-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   (17-Aug-2026)       ||      ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   (17-Aug-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||     

HOME   ଜିଲ୍ଲା

କୁଶମେଲ ଠାରେ ନବମ ଆଞ୍ଚଳିକ ଲୋକ ମହୋତ୍ସବ ଅନୁଷ୍ଠିତ

27-Feb-2026



ଲୋଇସିଂହା, (ପ୍ରେରଣା ଖବର) ବଲାଙ୍ଗୀର ଜିଲ୍ଳା ଲୋଇସିଂହା ବ୍ଳକ୍ କୁଶମେଲ ଠାରେ ମାଁ କୁଶଙ୍ଗେଇ କଳା ପରିଷଦ, କୁଶମେଲ ଆନୁକୂଲ୍ୟରେ ମଙ୍ଗଳବାର ନବମ ବର୍ଷ ଆଞ୍ଚଳିକ ଲୋକ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି l ଅନୁଷ୍ଠାନ ର ସଭାପତି ସଞ୍ଜୟ ସିଂ ଙ୍କ ସଭାପତିତ୍ବରେ ସକାଳ ୯ ଟା ସମୟରେ ପାରମ୍ପାରିକ ଲୋକ ବାଦ୍ୟ ,ଲୋକ ନୃତ୍ୟ ଦଳ ଓ ବାର ଟି ସ୍ୱୟଂ ସହାୟକ ପିଜି ଦଳ ସହିତ ସ୍ଥାନୀୟ କୁସଙ୍ଗେଇ ଦେଵୀ ଙ୍କ ଠାରୁ ଆଜ୍ଞା ମାଳ ନେଇ କାର୍ଯ୍ୟକ୍ରମ ମଞ୍ଚ ପର୍ଯ୍ୟନ୍ତ ଗ୍ରାମରେ ଶୋଭାଯାତ୍ରା କରାଯାଇଥିଲା l ଗାଁ ଗଅଁତିଆ ସାନ୍ତନୁ ସିଂ, ଜିଲ୍ଳା କଳାକାର ସମନ୍ୱୟ ସମିତି ର ସଂଯୋଜକ ପୂର୍ଣ୍ଣଚନ୍ଦ୍ର ବିଶ୍ବାଳ   ଶୋଭାଯାତ୍ରା ରେ ସାମିଲ ହୋଇଥିଲେ l ଜିଲ୍ଳା ତଥା ଜିଲ୍ଲା ବାହାରୁ ଆସିଥିବା ଶତାଧିକ ଲୋକକଳା ଦଳ ମାନଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା l ସଂଧ୍ୟାରେ ଉଦଯାପନୀ ସଭାରେ ଲୋଇସିଂହା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅକ୍ଷୟ ପାଣି ଉଡ୍ଡୁ, ବ୍ଳକ କଳାକାର ସଂଘ ସଭାପତି ସରୋଜ ବିଶ୍ବାଳ, କୁସମେଲ ସରପଞ୍ଚ କସ୍ତୁବ ସାହୁ ପ୍ରମୁଖ ମୁଖ୍ୟ ଅତିଥି ଓ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ସଂଧ୍ୟାରେ ରାବଣ ଦରବାର ଅନୁଷ୍ଠିତ ହୋଇଥିଲା l ସମସ୍ତ କାର୍ଯ୍ୟକ୍ରମ କୁ ଅନୁଷ୍ଠାନ ର ସମ୍ପାଦକ ଲମ୍ବୋଦର ସାହୁ ପରିଚାଳନା କରିଥିବା ବେଳେ ସମସ୍ତ କର୍ମକର୍ତ୍ତା ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   17-Aug-2026
  ଜିଲ୍ଲା  
ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   17-Aug-2026
  ଜିଲ୍ଲା  
ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   17-Aug-2026
  ଜିଲ୍ଲା  
ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   17-Aug-2026
  ରାଜ୍ୟ  
ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   17-Aug-2026
  ଜିଲ୍ଲା  
*କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   17-Aug-2026
  ଜିଲ୍ଲା  
ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   17-Aug-2026
  ଜିଲ୍ଲା  
*ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   17-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   17-Aug-2026

You Might Also Like