-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   (17-Aug-2026)       ||      ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   (17-Aug-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||     

HOME   ଜିଲ୍ଲା

ଡିଗ୍ରୀ କଲେଜ୍ କୁଶଙ୍ଗରେ ଓଡ଼ିଆ ସମ୍ପାନ

27-Feb-2026



ବଲାଙ୍ଗୀର (ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲା ଆନ୍ତର୍ଗତ ଆଞ୍ଚଳିକ ଡ଼ିଗ୍ରୀ ମହାବିଦ୍ୟାଳୟ କୁଶଙ୍ଗରେ ଓଡ଼ିଆ ସମ୍ପାନ ଅନୁଷ୍ଠିତ ହୋଇଯାଇଛି l  ଏହି ସମ୍ପାନରେ ବୀର ମହାରାଜ ଡ଼ିଗ୍ରୀ ମହାବିଦ୍ୟାଳୟର  ଅଧ୍ୟାପକ ପ୍ରକାଶ କୁମାର ଶେଠ ଲୋକ ଗୀତରେ ସାମାଜିକ ବାସ୍ତବତା ଉପରେ  ଆଲୋଚନା କରିଥିବା ବେଳେ ସରକାରୀ ଡ଼ିଗ୍ରୀ ମହାବିଦ୍ୟାଳୟ ବଲାଙ୍ଗୀର ର ଡ଼.ଶ୍ରୀକାନ୍ତ କୁମାର ବାରିକ ସ୍ୱାଧୀନତା ପରବର୍ତୀ ଓଡ଼ିଆ କବିତାର ଆଙ୍ଗିକ ବୈଚିତ୍ର୍ୟ ବିଷୟରେ ତଥ୍ୟପୂର୍ଣ୍ଣ ଆଲୋଚନା କରିଥିଲେ l

 ଏହି କାର୍ଯ୍ୟକ୍ରମରେ ଅଧ୍ୟକ୍ଷ ଡ.ବିଜୟ କୁମାର କଲେଟ୍ ସଭାପତିତ୍ବ କରିଥିବା ବେଳେ ଡ଼.ଅଜିତ କୁମାର ଭୋଇ ସଂଯୋଜନା କରିଥିଲେ l ଡ. ଲକ୍ଷ୍ମଣ କୁମାର ମେହେର ସ୍ୱାଗତ ସମ୍ଭାଷଣ ରଖିଥିଲେ।

ମହାବିଦ୍ୟାଳୟର ଅଧ୍ୟାପକ ଅନନ୍ତ କୁମାର ଆର୍ଯ୍ୟ, ବିଜ୍ଞଶ୍ରୀ ଗୁରୁ, ବାରିଧି ତ୍ରିପାଠୀ, ଲିସାରାଣୀ କଠାର, ଆଶିଷ ସା, ପ୍ରମୋଦ ମହାକୁର ଉପସ୍ଥିତ ଥିବା ବେଳେ କଲେଜର ସମସ୍ତ କର୍ମଚାରୀଙ୍କ ସହଯୋଗ ଥିଲା l ବିଭାଗର ସମସ୍ତ ଛାତ୍ରଛାତ୍ରୀ ତିନିଦିନ ପୂର୍ବରୁ ପ୍ରସ୍ତୁତିରେ ଲାଗିପଡ଼ିଥିଲେ l କାର୍ଯ୍ୟକ୍ରମ ଶେଷରେ ଶେଷ ବର୍ଷର ଛାତ୍ରୀ ଝରଣା ମହଲା ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   17-Aug-2026
  ଜିଲ୍ଲା  
ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   17-Aug-2026
  ଜିଲ୍ଲା  
ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   17-Aug-2026
  ଜିଲ୍ଲା  
ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   17-Aug-2026
  ରାଜ୍ୟ  
ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   17-Aug-2026
  ଜିଲ୍ଲା  
*କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   17-Aug-2026

You Might Also Like