-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||     

HOME   ଜିଲ୍ଲା

ଓଡ଼ିଶା ଅନ୍ତର-ବିଶ୍ୱବିଦ୍ୟାଳୟ କ୍ରୀଡା ପ୍ରତିଯୋଗିତା ୨୦୨୫-୨୬ରେ ଯୁବୋଦୟ କଲେଜର ସଫଳ ଅଂଶଗ୍ରହଣ

27-Feb-2026



ବଲାଙ୍ଗିର ଜିଲ୍ଲାର ସକମା ସ୍ଥିତ ଯୁବୋଦୟା କଲେଜ ଅଫ୍ ଆଡଭାନ୍ସଡ୍ ଟେକ୍ନୋଲୋଜିର ଛାତ୍ରଛାତ୍ରୀମାନେ ଗତ ବର୍ଷର ପରମ୍ପରାକୁ ଅବ୍ୟାହତ ରଖି ଏହି ବର୍ଷ ମଧ୍ୟ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ପତାକା ତଳେ ରାଜ୍ୟ ସ୍ତରୀୟ ଅନ୍ତର-ବିଶ୍ୱବିଦ୍ୟାଳୟ କ୍ରୀଡା ପ୍ରତିଯୋଗିତାରେ ଅଂଶଗ୍ରହଣ କରିଛନ୍ତି।
ଗତ ବର୍ଷର ଭଳି ଏହି ବର୍ଷ ମଧ୍ୟ ଝିଅ ଦଳ ରାଜ୍ୟ ସ୍ତରକୁ ପହଞ୍ଚି ସଫଳତାର ସହ ଅଂଶଗ୍ରହଣ କରୁଛନ୍ତି। ଏହା ସହିତ ପ୍ରଥମ ଥର ପାଇଁ ପୁରୁଷ ବାସ୍କେଟବଲ୍ ଦଳ ବାଲେଶ୍ୱରରେ ଆୟୋଜିତ ରାଜ୍ୟ ସ୍ତରୀୟ ପ୍ରତିଯୋଗିତାରେ ଯୋଗଦେଇ

କଲେଜ ପାଇଁ ଗୌରବ ଆଣିଛି।
ଏହା ଜଣା ଯାଉଛି ଯେ କଲେଜରୁ ମୋଟ ୧୩ ଜଣ ଖେଳାଳି ରାଜ୍ୟ ସ୍ତରୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଛନ୍ତି। ତାହାରୁ ୭ ଜଣ ଝିଅ ଓ ୬ ଜଣ ପୁଅ ବସ୍କେଟ ବଳର  ଅନ୍ତିମ ଦଳରେ ସ୍ଥାନ ପାଇଛନ୍ତି। ତାଙ୍କର ନାମଗୁଡ଼ିକ- ପୁରୁଷ ଦଳ; ଧ୍ରୁବ ସିଂହନିନା (କ୍ୟାପ୍ଟେନ୍), ଅମନ ଗୁପ୍ତା (ଉପ-କ୍ୟାପ୍ଟେନ୍), ଅଙ୍କିତ ମିଶ୍ର, ଆୟୁଷ ଅବିସାନ୍ତ୍ ନାଥ, ସାଇଲିନ କୁମ୍ଭାର, ଓମପ୍ରକାଶ ଦିକ୍ଷିତ । ମହିଳା ଦଳ; ଅର୍ପିତା (କ୍ୟାପ୍ଟେନ୍), ସ୍ନେହା (ଉପ--କ୍ୟାପ୍ଟେନ୍), ଜ୍ୟୋତି, ଶ୍ରୁତି, ମୌସମୀ, ସୋନାକ୍ଷୀ, ସିମରନ ସିଂହ
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର କ୍ରୀଡା ପରିଷଦ ମୁଖ୍ୟ ଶ୍ରୀ ବିଶ୍ୱଜିତ୍

ବେହେରାଙ୍କ ନିର୍ଦ୍ଦେଶନା ଅନୁଯାଇ ଦଳକୁ ବାଲେଶ୍ୱର ପଠାଯାଇଥିଲା। ଜିଲ୍ଲା କ୍ରୀଡା ଅଧିକାରୀ ଶ୍ରୀ ପରାଶର ବାଗଙ୍କ ମୂଲ୍ୟବାନ ସାହାଯ୍ୟ ଓ ଆର୍.ଏନ୍. ସିଂହଦେଓ ଷ୍ଟାଡିୟମରେ ନିୟମିତ ଅଭ୍ୟାସ ଫଳରେ ବିଶ୍ୱବିଦ୍ୟାଳୟ ବାସ୍କେଟବଲ୍ ଦଳ ରାଜ୍ୟ ସ୍ତରରେ ପ୍ରତିନିଧିତ୍ୱ କରିବାକୁ ସମର୍ଥ ହୋଇପାରିଛି।
ସମସ୍ତ ଛାତ୍ରଛାତ୍ରୀ ଓ କଲେଜ ପ୍ରଶାସନ ପକ୍ଷରୁ ଦଳକୁ ଉତ୍କୃଷ୍ଟ ପ୍ରଦର୍ଶନ ପାଇଁ ଅନେକ ଶୁଭେଚ୍ଛା ଜଣାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026

You Might Also Like

           
  ଜିଲ୍ଲା  

ବରୀ ରେ ବନ୍ୟା