-+91-9937148622 |

prerana_bgr@rediffmail.com |

  Thursday 5th March 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||      ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (05-Mar-2026)       ||      ହରିହର ଭେଟ ସମ୍ପନ୍ନ   (05-Mar-2026)       ||      ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||      ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||      ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ ମୃତ୍ୟୁ   (04-Mar-2026)       ||      ହୃଦୟକୁ ହୃଦୟର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ    (04-Mar-2026)       ||      ଏକ ଭିନ୍ନ ଶିକ୍ଷକ   (04-Mar-2026)       ||      ବରପାଲି ରେ ରାଜ୍ୟ ସ୍ତରୀୟ ସାହିତ୍ୟ ସମ୍ମିଳନୀ ଆଦ୍ୟ ଫଗୁଣ   (04-Mar-2026)       ||      *ଡାବୁଗାଁ ରେ ଧୂମଧାମ ରେ ପାଳିତ ହେଲା ରଙ୍ଗର ପର୍ବ ହୋଲି, ଜନସାଧାରଣ ଙ୍କ ସହ ହୋଲି ଖେଳିଲେ ଡାବୁଗାଁ ବିଧାୟକ*   (04-Mar-2026)       ||      କୁଶଙ୍ଗ ଦୋଳଯାତ୍ରା ଉଦ୍‌ଯାପିତ   (04-Mar-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ମିଲର୍ସସଂଘ ଭେଟିଲେ ଜିଲ୍ଲାପାଳଙ୍କୁ

27-Feb-2026



ସୋନପୁର(ମଳୟ ମିଶ୍ରଙ୍କ ରିପୋର୍ଟ): ଗତ ପ୍ରାୟ ମାସେ ହେଲା ସୁବର୍ଣ୍ଣପୁର ଜିଲ୍ଲାର ରାଇସ୍ ମିଲ୍ ଗୁଡିକରୁ ସରକାର କଷ୍ଟମ୍ ମିଲିଂ ଚାଉଳ ଉଠାଉ ନାହାଁନ୍ତି। ଫଳରେ ମିଲ୍ ର ଗୋଦାମ ଜାମ୍ ହୋଇ ଯାଇଛି । କୁହାଯାଉଛି ଏସବୁ ଗତ ରବିଧାନର କୋଟା । ଏହା ଉଠା ନଗଲେ ଚଳିତବର୍ଷର ଖରିଫ ଚାଉଳ ପାଇଁ ରଖିବାକୁ ଜାଗା ନାହିଁ । ଏଫସି ଆଇ ଏହା ନ ଉଠାଇବାରୁ ବହୁତ ସମସ୍ୟା ସୃଷ୍ଟି ହୋଇଛି । ଜିଲ୍ଲାର ଶହ ଶହ ଶ୍ରମିକ,  ଚାଷୀଙ୍କ ସମେତ ମିଲର୍ସଙ୍କର ବହୁତ କ୍ଷତି ହେଲାଣି । ସମଗ୍ର ଦେଶରେ ଏପରି ବଳକା ଚାଉଳ ଜାମ୍ ହୋଇ ରହିଥିବାରୁ ଏଠାରେ ମଧ୍ଯ ତାହାର ପ୍ରଭାବ ପଡୁଥିବା କୁହାଯାଉ ଥିଲେ ହେଁ , ପ୍ରକୃତ ସ୍ଥିତି ଭିନ୍ନ ବୋଲି ଜଣାଯାଇଛି ।

ଏଣୁ ଏହାର ସମାଧାନ ପାଇଁ ଗତ ୨୫ ତାରିଖରେ ସୁବର୍ଣ୍ଣପୁର ମିଲର୍ସ ଆସୋସିଏସନ ପକ୍ଷରୁ ଏକ ପ୍ରତିନିଧିଦଳ ଜିଲ୍ଲାପାଳଙ୍କୁ ଭେଟି ଏକ ଦାବିପତ୍ର ପ୍ରଦାନ କରିଛନ୍ତି । ଜିଲ୍ଲାପାଳ ଡ ନୃପରାଜ ସାହୁ ଖୁବ୍ ଶୀଘ୍ର ସମସ୍ୟାର ସମାଧାନ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିବା ପ୍ରକାଶ ।

ଏ ସମ୍ପର୍କରେ ଆମ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ ସୁବର୍ଣ୍ଣପୁର ଜିଲ୍ଲାର କେତେକ ମିଲ୍ କୁ ଗସ୍ତ କରି ସ୍ଥିତି ଅନୁଧ୍ୟାନ କରିବା ସହିତ କେନ୍ଦ୍ରୀୟ ପଣ୍ୟାଗାର ନିଗମର ସୋନପୁର ଗୋଦାମରେ ଅନୁସନ୍ଧାନ କରିଥିଲେ । ସେଥିରୁ ଜଣାପଡିଛି ଯେ ସୋନପୁର-ଶରଧାପାଲି ରାସ୍ତାର  କଳାପଥର ଛକର ଏଫସିଆଇ ଗୋଦାମର କ୍ଷମତା ୪ ହଜାର ମେଟ୍ରିକ୍ ଟନ୍ ଥିଲାବେଳେ ଏଠାରେ ଏବେ ୨ ହଜାର ମେଟ୍ରିକ୍ ଟନ୍ ଜାଗା ଖାଲି ରହିଛି । ତେବେ ଏଫଆରକେ ଓ ଅନ୍ଯାନ୍ଯ  କେତେକ ବୈଷୟିକ ସମସ୍ୟା ଏବଂ କାରଣ ଯୋଗୁଁ ଟିଟିଲାଗଡ ଏଫସିଆଇ ପରିଚାଳକ ବା ଡି ଏମ୍ ଚାଉଳ ଉଠାଇବାକୁ ଅନୁମତି ଦେଉନାହାଁନ୍ତି । 

ସେ ଯାହାହେଉ ନା କାହିଁକି , ସରକାର ପଶ୍ଚିମଓଡିଶାର ଏହି ହୀରାକୁଦ ଜଳସେଚିତ ନିମ୍ନାଞ୍ଚଳ କମାଣ୍ଡ ଏରିଆର ଡୁଙ୍ଗୁରିପାଲି , ବିନିକା , ସୋନପୁର ଓ ଜିଲ୍ଲାର ଚାଷୀ , କୃଷିଶ୍ରମିକ ଓ କୃଷିଭିତ୍ତିକ ଶିଳ୍ପ ଚାଉଳକଳ ମାଲିକଙ୍କ ଉପୁଜିଥିବା ଉକ୍ତ ସମସ୍ୟାର ଶୀଘ୍ର ସମାଧାନ କରାଯିବାକୁ ଦାବି କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   05-Mar-2026
  ଜିଲ୍ଲା  
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   05-Mar-2026
  ଜିଲ୍ଲା  
ହରିହର ଭେଟ ସମ୍ପନ୍ନ   05-Mar-2026
  ଜିଲ୍ଲା  
ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   05-Mar-2026
  ଜିଲ୍ଲା  
ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   05-Mar-2026
  ଜିଲ୍ଲା  
ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ   05-Mar-2026
  ଜିଲ୍ଲା  
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   05-Mar-2026
  ଜିଲ୍ଲା  
ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   05-Mar-2026
  ଜିଲ୍ଲା  
ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   05-Mar-2026
  ଜିଲ୍ଲା  
ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   05-Mar-2026
  ଜିଲ୍ଲା  
*ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   05-Mar-2026
  ଜିଲ୍ଲା  
ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ   05-Mar-2026

You Might Also Like