-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||     

HOME   ଜିଲ୍ଲା

*ଜିଲ୍ଲାପାଳ ନେଲେ କଡ଼ା କାର୍ଯ୍ୟାନୁଷ୍ଠାନ* *ତରଭା ବିଡିଓଙ୍କ ଆର୍ଥିକ କ୍ଷମତା ପ୍ରତ୍ୟାହାର*

26-Feb-2026



ସୁବର୍ଣ୍ଣପୁର,( ମନୋରଞ୍ଜନ ତ୍ରିପାଠୀ ) ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ବିଡିଓ ଗଙ୍ଗାରାମ ବୁଡେକ୍‌ଙ୍କ ଆର୍ଥିକ କ୍ଷମତାକୁ ପ୍ରତ୍ୟାହାର କରିଛନ୍ତି ଜିଲ୍ଲାପାଳ ତଥା ଜିଲା ପରିଷଦ ମୁଖ୍ୟ ନିର୍ବାହୀ ଅଧିକାରୀ ଡ. ନୃପରାଜ ସାହୁ । ଗତକାଲି ମଙ୍ଗଳବାର ବିଡିଓ ବୁଡେକଙ୍କ ସ୍ଥାନରେ ଜିଲାପାଳ ଡ. ସାହୁ ସୋନପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟର ଡେପୁଟି କଲେକ୍ଟର ସତ୍ୟସୁନ୍ଦର ରାଉତଙ୍କୁ ଏହି ଆର୍ଥିକ କ୍ଷମତା ସହ ତରଭା ଏବିଡିଓ - ଦାୟିତ୍ବ ପ୍ରଦାନ କରିଛନ୍ତି। ଜିଲ୍ଲାପାଳଙ୍କ ଏହି ପଦକ୍ଷେପ ବର୍ତ୍ତମାନ ଜିଲ୍ଲାରେ ଚର୍ଚ୍ଚାର ବିଷୟ ପାଲଟିଛି। ସୂଚନା ଅନୁଯାୟୀ ତରଭା ବ୍ଲକରେ ଉନ୍ନୟନମୂଳକ କାର୍ଯ୍ୟ ଠିକ୍ ଭାବେ ହୋଇ ପାରୁ ନ ଥିବା ବେଳେ ଉନ୍ନୟନମୂଳକ କାର୍ଯ୍ୟର ବିଲ୍ ବର୍ଷ ବର୍ଷ ଧରି ପ୍ରଦାନ କରୁ ନ ଥିଲେ ବିଡ଼ିଓ ଶ୍ରୀ ବୁଡେକ । ବିଭିନ୍ନ ସଂସ୍ଥା ମାନେ କାମ କରି ସାରିବା ପରେ ପ୍ରାପ୍ୟ ନପାଇ ହଇରାଣ ହେଉଥିଲେ। ପ୍ରଥମେ ବିଡିଓ ବୁଡେକ୍‌ଙ୍କ ନାମରେ ତରଭା ପଞ୍ଚାୟତ ସ୍ତରୀୟ ଲୋକ ପ୍ରତିନିଧି 
ପରେ ପଞ୍ଚାୟତ ସମିତି କାର୍ଯ୍ୟାଳୟର କର୍ମଚାରୀ ଓ ଜନସାଧାରଣ ଜିଲ୍ଲାପାଳଙ୍କ ନିକଟରେ ଅନେକ ଥର ଅଭିଯୋଗ କରିଥିଲେ। ଏପରିକି ଅଭିଯୋଗ ହେଉଥିଲା ଯେ ବିଡିଓ ଯନ୍ତ୍ରୀମାନଙ୍କୁ ଅଫିସରେ ସ୍ଥାନ ନଦେଇ ବାହାରେ ବସାଉଥିଲେ। ତାଙ୍କ ବ୍ୟବହାରରେ ଅଫିସର କର୍ମଚାରୀ ଅତିଷ୍ଠ ହୋଇ ପଡିଥିଲେ । ପ୍ରତିବାଦରେ ସେମାନେ ବୁଡେକ୍‌ଙ୍କ ଅଧିନରେ କାମ କରିବେ ନାହିଁ ବୋଲି ଜିଲାପାଳଙ୍କୁ ଲିଖିତ ଭାବେ ଜଣାଇଥିଲେ। ଏଭଳି ସ୍ଥିତିରେ ନିଜର କ୍ଷମତା ପ୍ରୟୋଗ କରି ଜିଲ୍ଲାପାଳ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିବା ଚର୍ଚ୍ଚା ହେଉଛି। ସେପଟେ ବିଡିଓ ଶ୍ରୀ ବୁଡେକ୍ ଙ୍କ ପ୍ରତିକ୍ରିୟା ନେବାରୁ ସେ କହିଛନ୍ତି ଏଭଳି କାର୍ଯ୍ୟାନୁଷ୍ଠାନ କାହିଁକି ନିଆଗଲା ମୁଁ ଜାଣିନାହିଁ ଷ୍ଟେନୋଙ୍କ ଠାରୁ ମୁଁ ଏକ ଚିଠି ପାଇଛି। ବାପାଙ୍କ ସ୍ବାସ୍ଥ୍ୟ ଜନିତ ସମସ୍ୟା କାରଣରୁ ମୁଁ ଶନିବାର ଠାରୁ ଭୁବନେଶ୍ବରରେ ଅଛି ବୋଲି କହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026

You Might Also Like

                   
  ଜିଲ୍ଲା  

ବରୀ ରେ ବନ୍ୟା