-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||     

HOME   ଜିଲ୍ଲା

ଆସନ୍ତା ମାର୍ଚ୍ଚ ୫ ତାରିଖରେ ଦୁଇ ଦିନିଆ  ଓଡ଼ିଶା ଗସ୍ତରେ  ଆସିବେ କେନ୍ଦ୍ର ସ୍ୱରାଷ୍ଟ୍ର ଏବଂ ସମବାୟ ମନ୍ତ୍ରୀ ଅମିତ୍ ଶାହ♦️ ମାର୍ଚ୍ଚ ୬ ତାରିଖରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ 

27-Feb-2026



ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଭୁବନେଶ୍ୱର(ପ୍ରେରଣା ଖବର): ଆସନ୍ତା ୫  ତାରିଖରେ କେନ୍ଦ୍ର ଗୃହ ଓ ସମବାୟ  ମନ୍ତ୍ରୀ  ଶ୍ରୀ ଅମିତ୍ ଶାହଙ୍କ ଦୁଇ ଦିନିଆ  ଓଡ଼ିଶା  ଗସ୍ତ ପରିପ୍ରେକ୍ଷୀରେ  ରାଜ୍ୟ ସରକାରଙ୍କ  ପକ୍ଷରୁ ଆଜି ସଂଧ୍ୟାରେ ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।  

ବୈଠକରୁ ପ୍ରାପ୍ତ ସୂଚନା ଅନୁସାରେ ମାନ୍ୟବର କେନ୍ଦ୍ରମନ୍ତ୍ରୀ ଶ୍ରୀଯୁକ୍ତ ଶାହ ମାର୍ଚ୍ଚ ୫  ତାରିଖ ସଂଧ୍ୟାରେ ସ୍ୱତନ୍ତ୍ର ବାୟୁସେନା ବିମାନରେ ନୂଆଦିଲ୍ଲୀରୁ ଆସି ଓଡିଶାରେ ପହଁଚିବେ । ୬ ତାରିଖ ପୂର୍ବାହ୍ନରେ  କଟକ ମୁଣ୍ଡୁଳିସ୍ଥିତ ସିଆଇଏସଏଫର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଯୋଗଦେବେ ।  ଅପରାହ୍ଣରେ  ଖୋର୍ଦ୍ଧା ଜିଲ୍ଲା ଜଟଣୀ ଠାରେ  ଜାତୀୟ ଫୋରେନ୍ସିକ୍ ବିଜ୍ଞାନ ବିଶ୍ୱବିଦ୍ୟାଳୟ (ଏନଏଫଏସୟୁ)  ଏବଂ କେନ୍ଦ୍ରୀୟ ଫୋରେନ୍ସିକ୍ ବିଜ୍ଞାନ ପରୀକ୍ଷାଗାର (  ସିଏଫଏସଏଲ),  ଭୁବନେଶ୍ୱର କ୍ୟାମ୍ପସ ପାଇଁ ଭୂମି ପୂଜନ କରିବା ସହ ଆଭାସୀ ମାଧ୍ୟମରେ ଏନଏଫଏସୟୁ ଟ୍ରାନଜିଟ୍ କ୍ୟାମ୍ପସ , ଭୁବନେଶ୍ୱରର ଶୁଭ ଉଦ୍ଘାଟନ କରିବେ । ସେଦିନ  ଅପରାହ୍ଣରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଶାହ ଭୁବନେଶ୍ୱରସ୍ଥିତ ଇଡକୋ ପ୍ରଦର୍ଶନୀ ପଡ଼ିଆଠାରେ ନବୀନ ନ୍ୟାୟ ସଂହିତା ପ୍ରଦର୍ଶନୀକୁ ଉଦ୍ଘାଟନ କରିବା ସହ ସମବାୟ ଏବଂ ଅନ୍ୟ ବିଭିନ୍ନ ବିଭାଗ ପ୍ରକଳ୍ପଗୁଡିକର  ଶିଳାନ୍ୟାସ ଓ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି ।   ମାନ୍ୟବର କେଦ୍ରମନ୍ତ୍ରୀଙ୍କ ସିଆଇଏସଏଫର ପ୍ରତିଷ୍ଠା ଦିବସରେ ଯୋଗଦାନ ଗସ୍ତକୁ ଦୃଷ୍ଟିରେ ରଖି ଗୋଡ଼ିସାହିରୁ ମୁଣ୍ଡୁଳି ରାସ୍ତାର ବ୍ଲାକ୍ ଟପିଂ ସହିତ ଆଲୋକୀକରଣ, ପରିସ୍କାର ପରିଚ୍ଛନ୍ନତା ଓ ଆବଶ୍ୟକ ସୌନ୍ଦର୍ଯ୍ୟକରଣ କରାଯିବାକୁ ନିର୍ଦ୍ଦେଶ ଦିଆଯାଇଛି । ବୈଠକରେ ଆଭାସୀ ମାଧ୍ୟମରେ କଟକ ଜିଲ୍ଲାପାଳ ଯୋଗଦେଇଥିଲେ ।  

      ବୈଠକରେ କେନ୍ଦ୍ର ଗୃହମନ୍ତ୍ରୀଙ୍କ ଗସ୍ତ ସମୟର  ବିଶଦ୍  କାର୍ଯ୍ୟସୂଚୀ, ସୁରକ୍ଷା ବ୍ୟବସ୍ଥା, ଟ୍ରାଫିକ୍ ଓ ରୁଟ୍ ପ୍ଲାନ, କାର୍ଯ୍ୟକ୍ରମ ସ୍ଥଳର ଆନୁଷଙ୍ଗିକ ପ୍ରସ୍ତୁତି  ଉପରେ ବିସ୍ତୃତ  ଆଲୋଚନା  କରାଯାଇଥିଲା । କେନ୍ଦ୍ର ଗୃହମନ୍ତ୍ରୀଙ୍କ ଗସ୍ତକୁ ସୁଚାରୁ ଓ ସଫଳ କରିବା ପାଇଁ ସମସ୍ତ ବିଭାଗମାନଙ୍କୁ  ପାରସ୍ପରିକ  ସମନ୍ୱୟ ରଖି ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମସ୍ତ ପ୍ରସ୍ତୁତି ସମ୍ପନ୍ନ କରିବାକୁ  ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟ ସରକାର ପକ୍ଷରୁ କେନ୍ଦ୍ର ଗୃହମନ୍ତ୍ରୀଙ୍କ ଓଡିଶା ଗସ୍ତ ପରିପ୍ରେକ୍ଷୀରେ  ସମସ୍ତ ପ୍ରକାର ପ୍ରସ୍ତୁତି  ନିଶ୍ଚିତ କରାଯିବାକୁ   ଗୃହ, ଶିଳ୍ପ ଏବଂ ସୂଚନା ଓ ଲୋକ ସଂପର୍କ ବିଭାଗ  ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା ଏହି ପରିପ୍ରେକ୍ଷୀରେ ବିଭନ୍ନ ପ୍ରସ୍ତୁତି ନେଇ  ସୂଚନା ଦେଇଥିଲେ ।  ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ  ପୁଲିସ୍ ମହାନିର୍ଦ୍ଦେଶକ ଶ୍ରୀ ୱାଇ.ବି. ଖୁରାନିଆ,  ସମବାୟ ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ରାଜେଶ ପ୍ରଭାକର ପାଟିଲ, ବିଏମସି କମିଶନର, ଖୋର୍ଦ୍ଧା ଜିଲ୍ଲାପାଳଙ୍କ ସହିତ ସଂପୃକ୍ତ  ବିଭିନ୍ନ ବିଭାଗର ସଚିବ,ବରିଷ୍ଠ ପଦାଧିକାରୀ ଓ  ପୁଲିସ୍ ପ୍ରଶାସନର ଉଚ୍ଚପଦସ୍ଥ ଅଧିକାରୀମାନେ ଉପସ୍ଥିତ ଥିଲେ । ଜିଲ୍ଲାପାଳ, କଟକ ଆଭାସୀ ମାଧ୍ୟମରେ ବୈଠକରେ ଯୋଗଦେଇଥିଲେ ।  

                                   


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026

You Might Also Like

       
  ଜିଲ୍ଲା  

ବରୀ ରେ ବନ୍ୟା