-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   (17-Aug-2026)       ||      ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   (17-Aug-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||     

HOME   ଜିଲ୍ଲା

ଓଡିଶା ପ୍ରସିଦ୍ଧ ହରିରାଜପୁର ପଞ୍ଚୁ୍ଦୋଳ ମେଳଣ ସମସ୍ତ ପ୍ରସ୍ତୁତି ସମୀକ୍ଷା କଲେ ପୁରୀ ଏସପି ପ୍ରତୀକ ସିଂ

28-Feb-2026



ଜେଲାଙ୍ଗ, ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ଓଡିଶା ପ୍ରସିଦ୍ଧ ହରିରାଜପୁର ପଞ୍ଚୁଦୋଳ ମେଳଣକୁ ଚଳିତ ବର୍ଷ ଶାନ୍ତିପୂର୍ଣ୍ଣ ଓ ଶୃଙ୍ଖଳିତ ଭାବେ ସମ୍ପନ୍ନ ପାଇଁ ପୁରୀ ଏସପି ପ୍ରତୀକ ସିଂ ଶୁକ୍ରବାର ଠାକୁରଙ୍କ ମେଳଣ ପଡିଆ ପରିଦର୍ଶନ କରିଛନ୍ତି । ୧୯୩୭ରୁ ହୋଇ ଆସୁଥିବା ଏହି ମେଳଣର ଜମାଣରାତ୍ର ଉତ୍ସବ ଆସନ୍ତା ମାର୍ଚ୍ଚ ୮ ତାରିଖରେ ଅନୁଷ୍ଠିତ ହୋଇ ୧୨ ତାରିଖ ଗୋଧୂଳି ଲଗ୍ନରେ ହରିହର ଭେଟ ହୋଇ ସମାପନ ହେବ । ଓଡିଶା ପ୍ରଶିଦ୍ଧ ପଶ୍ଚିମାଶମ୍ଭୁ ସୋମନାଥ ଦେବଙ୍କ ପଞ୍ଚୁଦୋଳ ମେଳଣ ୮୦ ଏକର ପରିମିତ ବିଶିଷ୍ଟ ପଡିଆରେ ହୋଇଆସୁଛି । ମେଳଣ ପଡିଆକୁ ସଫେଇ କରିବା, ଜଟଣୀ - ପିପିଲି ରାସ୍ତାର ବୃଷଭ ଛକରୁ ମନ୍ଦିର ପର୍ଯ୍ୟନ୍ତ ଓ ମେଡିକାଲ ଛଳଠାରୁ ହରିରାଜପୁର ଫାଣ୍ଡି ପର୍ଯ୍ୟନ୍ତ ରାସ୍ତା ପ୍ରଶସ୍ତୀକରଣ କରି ଯାତାୟାତ ସୁବିଧା କରିବା, ଶ୍ରଦ୍ଧାଳୁଙ୍କ ପାଇଁ ୨୦ରୁ ଅଧ‌ିକ ଅସ୍ଥାୟୀ ଶୈଚାଳୟ ବ୍ୟବସ୍ଥା ପାନୀୟ ଜଳ ବ୍ୟବସ୍ଥା ପାଇଁ ଟ୍ୟାଙ୍କର ଯୋଗେ ନିରନ୍ତର ଜଳ ଯୋଗଣ, ନିରବଚ୍ଛିନ୍ନ ବିଦ୍ୟୁତ ସେବା ସମେତ ଡିଜି ଯୋଗେ ବିଦ୍ୟୁତ ଯୋଗାଣ, ଜନଗହଳିକୁ ନିୟନ୍ତ୍ରଣ ଲାଗି ପୋଲିସ ଫୋର୍ସର ବ୍ୟବସ୍ଥା ଆଦି ସମ୍ପର୍କରେ ଏସପି ଶ୍ରୀ ସିଂ କମିଟି ସଦସ୍ୟମାନଙ୍କ ସହିତ ଆଲୋଚନା କରିଥିରେ । ଏହି ଆଲୋଚନା ସମୟରେ ପାନୀୟ ଜଳ ସମ୍ପର୍କରେ ଥିବା ବିଭିନ୍ନ ସମସ୍ୟା ସମ୍ପର୍କରେ ବିଶେଷ ଆଲୋଚନା କରାଯିବା ସହିତ ଗ୍ରାମ୍ୟ ପାନୀୟ ଜଳ ଓ ପରିମଳ ବିଭାଗ ପକ୍ଷରୁ ନିରବଚ୍ଛିନ୍ନ ପାନୀୟ ଜଳ ଯୋଗାଣ ସାମ୍ପର୍କରେ ଆଗାମୀ ପ୍ରସ୍ତୁତି ବୈଠକରେ ନିଷ୍ପରି
ନିଆଯିବ ବୋଲି ମେଲଣ କମିଟି ପକ୍ଷରୁ ସୂଚନା ମିଳିଛି । କମିଟି ପକ୍ଷରୁ ପ୍ରସନ୍ନ ମହାରଥୀ ପ୍ରଧାନ, ବିକ୍ରମ କେଶରୀ ଚମ୍ପତି, ଅଭିମନ୍ୟୁ ବଳିଆରସିଂହ, ବିଜୟ ଜେନା, ସମାଜସେବୀ ନିରୁପମା ପାତ୍ର, ବିଷ୍ଣୁପ୍ରସାଦ ଜେନା, ମନୋଜ ଜେନା, କେଦାର ପାଟଶାଣୀ ପ୍ରମୁଖ ଉପସ୍ଥିତ ଥିଲେ । ଏହି ମେଳଣରେ ପ୍ରତ୍ୟେକ ବର୍ଷ ଟ୍ରାଫିକ ସମସ୍ୟା ବୃହତର ସମସ୍ୟା ପାଲଟୁଥିବା ବେଳେ ଚଳିତ ବର୍ଷ ଏହାକୁ ନିୟନ୍ତ୍ରଣ ଦିଗରେ ପୁଲିସ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ ପାଇଁ ମେଲଣ କମିଟି ପକ୍ଷରୁ ଦୃଢ ଦାବି କରାଯାଇଛି । ଏହି ପରିବର୍ଶନ ସମୟରେ ଏସପିଙ୍କ ସହିତ ଅତିରିକ୍ତ ଏସପି ସଜିନ ପଟେଲ ଏସଡିପିଓ ଦେବାଶିଷ ମିଶ୍ର, ଡେଲାଙ୍ଗ ଥାନା ଓଆଇସି ମମତା ବିଶ୍ୱାଳ ପ୍ରମୁଖ ସାମିଲ ହୋଇ ମେଲଣ ସୁଚାରୁ ରୂପେ ସମ୍ପାଦନ କରିବାକୁ ସ୍ଥାନୀୟ ଲୋକଙ୍କ ସହଯୋଗ ଲୋଡିଥିଲେ ।ଏଥିସହିତ ପୁରୀ ପୋଲିସ ସମସ୍ତ ଭକ୍ତ ଓ ସ୍ଥାନୀୟ ନାଗରିକମାନଙ୍କୁ ଆହ୍ୱାନ କରୁଛି ଯେ, ହରିରାଜପୁର ମେଳଣକୁ ଶାନ୍ତିପୂର୍ଣ୍ଣ ଓ ଶୃଙ୍ଖଳାବଦ୍ଧ ଭାବେ ପାଳନ ପାଇଁ ପୋଲିସ ପ୍ରଶାସନକୁ ସହଯୋଗ କରନ୍ତୁ ଏବଂ କୌଣସି ସନ୍ଦେହଜନକ ଘଟଣା ବା ବ୍ୟକ୍ତି ସମ୍ବନ୍ଧରେ ନିକଟସ୍ଥ ପୋଲିସ ଅଧିକାରୀ କିମ୍ୱା ୧୧୨ଙ୍କୁ ତୁରନ୍ତ ସୂଚନା ଦେବାପାଇଁ ଅନୁରୋଧ କରାଯାଇଛି!


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   17-Aug-2026
  ଜିଲ୍ଲା  
ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   17-Aug-2026
  ଜିଲ୍ଲା  
ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   17-Aug-2026
  ଜିଲ୍ଲା  
ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   17-Aug-2026
  ରାଜ୍ୟ  
ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   17-Aug-2026
  ଜିଲ୍ଲା  
*କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   17-Aug-2026
  ଜିଲ୍ଲା  
ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   17-Aug-2026
  ଜିଲ୍ଲା  
*ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   17-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   17-Aug-2026

You Might Also Like