-+91-9937148622 |
prerana_bgr@rediffmail.com |
Wednesday 19th August 2026 |
R.N.I. Regd No. ODIODI/2010/46693
Breaking News
25-Feb-2026
ନୂଆପଡ଼ା (ରାମନାଥ ପଣ୍ଡା)
ଉଚ୍ଚଶିକ୍ଷା ବିଭାଗ ଓ ଆଞ୍ଚଳିକ ଜାତୀୟ ସେବା ଯୋଜନା ନିର୍ଦ୍ଦେଶାଳୟର ମିଳିତ ସହଯୋଗରେ ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓ ବିଶ୍ୱ ବିଦ୍ୟାଳୟ ବାରିପଦା ଠାରେ ତା ୨୨ ରୁ ୨୮ ଫେବୃଆରୀ ପର୍ଯ୍ୟନ୍ତ ଅନୁଷ୍ଠିତ ରାଷ୍ଟ୍ରୀୟ ଏକତା ଶିବିରରେ ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକର ବିଜୁ ପଟ୍ଟନାୟକ ସ୍ନାତକ ମହାବିଦ୍ୟାଳୟରୁ ଜାତୀୟ ସେବା ଯୋଜନାର ସ୍ବେଚ୍ଛାସେବୀ ରଶ୍ମିତା ପାଣ୍ଡେ ଅଂଶ ଗ୍ରହଣ କରିଛନ୍ତି । ସାତ ଦିନ ବ୍ୟାପି ଆୟୋଜିତ ଏହି ଶିବିରର କାର୍ଯ୍ୟକ୍ରମ ରେ ସ୍ୱେଚ୍ଛାସେବୀ ମାନେ ବିଭିନ୍ନ କାର୍ଯ୍ୟକ୍ରମରେ ସଫଳ ରୂପାୟନ କରୁଛନ୍ତି ।