-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   (17-Aug-2026)       ||      ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   (17-Aug-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||     

HOME   ଜିଲ୍ଲା

୭୫ତମ ଜିଲ୍ଲା ପରିଷଦ ବୈଠକ; ବିଭିନ୍ନ ସମସ୍ୟା ଆଲୋଚନା

27-Feb-2026



ମାଲକାନଗିରି, ୭୫ତମ ଜିଲ୍ଲା ପରିଷଦ ସାଧାରଣ ଅଧିବେଶନ ଅଧ୍ୟକ୍ଷା ସମାରୀ ତାଙ୍ଗୁଲୁଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି।  ଜିଲ୍ଲା ପରିଷଦର ସମସ୍ତ ସଦସ୍ୟମାନେ ଯୋଗ ଦେଇ ନିଜ ଅଞ୍ଚଳର ବିଭିନ୍ନ ସମସ୍ୟାକୁ ନେଇ ବୈଠକରେ ଅଧିକାରୀ ଓ ଜିଲ୍ଲା ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଥିଲେ । ଜିଲ୍ଲା ପରିଷଦ ସଦସ୍ୟମାନଙ୍କର ସମସ୍ତ ସମସ୍ୟାର କିଭଳି ଭାବେ ଚଞ୍ଚଳ ସମାଧାନ ହେବ ବିଭିନ୍ନ ବିଭାଗର ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ।
ଜମି ପଟ୍ଟା ତୃଟି ସଂଶୋଧନ କରି ହିତାଧିକାରୀଙ୍କୁ ଉପଯୁକ୍ତ ପଟ୍ଟା ପ୍ରଦାନ କରିବାକୁ ଗୁରୁତ୍ଵାରୋପ କରିଥିଲେ ଶ୍ରୀମତି ତାଙ୍ଗୁଲୁ। ଜିଲ୍ଲାରେ କ୍ଷୁଦ୍ର ଶିଳ୍ପ ପ୍ରତିଷ୍ଠା ନିମନ୍ତେ ଜିଲ୍ଲା ଶିଳ୍ପ କେନ୍ଦ୍ର (ଡ଼ିଆଇସି) ମାଧ୍ୟମରେ ଋଣ ପାଇଁ ଆବେଦନ କରିବାକୁ ଜିଲ୍ଲାପାଳ ଆହ୍ଵାନ କରିଥିଲେ। ପିଏମଇଜିପି ଯୋଜନାରେ ଗ୍ରାମାଞ୍ଚଳ ପାଇଁ ୩୫ ପ୍ରତିଶତ ଓ ସହରାଞ୍ଚଳ ପାଇଁ ୨୫ ପ୍ରତିଶତ  ସବସିଡି ମିଳିଥାଏ ବୋଲି ଜିଲ୍ଲାପାଳ ସୂଚନା ଦେଇଥିଲେ। ଜିଲ୍ଳାରେ ଡ୍ରପ୍ ଆଉଟ୍ ସଂଖ୍ୟା କମେଇବା ନିମନ୍ତେ ହୋଷ୍ଟେଲ୍ ବ୍ୟବସ୍ଥା ଉପରେ ଧ୍ୟାନ ଦିଆଯିବା ଉପରେ ଗୃହରେ ଗୁରୁତ୍ୱାରୋପ କରାଯାଇଥିଲା । ବିଶେଷ ଭାବେ ଅନୁସୂଚିତ ଜନଜାତିର ଯୁବଗୋଷ୍ଠୀଙ୍କୁ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା ବିଷୟରେ ସଚେତନ କରିବା ପାଇଁ କହିଥିଲେ ଜିଲ୍ଲାପାଳ। ଏହାଦ୍ବାରା ବୃତ୍ତିଗତ ଶିକ୍ଷା ଲାଭ କରିବା ନିମନ୍ତେ ସରକାରଙ୍କ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଉଛି ବୋଲି ସୂଚନା ପ୍ରଦାନ କରିଥିଲେ। ମାର୍ଚ୍ଚ ମାସ ସୁଦ୍ଧା ମଣ୍ଡିରୁ ସମସ୍ତ ଧାନ ଉଠିବ ବୋଲି ଜିଲ୍ଲାପାଳ କହିଛନ୍ତି। ପରିଶେଷରେ ରାସ୍ତା, ସେତୁ, ସ୍ଵାସ୍ଥ୍ୟ, ପାନୀୟ ଜଳ, ବିଦ୍ୟୁତ୍ ସଂଯୋଗିକରଣ ଇତ୍ୟାଦି ବିଷୟରେ ଆଲୋଚନା କରାଯାଇଥିଲା। ଅନ୍ୟ ମାନଙ୍କ ମଧ୍ୟରେ ମଞ୍ଚରେ ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ପତିତ ପାବନ ବୈଦ୍ୟ, ବନଖଣ୍ଡ ଅଧିକାରୀ ସାଇ କିରଣ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଦାଶରଥି ସରାବୁ ଉପସ୍ଥିତ ଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ସମସ୍ତ ଜନ ପ୍ରତିନିଧି ଓ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।
(ରିପୋର୍ଟ: କେଶବ ଚନ୍ଦ୍ର ନାୟକ, ମାଲକାନଗିରି)


News Comment




Photo in News

Advertisment
Lastest News
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   17-Aug-2026
  ଜିଲ୍ଲା  
ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   17-Aug-2026
  ଜିଲ୍ଲା  
ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   17-Aug-2026
  ଜିଲ୍ଲା  
ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   17-Aug-2026
  ରାଜ୍ୟ  
ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   17-Aug-2026
  ଜିଲ୍ଲା  
*କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   17-Aug-2026

You Might Also Like