-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   (17-Aug-2026)       ||      ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   (17-Aug-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||     

HOME   ଜିଲ୍ଲା

ଜିଲ୍ଲା ଶିଳ୍ପକେନ୍ଦ୍ର ପ୍ରବନ୍ଧକ ବିଷ୍ଣୁ ପ୍ରସାଦ ଦାସଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା

27-Feb-2026



ବଲାଙ୍ଗିର(ପ୍ରେରଣା ଖବର): ବଲାଙ୍ଗିର ଜିଲ୍ଲା ଶିଳ୍ପକେନ୍ଦ୍ର ପ୍ରବନ୍ଧକ ବିଷ୍ଣୁପ୍ରସାଦ ଦାସଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା ସ୍ଥାନୀୟ ଗାର୍ଡେନ ଇନ ହୋଟେଲରେ ବଲାଙ୍ଗିର ଜିଲ୍ଲା ଶିଳ୍ପ ସଂଘ ଓଏସମେ ସଭାପତି ପ୍ରକାଶ ନେପାକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲା ଶିଳ୍ପ ସଂଘ ର ସମସ୍ତ ସଭ୍ୟ ତଥା  ଡିଆଇସି ର ବରିଷ୍ଠ ଅଧିକାରୀ  ନିରୋଜ ପାଣିଗ୍ରାହୀଙ୍କ ଉପସ୍ଥିତିରେ ସଂଘ ସଭାପତି ପ୍ରକାଶ ନେପାକ,ଓଏସମେ ପଶ୍ଚିମ ଜୋନ ସଭାପତି ସିଦ୍ଧଶ୍ୱର ମିଶ୍ର, ଉପସଭାପତି ସବ୍ୟସାଚୀ ମାଝୀ, କୋଷlଧକ୍ଷ ଆଲୋକ ମହାନ୍ତି ପ୍ରମୁଖ ଶ୍ରୀ ଦାସ ଙ୍କ  ଅବସର ଗ୍ରହଣ ପରିପ୍ରେକ୍ଷୀରେ ଉପଢୌକନ, ମାନପତ୍ର ତଥା ଉପହାର ଦେଇ ସମ୍ମାନିତ କରିଥିଲେ l ଶ୍ରୀ ଦାସ ଙ୍କ ବଲାଙ୍ଗିର ଜିଲ୍ଲାରେ ୪ବର୍ଷର ଅବସ୍ଥାନ ସମୟରେ ବିଭିନ୍ନ ଶିଳ୍ପ ପ୍ରତିଷ୍ଠାନ ପ୍ରତିଷ୍ଠା, ରୁଗ୍ଣ ଶିଳ୍ପର ପୁନରୁଦ୍ଧାର, ଶିଳ୍ପ ସଂଘର ସହାୟତାରେ ବିଭିନ୍ନ ସଚେତନତା ଶିବିର ତଥା ବଲାଙ୍ଗିର ଜିଲ୍ଲାରେ ଶିଳ୍ପ ର ବିସ୍ତାର ପାଇଁ ଅନବରତ କାର୍ଯ୍ୟରତ ଥିଲେ ବୋଲି ସଂଘର ସଭ୍ୟ ତଥା ଯୁବ ଉଦ୍ୟୋଗୀ ଆଶିଷ ରଥ, ବରିଷ୍ଠ ସଭ୍ୟ କୁଳଭୂଷଣ ପୁରୋହିତ, ପ୍ରସନ୍ନ କୁମାର ଗିରି, ରାଜୁ ପଟେଲ,ପାଟଣାଗଡ ଉଦ୍ୟୋଗୀ     ସରୋଜ ମେହେର, ପ୍ରମୁଖ ମତପ୍ରକାଶ କରିଥିଲେ l ଅବସର ଗ୍ରହଣ ଅବସରରେ ଶ୍ରୀ ଦାସ ଉଦବୋଧନ ଦେଇ ବଲାଙ୍ଗିର ଜିଲ୍ଲାରେ ଶିଳ୍ପ ପ୍ରତିଷ୍ଠା ପାଇଁ ସଚେତନତାର ଅଭାବ, ଶିଳ୍ପ ପ୍ରତିଷ୍ଠାନ ମାନଙ୍କର ଏକତା ତଥା ସରକାରଙ୍କ ଶିଳ୍ପ ପ୍ରତିଷ୍ଠା ଦିଗରେ ବିଭିନ୍ନ ଲୋକାଭିମୁଖୀ ଶିଳ୍ପ ନୀତି ର ଅଜ୍ଞତା, ଇଡ଼କୋ ତଥା ଅନ୍ୟ ପ୍ରଶାସନିକ ଅସହଯୋଗ ଯୋଗୁଁ ଶିଳ୍ପ ପ୍ରତିଷ୍ଠାରେ ବାଧାପ୍ରାପ୍ତ ହେଉଥିବା ମତପ୍ରକାଶ କରିଥିଲେ l ସେ ଚଳିତ ସରକାରଙ୍କ ଶିଳ୍ପ ପ୍ରତିଷ୍ଠାରେ ବିଭିନ୍ନ ନୀତି ଏବଂ ପ୍ରତ୍ସାହୋନର ଫାଇଦା ନେବାକୁ ଯୁବ ବର୍ଗଙ୍କୁ ପରାମର୍ଶ ଦେଇଥିଲେ l ଏହି ସଭାରେ ବଲାଙ୍ଗିରର ଉଦ୍ୟୋଗୀ ପ୍ରମୋଦ ପଧାନ, ଭିକି ଅଗ୍ରୱାଲ, ଭିଲେଶ ଜୈନ ପ୍ରମୁଖ ଯୋଗଦାନ କରିଥିଲେ l କୋଷାଧ୍ୟକ୍ଷ ଆଲୋକ ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   17-Aug-2026
  ଜିଲ୍ଲା  
ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   17-Aug-2026
  ଜିଲ୍ଲା  
ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   17-Aug-2026
  ଜିଲ୍ଲା  
ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   17-Aug-2026
  ରାଜ୍ୟ  
ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   17-Aug-2026
  ଜିଲ୍ଲା  
*କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   17-Aug-2026
  ଜିଲ୍ଲା  
ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   17-Aug-2026
  ଜିଲ୍ଲା  
*ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   17-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   17-Aug-2026

You Might Also Like