-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||     

HOME   ଜିଲ୍ଲା

ମହାସାରୋହରେ ସମ୍ପନ୍ନ ହେଲା ମାହେଶ୍ୱରୀ ଦେବୀଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବ

26-Feb-2026



ବିନିକା(ହିମାଂଶୁ ଶେଖର ପୁଟେଲ) ବିନିକା ବ୍ଲକ ଅଧିନସ୍ତ ଚରଦା ପଞ୍ଚାୟତ ଫୁଲମୁଠୀ ଗ୍ରାମରେ ନବ ନିର୍ମିତ ମାଁ ମାହେଶ୍ୱରୀ ଦେବୀଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବ ବିପୁଳ ଉତ୍ସାହ ଉଦ୍ଦୀପନା ମଧ୍ୟରେ ଗୁରୁବାର ସମ୍ପନ୍ନ ହୋଇଯାଇଛି l ଦେବୀଙ୍କ ଦର୍ଶନ ପାଇଁ ଆଜି ୨୦ହଜାରରୁ ଉର୍ଦ୍ଧ୍ବ ଶ୍ରଦ୍ଧାଳୁ ଭକ୍ତଙ୍କ ସମାଗମ ହୋଇଥିଲା।ରୀତିନୀତି ଅନୁଯାୟୀ ସକାଳେ ପୀଠରେ ଷୋଡ଼ଶ ଖମ୍ବ ପୂଜା,ତୋରଣ ପୂଜା,ମାହେଶ୍ୱରୀ ଦେବୀଙ୍କ ୧୦୮ ଉପଚାର ପୂଜା, ସହ ହୋମ ଆହୁତି କରାଯାଇଥିଲା l ଦିନ ୧୧ଘଣ୍ଟା ୨୪ମିନିଟରୁ ୧୧ଟା ୩୭ ମଧ୍ୟେ ଧ୍ଵଜା ଓ କଳସ ଶିଖରେ ସ୍ଥାପନ ସହ ଜୁପ ମହାରାଜଙ୍କ ଐସାନ୍ୟ ସ୍ଥାପନ ଓ ପୂଜା,ପୀଠ ପୂଜା, ବ୍ରହ୍ମଶିଳା,କୁର୍ମଶିଳା ସ୍ଥାପନ କରାଯାଇଥିଲା l ପରେ ପରେ ମାହେଶ୍ୱରୀ ଦେବୀଙ୍କୁ ରତ୍ନ ସିଂହାସନରେ ବିଜେ ପୁଷ୍ପାଞ୍ଜଳି ସହ ପୂର୍ଣ୍ଣାହୂତି ହୋଇଥିଲା l ଏଥିରେ ମୁଖ୍ୟ ଆଚାର୍ଯ୍ୟ ଭାବେ ବାସୁଦେବ ହୋତା,ସହଯୋଗୀ ପୂଜକ ଭାବେ ଅଭିନାସ ମିଶ୍ର, ଦାମୋଦର ନନ୍ଦ,ଦେବାନନ୍ଦ ହୋତା,ବିଷ୍ଣୁ ପଣ୍ଡା,ମୋହନ ଦେହେରୀ ଓ ମୁଖ୍ୟ କର୍ତ୍ତା ଭାବେ ବନ ବିହାରୀ ମହାକୁର ଓ ତାଙ୍କ ଧର୍ମପତ୍ନୀ ମାଳତୀ ମହାକୁର, ନାମଯଜ୍ଞ କର୍ତ୍ତା ଭାବେ ରାଖାଲ ବରିହା ଓ ତାଙ୍କ ଧର୍ମପତ୍ନୀ ସସ୍ମିତା ବରିହା ଦାୟିତ୍ଵ ତୁଲାଇଥିଲେ l ଏହି ଅବସରରେ ବକ୍ତା ବିନୋଦ ସାହୁ (ଭଗବତ ବାବା)ଙ୍କ ଦ୍ଵାରା  ପ୍ରବଚନ କାର୍ଯ୍ୟକ୍ରମ ସହ ମଧ୍ୟାହ୍ନରେ ୨୪ ପ୍ରହର ନାମ ଯଜ୍ଞ ପୂର୍ଣ୍ଣାହୂତି ହୋଇଥିଲା l ପରେ ଅପରାହ୍ନରେ ପୂଟୁରୁପାଲି ଗାୟିକା ଦଶମୀ ଭୋଇ ଓ ଭଟଗାଁ ସୁନୀତା ପୁଟେଲଙ୍କ ମଧ୍ୟରେ ବୈଠକୀ କିର୍ତ୍ତନ୍ୟ ଅନୁଷ୍ଠିତ ହୋଇଥିଲା l ହଜାର ହଜାର ଶ୍ରଦ୍ଧାଳୁ ଭକ୍ତମାନେ   ମା ମାହେଶ୍ୱରୀ ଦେବୀଙ୍କ ଦର୍ଶନ କରିବା ସହ ସାଂସ୍କୃତିକ କାର୍ଯ୍ୟକ୍ରମ ଉପଭୋଗ କରିଥିଲେ ।ସେହିପରି ନୂତନ ମନ୍ଦିର ନିର୍ମାଣରେ ପ୍ରମୁଖ ଭୂମିକା ନିଭାଇ ଅନୁଦାନ ଦେଇଥିବା ପୂର୍ବତନ ବିଧାୟକ ପଦ୍ମନାଭ ବେହେରା ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଆସି ମାଁ ଇଷ୍ଟଦେବୀଙ୍କୁ ଦର୍ଶନ କରିଥିଲେ ।ଗ୍ରାମବାସୀଙ୍କ ପ୍ରିୟ ବିଧାୟକଙ୍କୁ ଉତ୍ସର୍ସିତ ସମ୍ବର୍ଦ୍ଧନା ଦିଆଯାଇଥିଲା ।ଦୀର୍ଘ ଏକ ସପ୍ତାହ ଧରି ଚାଲିଥିବା ଏହି ଆଧ୍ୟାତ୍ମିକ ତଥା ଭକ୍ତିମୟ କାର୍ଯ୍ୟକ୍ରମ ପରିଚାଳନାରେ  ଫୁଲମୁଠୀ ଗ୍ରାମବାସୀଙ୍କ ସମେତ ଆଖ ପାଖ ଗ୍ରାମର ଲୋକେ ମଧ୍ୟ ବହୁ ମାତ୍ରାରେ ସାମିଲ ହୋଇ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026

You Might Also Like

                   
  ଜିଲ୍ଲା  

ବରୀ ରେ ବନ୍ୟା