍ର ସେଠୀ,ଅଭିନେତା ଶ୍ରୀତମ ଦାସ ପ୍ରମୁଖ ଯୋଗଦାନ କରିଥିଲେ।ଶିବିରରେ ଚାରୋଟି ଜିଲ୍ଲା ସମ୍ବଲପୁର,ସୁନ୍ଦରଗଡ,ନୂଆପଡ଼ା ଓ କଳାହାଣ୍ଡିରୁ ୧୫୦ ଜଣ ଏନ୍ ଏସ ଏସ ସ୍ବେଚ୍ଛାସେବୀ ପ୍ରଶିକ୍ଷଣ ନେଇଛନ୍ତି ।ଅଂଶଗ୍ରହଣକାରୀ ସୂର୍ଯ୍ୟ ଦୀପରେ ବିଭିନ୍ନ ଦୁଃସାହସିକ ଜଳକ୍ରୀଡ଼ା, ସ୍କୁବା ଡ୍ରାଇଭିଂ,ସ୍ନୋ କେର୍ଲିଂ, ୱିଣ୍ଡ ସର୍ପିଂ,କାୟାକ, ପେଡାଲ ବୋଟ ଭଳି ତାଲିମ ନେଇଛନ୍ତି ।ମା ମାଣିକେଶ୍ଵରୀ ବିଶ୍ଵବିଦ୍ୟାଳୟରୁ ତଥା ବୋଡ଼େନ ସ୍ନାତକ ମହାବିଦ୍ୟାଳୟ କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ ଓଡ଼ିଶାର କଣ୍ଟି ଜେଣ୍ଟ ଲିଡର ଓ ସ୍ବେଚ୍ଛାସେବୀ ପ୍ରେମଶିଲା ମାଝୀ,ସାକ୍ଷୀ ରାଉତ,ପ୍ରିୟଙ୍କା ଛତ୍ରିଆ,କ୍ଷୀରୋଦ ଗହିର ଓ ନରେନ୍ଦ୍ର ରାଉତ ଯୋଗଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026

You Might Also Like

                       
  ଜିଲ୍ଲା  

ବରୀ ରେ ବନ୍ୟା