-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗିରରେ କଳିଙ୍ଗ ହର୍ବାଲ୍ ମେଳାର ଆରମ୍ଭ

25-Feb-2026



ବଲାଙ୍ଗିର(ପ୍ରେରଣା ଖବର): ବଲାଙ୍ଗିର ବନଖଣ୍ଡ ଓ ରାଜ୍ୟ ଔଷଧୀୟ ଉଦ୍ଭିଦ ପରିଷଦ ପକ୍ଷରୁ ଆଞ୍ଚଳିକ କଳିଙ୍ଗ ହର୍ବାଲ୍ ମେଳାର ଶୁଭାରମ୍ଭ ହୋଇଛି । ପାଞ୍ଚ ଦିନ ବ୍ୟାପୀ ଏହି ମେଳାକୁ ବଲାଙ୍ଗିର ଜିଲ୍ଲାପାଳ ଗୌରୱ ଶିୱାଜୀ ଇସଲୱାର ଉଦ୍‌ଘାଟନ କରିଥିଲେ । ଖଣ୍ଡୀୟ ବନ ଅଧିକାରୀ ଅଜିତ ବିଶିଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ଅଧ୍ୟକ୍ଷ, ସରକାରୀ ଆୟୁର୍ବେଦ ଚିକିତ୍ସା ମହାବିଦ୍ୟାଳୟ, ବଲାଙ୍ଗିର

ପ୍ରଫେସର ଡା. ମନୋଜ କୁମାର ସାହୁ ମୁଖ୍ୟବକ୍ତା ଭାବେ ଯୋଗଦେଇଥିଲେ । ସମ୍ମାନିତ ଅତିଥିମାନଙ୍କ ମଧ୍ୟରେ ଏସିଏଫ ମାନସ ରଞ୍ଜନ ବେହେରା ଓ ରେଞ୍ଜ ଅଫିସରନବୀନ କୁମାର ପଣ୍ଡା ମଞ୍ଚାସୀନ ଥିଲେ। ଜିଲ୍ଲାପାଳ ଉଦ୍‌ଘାଟନୀ ଉଦ୍‌ବୋଧନରେ କହିଥିଲେ, ଆୟୁର୍ବେଦିକ ଔଷଧ ଓ ପ୍ରାଚୀନ ଚିକିତ୍ସା ପ୍ରଣାଳୀକୁ ଜନସାଧାରଣଙ୍କ ସହିତ ଯୋଡ଼ିବା ଏହି ମେଳାର ପ୍ରଧାନ ଉଦ୍ଦେଶ୍ୟ। ସେ ବଲାଙ୍ଗିର ଜିଲ୍ଲାର ଜଙ୍ଗଲ ଓ ଔଷଧୀୟ ବୃକ୍ଷ ସୁରକ୍ଷାର ପ୍ରାସଙ୍ଗିକତା

ଉପରେ ଜୋର ଦେଇଥିଲେ । କୋଶଳ କଳା ମଣ୍ଡପ ପଡ଼ିଆରେ ଆୟୋଜିତ ଏହି ମେଳାରେ ୫୫ଟି ଷ୍ଟଲ୍ ଖୋଲାଯାଇଛି । ରାଜ୍ୟର ୪୭ଜଣ ବୈଦ୍ୟ, କବିରାଜ, ସ୍ୱୟଂ ସହାୟକ ଗୋଷ୍ଠୀ, ବନ ସଂରକ୍ଷଣ ସମିତି ସହିତ ରାଜ୍ୟ ବାହାରରୁ ନାମିଦାମୀ ଆୟୁର୍ବେଦ ଔଷଧ କମ୍ପାନୀମାନେ ଅଂଶଗ୍ରହଣ କରିଛନ୍ତି । ମେଳାରେ ସର୍ବସାଧାରଣଙ୍କ ପାଇଁ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ବ୍ୟବସ୍ଥା ରହିଛି। ମଧୁମେହ, ଉଚ୍ଚ ରକ୍ତଚାପ, ସ୍ତ୍ରୀରୋଗ, ଚର୍ମରୋଗ ଓ ଅନ୍ୟାନ୍ୟ ଦୁରାରୋଗ୍ୟ ବ୍ୟାଧି ବିଷୟରେ ବୈଦ୍ୟମାନଙ୍କ ଆଲୋଚନାଚକ୍ର, କର୍ମଶାଳା ଓ ସମ୍ମିଳନୀ ଆୟୋଜିତ ହେବ । ଏହି ହର୍ବାଲ୍ ମେଳା ଆସନ୍ତା ୧ ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବ । ଉଦ୍‌ଘାଟନୀ ଅବସରରେ ବନଖଣ୍ଡ ଅଧିକାରୀ, କର୍ମଚାରୀ ଓ ସାମ୍ବାଦିକମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026

You Might Also Like

                   
  ଜିଲ୍ଲା  

ବରୀ ରେ ବନ୍ୟା