-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||     

HOME   ଜିଲ୍ଲା

ଲୋଇସିଂହା ବ୍ଲକ ପରିସରରେ ଏନଏସି ର ନୂତନ କାର୍ଯ୍ୟାଳୟ ଉଦଘାଟିତ

27-Feb-2026



ଲୋଇସିଂହା, (ପ୍ରେରଣା ଖବର) ଲୋଇସିଂହା ବ୍ଲକ ପରିସରରେ ଏନଏସି ର ନୂତନ ଅସ୍ଥାୟୀ କାର୍ଯ୍ୟାଳୟ ଉଦଘାଟିତ ହୋଇଯାଇଛି l ଭରଚୁଆଳ ଜରିଆରେ ଓଡିଶା ସରକାର ଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଏହାର ଶୁଭାରମ୍ଭ ପୂର୍ବକ ଉପସ୍ଥିତ ଥିବା ସମସ୍ତ ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇଥିଲେ l ଅଂଚଳ ର ଲୋକ ଙ୍କୁ ସମ୍ମାନ ଜଣାଇବା ସହ ଆଗାମୀ ଦିନରେ ଏନଏସି ଅଧିନ ରେ ଥିବା ଅଂଚଳ ର ଉନ୍ନୟନ ମୂଳକ କାର୍ଯ୍ୟ ଗୁଡ଼ିକୁ ତ୍ୱରାନ୍ୱିତ କରାଯିବ ବୋଲି ସେ ସୂଚନା ଦେଇଥିଲେ ।  ବଲାଙ୍ଗୀର ଉପଜିଲ୍ଲାପାଳ ଆଲୋକ ପଟେଲଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଡ଼ିଓ ତଥା ନୂତନ ଏନଏସି ର ପ୍ରଥମ ଭାରପ୍ରାପ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଅକ୍ଷୟ ପାଣି ଉଡ୍ଡୁ , ଏବିଡ଼ିଓ କିଶୋର ମାନସିଂହ, ବୁର୍ଡା ସରପଞ୍ଚ ସୁଦିପ ସା, ହୀରାପୁର ସରପଞ୍ଚ ରମାକାନ୍ତ ବିଶ୍ଵାଳଙ୍କ ସମେତ ପଞ୍ଚାୟତ ସମିତିର ସମସ୍ତ ଅଧିକାରୀ ଉପସ୍ଥିତ ଥିଲେ । ଏହି ଅବସରରେ ସ୍ଥାନୀୟ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ନୂତନ ଏନଏସି ର ଅସ୍ଥାୟୀ କାର୍ଯ୍ୟାଳୟକୁ ବୁର୍ଡା ସରପଞ୍ଚ ସୁଦିପ ସା ଉଦଘାଟନ କରିଥିଲେ l ଉପଜିଲ୍ଲାପାଳଙ୍କ ଉପସ୍ଥିତିରେ ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଶ୍ରୀ ଉଡ୍ଡୁ ଦାୟିତ୍ଵ ଗ୍ରହଣ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026

You Might Also Like

       
  ଜିଲ୍ଲା  

ବରୀ ରେ ବନ୍ୟା