-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||     

HOME   ଜିଲ୍ଲା

ମାଁ ହାଟଗୋଷିଆଣି ଙ୍କ ବାର୍ଷିକ ମଣେଇ ଯାତ୍ରା ଅନୁଷ୍ଠିତ ।

27-Feb-2026



ଧର୍ମଗଡ଼(ଜ୍ୟୋତିରଞ୍ଜନ ବେମାଲ  )
କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ବ୍ଲକ ବେହେରା ଗୁଡ଼ା ଠାରେ ମାଁ ହାଟଗୋଷିଆଣୀ  ଙ୍କ ବାର୍ଷିକ ମଣ୍ଡେଇ ଯାତ୍ରା  ମହା ଆଡମ୍ବର ସହ  ପାଳିତ ହୋଇଯାଇଛି  । ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଆଖପାଖ ଗ୍ରାମ ର ସମସ୍ତ ଦେବାଦେବି ନିମନ୍ତ୍ରଣ ପାଇ  ନିଜ ଲାଠି, କୁର୍ଶୀ , ପାଲିଙ୍କି ସହ କାଳିଶି ଲାଗି ମଣ୍ଡେଇ ଯାତ୍ରା କୁ  ପହଞ୍ଚି  ଗ୍ରାମ  ପରିକ୍ରମା ସହ ଭକ୍ତ ମାନଙ୍କୁ ଦର୍ଶନ ଦେଇଥିଲେ ।ଗ୍ରାମ ପୁଝାରୀ ମଧୁସୂଦନ ନାଏକ ସମସ୍ତ ଦେବାଦେବୀ ଙ୍କ ପୂଜାର୍ଚ୍ଚନା କରି ମଣ୍ଡେଇ ପଡ଼ିଆ କୁ ପାଛୋଟି ନେଇଥିଲେ । ଯାତ୍ରା ଦେଖିବା ପାଇଁ ଆଖପାଖ ଗ୍ରାମ ସମେତ ପଡୋଶୀ ରାଜ୍ୟ ଛତିଶ ଗଡ ଅଞ୍ଚଳରୁ ହଜାର ହଜାର ଶ୍ରଦ୍ଧାଳୁ ଙ୍କ ସମାଗମ ହୋଇଥିଲା । ମା ଙ୍କ ଉପରେ ଗ୍ରାମବାସୀଙ୍କ ଅଗାଢ ବିଶ୍ୱାସ ଥିବାରୁ ପ୍ରତ୍ୟେକ ବର୍ଷ ଫାଲ୍ଗୁନ ମାସ  ଗୁରୁବାର  ଦିନଏହି ଯାତ୍ରା ପାଳନ ହୋଇଥାଏ ।  ସନ୍ଧ୍ୟା ସମୟ ରେ  ସାଂସ୍କୃତିକ କାର୍ଯ୍ୟକ୍ରମ ସହ ରାତ୍ର ୧୦ ଘଣ୍ଟା ସମୟରେ ଦର୍ଶକ ଙ୍କ ମନୋରଞ୍ଜନ ପାଇଁ ନାଟକ ଅନୁଷ୍ଠିତ ହୋଇଥିଲା ।ଏହି କାର୍ଯ୍ୟକ୍ରମ କୁ ସରପଞ୍ଚ ପ୍ରତିନିଧି ଗଗନେସ୍ଵର ବେମାଲ ଗ୍ରାମ ଗୌନ୍ତିଆ ରାଜିନ୍ଦ୍ର ପ୍ରସାଦ ପୋଡ଼ ,ଅନନ୍ତରାମ ପୋଡ଼, ନିଳକଣ୍ଠ ପୋଡ଼, ଶୋଭିତ ଗାନ୍ଧୀ, ଗଜିନ୍ଦ୍ର ଚିଲାଗୁନ,ରାଜକୁମାର ପୋଡ଼,ମହେଶ୍ୱର ବେମାଲ, ତ୍ରିନାଥ ପାଣିଗ୍ରାହୀ, ଅଖିଳ ଛତ୍ରିଆ, ଉପେନ୍ଦ୍ର ଠାକୁର, ଟଙ୍କଧର ପୋଡ଼, ଧବଳେଶ୍ୱର ଦାସ, ମହତରାମ ପୋଡ, ଗୋପବନ୍ଧୁ ପୋଡ଼,ରଥ ନାଏକ, ସିମାଞ୍ଚଲ ବାରିକ, ଦେବେନ୍ଦ୍ର ନାଏକ, ରବିଶଙ୍କର ବାରିକ ଓ ଖଗପତି ନିଆଲ ଏବଂ ଗ୍ରାମ ବାସୀ  ସହଜୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026

You Might Also Like

           
  ଜିଲ୍ଲା  

ବରୀ ରେ ବନ୍ୟା