-+91-9937148622 |
prerana_bgr@rediffmail.com |
Saturday 9th May 2026 |
R.N.I. Regd No. ODIODI/2010/46693
Breaking News
04-Feb-2021
ବାଲିଗୁଡା,(ସୁଶୀଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପଣସପଡ଼ି ସ୍ଥିତ ଗୋଲିଆ ଡ଼ଙ୍ଗର ପଡିଆ ଠାରେ ଯୁବ କ୍ରିକେଟ କ୍ଳବ ଆନୁକୂଲ୍ୟରେ ବ୍ଲକ ସ୍ତରୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଘାଟନ ହୋଇଯାଇଛି l ଏହି ଟୁର୍ଣ୍ଣାମେଣ୍ଟକୁ ବାଲିଗୁଡ଼ା ଏନଏସି ୧୧ ନମ୍ବର ୱାର୍ଡର କାଉନସିଲର ନାରାୟଣ ଡାକୁଆ (ଟୁଟୁ)ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ |ଏହି ମ୍ୟାଚରେ ବାଲିଗୁଡ଼ା ବ୍ଲକର ବିଭିନ୍ନ ପଞ୍ଚାୟତର ବହୁ ଟିମ ଭାଗ ନେଇଛନ୍ତି |