-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||     

HOME   ଜିଲ୍ଲା

ଅଧୁରା ରହିଯିବ କି କୁଟାସିଂହା - କପାଶିରା ଅଙ୍ଗ ନଦୀ ସେତୁ ?

25-Feb-2026



ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ କୁଟାସିଂହା ଅଂଚଳ ରୁ ଉଭୟ ବଲାଙ୍ଗୀର-ସୁବର୍ଣ୍ଣପୁର ଜିଲ୍ଲା କୁ ଗମନାଗମନ ରେ ଯୋଡି ବାକୁ କୁଟାସିଂହା-କପାଶିରା ମଧ୍ୟ୍ୟ ରେ ପ୍ରବାହିତ ଅଙ୍ଗନଦୀ ଉପରେ ଏକ ସୁ ଉଚ୍ଚ ସେତୁ ନିର୍ମାଣ କାମ ୨୦୧୯ ରେ ଆରମ୍ଭ ହୋଇଥିଲା। ରାଜ୍ୟ ସରକାରଙ୍କ ରାସ୍ତା ଓ ଗୃହ ନିର୍ମାଣ ବିଭାଗ ପକ୍ଷରୁ ନିର୍ମାଣକାରି ସଂସ୍ଥା ଆଶୀର୍ବାଦ କନଷ୍ଟ୍ରାକସନ ନିର୍ମାଣ କାମ କରୁଥିଲା ଏବଂ ୩-୩-୨୦୨୪ରେ କାଯ୍ୟ ଶେଷ କରିବାକୁ ସୂଚନା ଫଳକ ରେ ଉଲ୍ଲେଖ ରହିଥିଲା | ହେଲେ ୬ ମାସ ପୂର୍ଵ ରୁ ଗତ ୨୦୨୩ ଅଗଷ୍ଟ ମାସରୁ ସମ୍ପୃକ୍ତ ଠିକାଦାର ନିର୍ମାଣ କାମ ଅସମ୍ପୂର୍ଣ କରି କୌଣସି କାରଣ ରୁ ଛୁ ମାରିଛି | ତାହା ଏପର୍ଯ୍ୟନ୍ତ ଜଣା ପଡି ନାହିଁ   | ଏନେଇ ଠିକାଦାରଙ୍କ ସହ ଯୋଗାଯୋଗ କରାଯିବାରୁ ତାଙ୍କ ଫୋନ ଲାଗୁନାହିଁ | ଏଠାରେ ସୂଚନା ଯୋଗ୍ୟ ଯେ ଉପାନ୍ତ ଅଞ୍ଚଳ ହୋଇଥିବାରୁ ଜିଲ୍ଲା ପ୍ରଶାସନ,ବିଭାଗୀୟ କର୍ତ୍ତୃପକ୍ଷ ଓ ନିର୍ବାଚିତ ଲୋକ ପ୍ରତିନିଧି ଦୃଷ୍ଟି ଦେଉ ନଥିବା ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚା ହେଉଛି।ନଦୀ ଉପରେ ସେତୁ କାମ ପ୍ରାୟ ସରି ଯାଇଥିଲେ ହେଁ ସେତୁ ସଂଲଘ୍ନ ଉଭୟ ପାର୍ଶ୍ୱ କାମ ବାକି ରହିଛି | ଏନେଇ ବିଭିନ୍ନ ଖବର କାଗଜରେ ଖବର ମଧ୍ୟ୍ୟ ପ୍ରକାସୀତ ହୋଇଛି | ଏହି ବ୍ରିଜ ସମ୍ପୂର୍ଣ୍ଣ ହେଲେ ବଲାଙ୍ଗୀର ସୋନପୂର୍  ଜିଲ୍ଲା ର ଜନ ସାଧାରଣ ଉପକୃତ ହେବେ ।ବିଶେଷ କରି ସଲେଭଟା, ପଟୁଆପାଲି, ଜୋଗିସର୍ଡା,ବାଦିବାହାଲ,କପଶିରା,ଜୁଲୁଣ୍ଡା, ଲଛିପୂର୍, ଦିଗ୍ସିରା  ଗ୍ରାମ ପଞ୍ଚାୟତ ର ସ୍ଥାନୀୟ ଲୋକଙ୍କ  ଗମନାଗମନ ରେ ସୁବିଧା ହେବ।ଏ ଅଞ୍ଚଳର ଜନସାଧାରଣ,ବୁଦ୍ଧିଜୀବୀ କହିବା ଅନୁସାରେ ଏନେଇ ବହୁବାର ସ୍ଥାନୀୟ ଜନପ୍ରତିନିଧିଙ୍କ ଦୃଷ୍ଟି  ଆକର୍ଷଣ କରିଥିଲେ ମଧ୍ୟ୍ୟ କୌଣସି ସୁଫଳ ମିଳି ପାରୁନାହିଁ | ଏଇ କିଛି ଦିନ ପରେ କାମ ଆରମ୍ଭ ହୋଇଯିବ ବୋଲି କହି ଭୁଆଁ ବୁଲାଉଛନ୍ତି | ଫଳରେ ଲୋକଙ୍କ ମଧ୍ୟ୍ୟରେ ଦିନକୁ ଦିନ ତୀବ୍ର ଅସନ୍ତୋଷ ପ୍ରକାଶ ପାଉଛି |  ଅଧୁରା ରହି ଯିବ କି ଅଙ୍ଗନଦୀ ସେତୁ ବୋଲି ଲୋକଙ୍କ ମଧ୍ୟ୍ୟରେ ଆଶଙ୍କା ରହିଛି | ଏଥିପ୍ରତି ଜିଲ୍ଲା ପ୍ରଶାସନ ଦୃଷ୍ଟିଦେଇ ସେତୁ ସମ୍ପୂର୍ଣ କରିବାକୁ ଅଂଚଳବାସୀ ଦାବୀ କରିଛନ୍ତି |


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026

You Might Also Like

                   
  ଜିଲ୍ଲା  

ବରୀ ରେ ବନ୍ୟା