-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   (17-Aug-2026)       ||      ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   (17-Aug-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||     

HOME   ଜିଲ୍ଲା

ଦୁର୍ଗମ ଅଞ୍ଚଳରେ ୨୦ ଟି ମାଓ ଶହୀଦ ସ୍ମୃତି ସମ୍ଭ ଧ୍ୱଂସ

28-Feb-2026



ମାଲକାନଗିରି,ମାଲକାନଗିରି ଜିଲ୍ଲାର ମାଓ ଅଞ୍ଚଳରେ ରହିଥିବା ୨୦ ଗୋଟି ମାଓବାଦୀଙ୍କ ଶହୀଦ ସ୍ମୃତି ସ୍ତମ୍ଭକୁ ଭାଙ୍ଗି ଧୂଳିସାତ୍ କରିଛନ୍ତି ଗ୍ରାମବାସୀମାନେ । ବର୍ତ୍ତମାନ ଦୁର୍ଗମ ଗ୍ରାମାଞ୍ଚଳରେ ଶାନ୍ତି ଏବଂ ବିକାଶ ଆଡ଼କୁ ପରିବର୍ତ୍ତନ ହୋଇଛି। ସୀମାସୁରକ୍ଷା ବାହିନୀ ଓ ପୋଲିସର ଅକ୍ଲାନ୍ତ ପରିଶ୍ରମ ଯୋଗୁଁ ଧିରେ ଧିରେ ମାଓମୁକ୍ତ ହୋଇ ପାରିଛି ମାଲକାନଗିରି ଜିଲ୍ଲା। ଏବେ ମାଓବାଦୀଙ୍କ ହିଂସାକାଣ୍ଡ ଦୁର୍ଗମ ଅଞ୍ଚଳରେ ଦୃଷ୍ଟି ଗୋଚର ହେଉ ନଥିବା ବେଳେ ଗ୍ରାମବାସୀଙ୍କ ମନରୁ ସଂପୂର୍ଣ୍ଣ  ମାଓବାଦୀଙ୍କ ଆତଙ୍କ ବିଲୋପ ଘଟିଛି ବୋଲି ମାଲକାନଗିରି ଏସପି ବିନୋଦ ପାଟିଲ ଗଣ ମାଧ୍ୟମରେ ପ୍ରକାଶ କରିଛନ୍ତି।
ମାଲକାନଗିରି ଜିଲ୍ଲାର ଚିତ୍ରକୋଣ୍ଡା ବ୍ଲକସ୍ଥ ସ୍ୱାଭିମାନ ଅଞ୍ଚଳ ଏବଂ କାଲିମେଳା, ମାଥିଲି, ଖଇରପୁଟ ଅଞ୍ଚଳର ବିଭିନ୍ନ ଆଭ୍ୟନ୍ତରୀଣ ସ୍ଥାନରୁ ଗ୍ରାମବାସୀମାନେ ମାଓବାଦୀ କ୍ୟାଡରମାନଙ୍କ ଦ୍ୱାରା ପୂର୍ବରୁ ସ୍ଥାପିତ ମୋଟ ୨୦ଟି ସ୍ମାରକୀ

ଶହୀଦ ସ୍ତମ୍ଭକୁ ସଂପୂର୍ଣ୍ଣ ଭାଙ୍ଗି ଚୁରମାର କରି ଦେଇଛନ୍ତି ।  ମାଓବାଦୀ ସମସ୍ୟା ଲୋପ ପାଇ ଥିବା ବେଳେ ସ୍ତମ୍ଭ ଗୁଡିକୁ ମଧ୍ୟ ଲୋପ କରାଯିବ। ଗ୍ରାମବାସୀଙ୍କ କହିଛନ୍ତି ଯେ ବର୍ଷ ବର୍ଷ ଧରି ଉଗ୍ରବାଦୀ ପ୍ରଭାବ କେବଳ ଭୟ, ମୌଳିକ ସେବାରେ ବାଧା ଏବଂ ଗ୍ରାମର ବିକାଶକୁ ଅଟକାଇ ଦେଇଛି।
ମାଲକାନଗିରି ପୋଲିସ ଶାନ୍ତି ବଜାୟ ରଖିବା, ସୁରକ୍ଷା ସୁନିଶ୍ଚିତ କରିବା, ବିକାଶକୁ ପ୍ରୋତ୍ସାହିତ କରିବା ପାଇଁ ପ୍ରତିବଦ୍ଧ ଅଛି ବୋଲି ଏସପି ବିନୋଦ ପାଟିଲ ଏଚ ପ୍ରକାଶ କରିଛନ୍ତି।
(ରିପୋର୍ଟ: କେଶବ ଚନ୍ଦ୍ର ନାୟକ, ମାଲକାନଗିରି)


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   17-Aug-2026
  ଜିଲ୍ଲା  
ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   17-Aug-2026
  ଜିଲ୍ଲା  
ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   17-Aug-2026
  ଜିଲ୍ଲା  
ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   17-Aug-2026
  ରାଜ୍ୟ  
ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   17-Aug-2026
  ଜିଲ୍ଲା  
*କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   17-Aug-2026
  ଜିଲ୍ଲା  
ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   17-Aug-2026
  ଜିଲ୍ଲା  
*ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   17-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   17-Aug-2026

You Might Also Like