-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗିରରେ ସମ୍ପୂର୍ଣ୍ଣ ଏକୀକୃତ ବସ୍ତ୍ର କାରଖାନା ପ୍ରତିଷ୍ଠା ପାଇଁ କେନ୍ଦ୍ର ମନ୍ତ୍ରୀ ଙ୍କୁ ସାଂସଦଙ୍କ ଅନୁରୋଧ

25-Feb-2026



ବଲାଙ୍ଗିର(ପ୍ରେରଣା ଖବର): ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି କେନ୍ଦ୍ର ବସ୍ତ୍ର ମନ୍ତ୍ରୀ ଗିରିରାଜ ସିଂହଙ୍କୁ ବଲାଙ୍ଗିର ଜିଲ୍ଲାର ପାଟଣାଗଡ ଉପଖଣ୍ଡ ରେ ସମ୍ପୂର୍ଣ୍ଣ ଏକୀକୃତ ବସ୍ତ୍ର କାରଖାନା ସ୍ଥାପନ ପାଇଁ ବିଶେଷ ପରିକଳ୍ପନା ପ୍ରସ୍ତୁତ କରିବାକୁ ଅନୁରୋଧ କରିଛନ୍ତି। ସେ କହିଛନ୍ତି ଯେ, ଏହି ପ୍ରକଳ୍ପ ଅଞ୍ଚଳର ଅର୍ଥନୀତି ଓ ବସ୍ତ୍ର ଶିଳ୍ପକୁ ନୂଆ ଦିଗ ଦେଇପାରିବ।
୨୫ ଜୁଲାଇ ୨୦୨୫ ତାରିଖରେ ଲେଖା ଚିଠିରେ ସାଂସଦ ଉଲ୍ଲେଖ କରିଛନ୍ତି ଯେ ବଲାଙ୍ଗିର ଜିଲ୍ଲାରେ ବ୍ୟାପକ ଭାବରେ ଉତ୍କୃଷ୍ଟ ମାନର କପା ଉତ୍ପାଦନ ହେଉଛି। ତେଣୁ ଫାଇବରରୁ ସୁତl, ସୁତlରୁ ବସ୍ତ୍ର ଓ ବସ୍ତ୍ରରୁ ପୋଶାକ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ମୂଲ୍ୟ ଶୃଙ୍ଖଳାକୁ ଆବର୍ତ୍ତିତ କରିଥିବା ଏକ ବସ୍ତ୍ର କାରଖାନା ସ୍ଥାପନ ହେଲେ ଓଡ଼ିଶା କପା ଆଧାରିତ ଶିଳ୍ପରେ ଅଗ୍ରଣୀ  ହୋଇପାରିବ।
ସେ ଆହୁରି କହିଛନ୍ତି ଯେ, ଏପରି ପ୍ରକଳ୍ପ ରୋଜଗାର ସୃଷ୍ଟି କରିବା ସହିତ ଅନ୍ୟ ରାଜ୍ୟକୁ ଶ୍ରମିକ ଚାଲାଣ ହ୍ରାସ କରିବ ଓ ପଶ୍ଚିମ ଓଡ଼ିଶାର ସାମାଜିକ-ଆର୍ଥିକ ପରିସ୍ଥିତିରେ ସୁଧାର ଆଣିବ। ପ୍ରତ୍ୟେକ ପର୍ଯ୍ୟାୟରେ ମୂଲ୍ୟ ବୃଦ୍ଧି ହେବା ଏବଂ କପା କଚ୍ଚା ମାଳର ମୂଲ୍ୟ ବଢ଼ିବ ଓ ସ୍ଥାନୀୟ ଚାଷୀ, ଯୁବକ ପାଇଁ ବ୍ୟାପକ ଚାକିରି ସୃଷ୍ଟି ହେବ।
ଏକୀକୃତ କାରଖାନା ସ୍ଥାପିତ ହେଲେ ଉଚ୍ଚ ମାନଙ୍କର ଗୁଣନିୟନ୍ତ୍ରଣ ସମ୍ଭବ ହେବ ଏବଂ ଦେଶୀୟ ଓ ଆନ୍ତର୍ଜାତୀୟ ବଜାରରେ ପ୍ରତିସ୍ପର୍ଧା କରିପାରୁଥିବା ଉତ୍ତମ ମାନର ବସ୍ତ୍ର ଉତ୍ପାଦନ ସମ୍ଭବ ହେବ ବୋଲି ସାଂସଦ ଶ୍ରୀ ବିଶି ଉଲ୍ଲେଖ କରିଛନ୍ତି।
ସାଂସଦ ଶ୍ରୀ ବିଶି ରପ୍ତାନି ସମ୍ଭାବନା ଉପରେ ମଧ୍ୟ ଜୋର ଦେଇ କହିଛନ୍ତି ଯେ, ରାଜ୍ୟ ମଧ୍ୟରେ ସମ୍ପୂର୍ଣ୍ଣ ମୂଲ୍ୟ ଶୃଙ୍ଖଳା ରହିଲେ ବିଦେଶୀ କ୍ରେତା ଓ ପୁଞ୍ଜିନିବେଶକମାନେ ଆକୃଷ୍ଟ ହେବେ ଓ ଦେଶର ବୈଦେଶିକ ମୁଦ୍ରା ଆୟ ବୃଦ୍ଧି ପାଇବ।
ପ୍ରସ୍ତାବିତ ପ୍ରକଳ୍ପରେ ପରିବେଶବାନ୍ଧବ ପ୍ରଯୁକ୍ତି, ଅବଶିଷ୍ଟ ପରିଚାଳନା ପ୍ରଣାଳୀ ଓ ନବୀକରଣଯୋଗ୍ୟ ଶକ୍ତି ବ୍ୟବହାରକୁ ଗୁରୁତ୍ୱ ଦେବାକୁ ସେ ସୁପାରିଶ କରିଛନ୍ତି। ଏହା ସହିତ ସୁତl କାଟିବା, ବୁଣିବା , ରଙ୍ଗ କରିବା,ଛପାଇ ଓ ପୋଶାକ ତିଆରି କ୍ଷେତ୍ରରେ କୌଶଳ ବିକାଶ ଓ ପ୍ରଯୁକ୍ତିଗତ ଉନ୍ନତି ସମ୍ଭବ ହେବ ବୋଲି ସାଂସଦ ବିଶି କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026

You Might Also Like

                   
  ଜିଲ୍ଲା  

ବରୀ ରେ ବନ୍ୟା