-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||     

HOME   ଜିଲ୍ଲା

ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ର ସାମାଜିକ ପଦକ୍ଷେପ:ଛାତ୍ରୀମାନଙ୍କୁ ସାଇକେଲ ବଣ୍ଟନ

26-Feb-2026



ବଲାଙ୍ଗୀର(ପ୍ରେରଣା ଖବର): ପୁଇଁତଲା ବ୍ଲକ ଅନ୍ତର୍ଗତ ବହଲପଦର ଦମୟନ୍ତୀ ହାଇସ୍କୁଲ ପରିସରରେ ଷ୍ଟେଟବ୍ୟାଙ୍କ ଅଫ ଇଣ୍ଡିଆ(ଏସବିଆଇ) ର କ୍ଷେତ୍ରୀୟ ବ୍ୟବସାୟ କାର୍ଯ୍ୟାଳୟ,ବଲାଙ୍ଗୀର ତରଫରୁ ଛାତ୍ରୀମାନଙ୍କ ପାଇଁ ସାଇକେଲ ବଣ୍ଟନ କାର୍ଯ୍ୟକ୍ରମ ଉତ୍ସାହମୟ ପରିବେଶରେ ଅନୁଷ୍ଠିତ ହୋଇଥିଲା।ବ୍ୟାଙ୍କ ର କର୍ପୋରେଟ ସୋସିଆଲ ରେସ୍ପନ୍ସିବିଲିଟି (ସିଏସଆର) ଅଭିଯାନ ଅନୁସାରେ ଗ୍ରାମାଞ୍ଚଳର ଅର୍ଥନୈତିକ ଭାବେ ପଛୁଆ ପରିବାରର ଛାତ୍ରୀ ମାନଙ୍କୁ ସହାୟତା କରିବା ଉଦ୍ଦେଶ୍ୟରେ ବହଲପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ଷଷ୍ଠ,ସପ୍ତମ ଓ ଅଷ୍ଟମ ଶ୍ରେଣୀର ୪୬ଜଣ ଛାତ୍ରୀଙ୍କୁ ସାଇକେଲ ପ୍ରଦାନ କରାଯାଇଥିଲା।କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ରୂପେ ପୁଇଁତଲା ବ୍ଲକ ଅଧ୍ୟକ୍ଷ ସରୋଜ ପ୍ରଧାନ ଯୋଗଦେଇ ନିଜ ବକ୍ତବ୍ୟରେ ଶିକ୍ଷା ସମାଜ ଉନ୍ନତି ର ମୂଳ ଆଧାର ବୋଲି କହିବା ସହ ଏହି ଉଦ୍ୟମ ବିଦ୍ୟାଳୟ ରେ ଛାତ୍ରୀମାନଙ୍କ ଉପସ୍ଥାନ ହାର ବଢାଇବା ସହ ତାଙ୍କର ଆତ୍ମବିଶ୍ୱାସ କୁ ଦୃଢ଼ କରିବ ଏବଂ ଏହା ଛାତ୍ରୀ ମାନଙ୍କ ନୂଆ ସ୍ବପ୍ନ ର ଆରମ୍ଭ ବୋଲି କହିଥିଲେ।ସ୍ୱତନ୍ତ୍ର ଅତିଥି ଭାବେ ଏସବିଆଇ ର କ୍ଷେତ୍ରୀୟ ପ୍ରବନ୍ଧକ ପ୍ରଦ୍ୟୁମ୍ନ କୁମାର ସ୍ୱାଇଁ ଯୋଗଦେଇ ନିଜ ବକ୍ତବ୍ୟରେ ଛାତ୍ରୀ ମାନଙ୍କ ପାଇଁ ସାଇକେଲ କେବଳ ଏକ ଯାତାୟତର ମାଧ୍ୟମ ନୁହେଁ, ଏହା ତାଙ୍କ ସ୍ବପ୍ନ ପୂରଣର ଏକ ମାଧ୍ୟମ ବୋଲି କହିବା ସହ ଛାତ୍ରୀମାନେ ଶିକ୍ଷାରେ ଆଗକୁ ବଢ଼ି ସମାଜରେ ସ୍ୱାବଲମ୍ବୀ ଓ ସଶକ୍ତ ନାଗରିକ ଭାବେ ପରିଚିତ ହେବେ ଓ ଆଗାମୀ ଦିନରେ ଏପରି ସାମାଜିକ କାର୍ଯ୍ୟକ୍ରମ ଆମେ ଜାରି ରଖିବୁ ବୋଲି କହିଥିଲେ।ବହଲପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଲକ୍ଷ୍ମୀପ୍ରିୟା ବେଦବାକ ନିଜ ବକ୍ତବ୍ୟରେ ଦୂର ଗ୍ରାମ ରୁ ପ୍ରତିଦିନ ବିଦ୍ୟାଳୟ କୁ ଆସିବାରେ ସାଇକେଲ ସହାୟକ ହେବ ବୋଲି କହିବା ସହ ଏହି କାର୍ଯ୍ୟକ୍ରମର ପ୍ରଶଂସା କରିଥିଲେ।କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବେ ଏସବିଆଇ ସିଏମ ସନ୍ଦୀପ କୁମାର ବେହେରା, ଏସବିଆଇ ଏଚଆର ପ୍ରଦୀପ କୁମାର ସେଠ,ବହଲପଦର ହାଇସ୍କୁଲ ର ପ୍ରଧାନ ଶିକ୍ଷକ ଦିଲୀପ କୁମାର ବାରିକ,ପ୍ରଧାନ ଶିକ୍ଷକ ନରେନ୍ଦ୍ର ନାଥ ମିଶ୍ର, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ହରି ମେଶ୍ୱା ପ୍ରମୁଖ ମଂଚାସୀନ ଥିଲେ।ବିଜ୍ଞାନ ଶିକ୍ଷକ ନାରାୟଣ ମିଶ୍ର କାର୍ଯ୍ୟକ୍ରମର ସଂଯୋଜନା କରିଥିବା ବେଳେ ପ୍ରଧାନ ଶିକ୍ଷୟତ୍ରୀ ଲକ୍ଷ୍ମୀପ୍ରିୟା ବେଦବାକ ଧନ୍ୟବାଦ ଦେଇଥିଲେ।କାର୍ଯ୍ୟକ୍ରମରେ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଓ ଶିକ୍ଷା କର୍ମଚାରୀ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026

You Might Also Like

                   
  ଜିଲ୍ଲା  

ବରୀ ରେ ବନ୍ୟା